ସ୍ତ୍ରୀଙ୍କ ସହ ଭାରତ ଆସିବେ ଜେଡି ଭାନ୍ସ, ଶ୍ୱଶୁର ଘରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୩: ନୂତନ ଆମେରିକୀୟ ପ୍ରଶାସନର ଦୁଇଜଣ ଶୀର୍ଷ ଅଧିକାରୀ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆମେରିକାର ଜାତୀୟ ଗୁଇନ୍ଦା ନିର୍ଦ୍ଦେଶକ ତୁଳସୀ ଗବାର୍ଡ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ। ତାଙ୍କ ବ୍ୟତୀତ, ଆମେରିକାରେ ଟ୍ରମ୍ପଙ୍କ ବିଶ୍ୱସ୍ତ ଅର୍ଥାତ

ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୨।୩: ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୧ ଏବଂ ଓଡ଼ିଶା ବିକାଶ କର୍ତ୍ତୃପକ୍ଷ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୦ରେ

ଗିରଫ ହୋଇପାରନ୍ତି ରାଜା ଚକ୍ର

ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ। ସହଯୋଗୀଙ୍କ ସହ ରାଜାଙ୍କ ଆଗୁଆ ଜାମିନ ଆବେଦନ

ଶ୍ରୀରଘୁନାଥ ଜୀଉ ମନ୍ଦିର ମୁଖଶାଳା ସୌନ୍ଦର୍ଯ୍ୟକରଣ ପାଇଁ ଦାବି

ନୟାଗଡ଼ : ନୟାଗଡ଼ ଜିଲ୍ଲାର ଓଡ଼ଗାଁ ରେ ବିରାଜିତ ସ୍ଵର୍ଣ୍ଣ କଳସ କ୍ଷେତ୍ର ରୂପେ ପରିଚିତ ଶ୍ରୀ ରଘୁନାଥ ଜୀଉ ଙ୍କ ମନ୍ଦିର ର ସୌନ୍ଦର୍ଯ୍ୟକରଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ମନ୍ଦିର କୁ ପ୍ରବେଶର ମୁଖ୍ୟ ଫାଟକ କୁ ଦେଖିଲେ ପର୍ଯ୍ୟଟକ ମାନେ ନିରୁତ୍ସାହିତ ମନେ କରୁଛନ୍ତି । ଅଣ ଓସାରିଆ

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତ ପୁନିନାଟ ଗ୍ରାମ ନିବାସୀ ଲିଲୁ ଦିଗାଲ (୩୦) ବାଇକ ଦୁର୍ଘଟଣାରେ ବୁଧବାର ସକାଳେ ମୃତ୍ୟୁ ବରଣ କରିଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ପୁନିନାଟ ନିକଟରେ ରାସ୍ତା କାମ ଚାଲିଥିବାବେଳେ କୌଣସି ସଚେତନତା

ବାଲିଗୁଡା ଉପଖଣ୍ଡ ନିମନ୍ତେ ନୂତନ ନୋଟରୀ ନିଯୁକ୍ତ

ବାଲିଗୁଡା : ଓଡିଶାର ସର୍ବ ବୃହତ୍ତମ ଉପଖଣ୍ଡ ନିମନ୍ତେ ବାଲିଗୁଡା ଠାରେ ଭାରତ ସରକାରଙ୍କ ନ୍ୟାୟ ଓ ବିଧି ମନ୍ତ୍ରଣାଳୟ ପକ୍ଷରୁ ଉପଖଣ୍ଡ ନିମନ୍ତେ ଆଇନଜୀବୀ କ୍ଷମା ସାଗର ପ୍ରଧାନଙ୍କୁ ନୂତନ ନୋଟାରୀ ପବ୍ଲିକ ଭାବେ ମନୋନୀତ କରିଛନ୍ତି। ବାଲିଗୁଡା ଉପଖଣ୍ଡର ବାଲିଗୁଡା ,କୋଟଗଡ ,ତୁମୁଡିବନ୍ଧ

ପୂର୍ବ ଶତ୍ରୁତା ନେଇଁ ଗୋଦାମ ଘରରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପାଉଁଶ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅନ୍ତର୍ଗତ ଖେଳ ପଡିଆ ପଛପଟେ ଥିବା ପରବିନ ସାହୁଙ୍କ ଗୋଦାମରେ ଲାଗିଲା ନିଆଁ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଥିବା ଥାନାରେ ଅଭିଯୋଗ | ଗତ ରବିବାର ଦିନ ସମୟ ପ୍ରାୟ ୮ଟା ରେ ପରବିନ ସାହୁ ଗୋଦାମର କାର୍ଯ୍ୟ ସାରି ଗେଟରେ ତାଲା

ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ

ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା।

ବିଶ୍ବର ସବୁଠୁ ପ୍ରଦୂଷିତ ଦେଶ ମଧ୍ୟରେ ପଞ୍ଚମ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଦୁନିଆର ସବୁଠୁ ଅଧିକ ୨୦ଟି ପ୍ରଦୂଷିତ ସହର ମଧ୍ୟରେ ଭାରତ ୧୩ଟି ସହର ସ୍ଥାନ ପାଇଛି । ତେବେ ବିଶେଷଜ୍ଞଙ୍କ ମତରେ ଏଣିକି ଭାରତକୁ ୫ଟି ଦିଗ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ବାୟୁକୁ ନିର୍ମଳ ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା , ପବ୍ଲିକ ଟ୍ରାନପୋର୍ଟ ବଢ଼ାନ୍ତୁ,ନିର୍ମାଣ କାମରେ

ମୋବାଇଲ ନେବେ ହେଲେ ଭିଡିଓଗ୍ରାଫି ମନା

ଭୁବନେଶ୍ୱର: ଶେଷରେ ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ