Sign in
Sign in
Recover your password.
A password will be e-mailed to you.
ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ, ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି
କେତେବେଳେ ଡ୍ରୋନ୍ ପୁଣି କେତେବେଳେ ବୋମା କି ମିଶାଇଲ ପାକିସ୍ତାନ ଛାଡୁଥିଲା ଭାରତ ଉପରକୁ । ସୀମା ଆରପଟୁ ଜମ୍ମୁ କଶ୍ମୀର ଅଞ୍ଚଳବାସୀଙ୍କ ଉପରକୁ ଗୁଳି ଚଳାଉଥିଲା । ଆଉ ଭାରତ ପକ୍ଷରୁ ଦିଆଯାଉଥିଲା ତାର କଡ଼ା ଜବାବ । ଏହି ଉତ୍ତେଜନା ଭିତରେ ଯୁଦ୍ଧ ଲମ୍ବା ଚାଲିବ ବୋଲି ଆଶଙ୍କା କରାଯାଉଥିଲେ ।!-->…
ଭାରତ ଆମ ଉପରେ ଆକ୍ରମଣ କରିନି: ତାଲିବାନ
କାବୁଲ : ନିଜର ମିଛ କହିବା ଅଭ୍ୟାସ ଛାଡ଼ିପାରିନାହିଁ ପାକିସ୍ତାନ । ଆଫଗାନିସ୍ତାନକୁ ନେଇ ପାକିସ୍ତାନ କହିଥିବା ମିଛର ପର୍ଦ୍ଦାଫାସ କରିଛି ଖୋଦ ତାଲିବାନ । ପାକିସ୍ତାନ ସେନା ନିଜର ସମ୍ବାଦିକ ସମ୍ମିଳନୀରେ କହିଥିଲା ଯେ ଭାରତ ଆଫଗାନିସ୍ତାନ ଉପରେ ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିଛି ।!-->…
ଅପରେସନ ସିନ୍ଦୁର, ମିଜାଇଲ ମାଡରେ ନିହତ ୫ ଆତଙ୍କୀଙ୍କ ସୂଚନା ଦେଲେ ଭାରତୀୟ ସେନା
ଇସଲାମାବାଦ : ପହଲଗାମ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ମେ ୭ ତାରିଖ ବୁଧବାର ସକାଳେ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା । ଏହା ଏକ ଯୋଜନାବଦ୍ଧ ସାମରିକ କାର୍ଯ୍ୟାନୁଷ୍ଠାନ ଥିଲା ଯେଉଁଥିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀରରେ ଆତଙ୍କବାଦୀ ଶିବିର ପରିଚାଳନା କରୁଥିବା!-->…
ପାକିସ୍ତାନ ହାଲତ ଖରାପ : ମିସାଇଲକୁ ଅକାମି କଲା ଭାରତୀୟ ବିମାନ S-400
ହରିୟାଣାର ସିରସା ଉପରେ ପାକିସ୍ତାନୀ କ୍ଷେପଣାସ୍ତ୍ର ଫତାହ-୧କୁ ବିଫଳ କରିଦେଇଛି ଇଣ୍ଡିଆନ ଏୟାର ଡିଫେନ୍ସ ସିଷ୍ଟମ S-400 । ଆକାଶ ଏୟାର ଡିଫେନ୍ସ 45 କିଲୋମିଟର ପଥୀବୀ ପୃଷ୍ଠରୁ ଯାଉଥିବା କ୍ଷେପଣାସ୍ତ୍ର । ଆଜି ହରିୟାଣାରେ ଥିବା ସିରସା ଉପରେ ପାକିସ୍ତାନୀ ମିଜାଇଲ!-->…
ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର!-->!-->!-->…
ସାଧାରଣ ନାଗରିକ ଓ ଡାକ୍ତରଖାନାକୁ ଟାର୍ଗେଟ କରୁଛି ପାକିସ୍ତାନ: ବିଦେଶ ମନ୍ତ୍ରଣାଳୟ
ଭାରତର ଆକ୍ରମଣରେ ପାକିସ୍ତାନ ବହୁ କ୍ଷତି ଘଟିଛି। ହେଲେ ପାକିସ୍ତାନ ସାମାଜିକ ଗଣମାଧ୍ୟମ ଓ ନିଜର ଗଣମାଧ୍ୟମ ଜରିଆରେ ଅନ୍ତର୍ଜାତୀୟ ସ୍ତରରେ ଭାରତ ବିରୋଧରେ ବହୁ ମିଥ୍ୟା ଖବର ଏବଂ ଗୁଜବ ପ୍ରସାରଣ କରୁଛି ବୋଲି ଭାରତୀୟ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ଶନିବାର କୁହାଯାଇଛି।
ଅପରେସନ!-->!-->!-->…
ଚାରି ଧାମ ଯାତ୍ରା ହେଲିକପ୍ଟର ସେବା ବନ୍ଦ
ଡେରାଡୁନ: ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣ (ୟୁସିଏଡିଏ) ଉତ୍ତରାଖଣ୍ଡରେ ଚାରି ଧାମ ଯାତ୍ରା ହେଲିକପ୍ଟର ସେବାକୁ ତୁରନ୍ତ ସ୍ଥଗିତ ରଖିଛି। ରିପୋର୍ଟ ଅନୁଯାୟୀ, ହେଲିକପ୍ଟର ସେବା କେବଳ ଚାରିଧାମ ଯାତ୍ରା ସ୍ଥାନରୁ ତୀର୍ଥଯାତ୍ରୀମାନଙ୍କୁ ସ୍ଥାନାନ୍ତର କରିବା ପାଇଁ!-->…
ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର
ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି।
ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ!-->!-->!-->…
ସାରା ଓଡ଼ିଶାରେ ହାଇଆର୍ଲଟ: ପରିସ୍ଥିତି ଅନୁସାରେ ନିଆଯିବ ପଦକ୍ଷେପ
ଭୁବନେଶ୍ବର: ସାରା ଓଡ଼ିଶାକୁ ହାଇଆର୍ଲଟରେ ରଖାଯାଇଛି। ପରିସ୍ଥିତି ଅନୁସାରେ ନିଆଯିବ ଆକ୍ସନ। ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବୈଠକ ପରେ ଏଭଳି ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର।ସେ କହିଛନ୍ତି, ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବଡ଼ ଧରଣର!-->…
୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ, ଆହୁରି ୫ ଡିଗ୍ରୀ ବଢିବ ତାପମାତ୍ରା
ଭୁବନେଶ୍ୱର: ମେ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି।
ମେ ୧୦ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ!-->!-->!-->…