ଅପରେସନ୍ ସିନ୍ଦୂର: ହାଇଆଲର୍ଟରେ ଓଡିଶା ପୋଲିସ, ରେଳ ଷ୍ଟେସନ ଓ ପ୍ଲାଟଫର୍ମରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ଭାରତ ସରକାରଙ୍କ ପକ୍ଷରୁ ଚାଲିଛି ଅପରେସନ୍ ସିନ୍ଦୂର ଓ ଜାରି ହୋଇଛି ହାଇ ଆଲର୍ଟ । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ଦିନରାତି ଚାଲିଛି ପାଟ୍ରୋଲିଂ । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ସାମ୍ନା

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ ଭାବରେ ବିବେଚନା

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ 'ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍' ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ ହୁଏ, ବୋଲି ଶନିବାର

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ଦିଲ୍ଲୀ ଏମ୍ସରେ ଛୁଟି ବାତିଲ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ନିଆଗଲା ବଡ଼ ନିଷ୍ପତ୍ତି । ଛୁଟି ବାତିଲ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ତେବେ ବାତିଲ ହେଲା ଦିଲ୍ଲୀ ଏମ୍ସର ସମସ୍ତ ଅଧିକାରୀଙ୍କ

ନୟାଗଡ଼ରେ ଶୀତଳ ଭଣ୍ଡାର ସାତ ସପନ…

ନୟାଗଡ଼ : ନୟାଗଡ଼ରେ ଶୀତଳ ଭଣ୍ଡାର ହେବ କେବେ ? ନୟାଗଡ଼ ଜିଲ୍ଲାରେ ଅନେକ ବର୍ଷ ହେବ ସରକାରୀ ସ୍ତରରେ ଶୀତଳ ଭଣ୍ଡାରଟିଏ ହୋଇପାରିନାହିଁ ।ଉଦ୍ୟାନ ବିଭାଗର ଏହି ଦାୟିତ୍ବ ହେଲେ ବିଭାଗ ଏଥି ପ୍ରତି ଦୃଷ୍ଟି ନବେବାରୁ ଚାଷୀମାନେ ନାନା ଅସୁବିଧା ସହିତ ଭୋଗିବା ସହିତ ନିଜର କଷ୍ଟ ଉପାର୍ଜିତ ସାଧନ

ଡକାୟତି ମାମଲାରେ ୮ଜଣଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ୨୦୨୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ମନୋଜ ଦଣ୍ଡିଆ ଙ୍କ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଏହି ଘଟଣାର ଶୁଣାଣୀ ଶୁକ୍ରବାର ମାନ୍ୟବର ସହକାରୀ ଦୌରାଜଜ ଙ୍କ ଅଦାଲତରେ ରାୟ

ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରାର ନଗର ଭ୍ରମଣ ଆରମ୍ଭ: ଚତୁର୍ଥ ଦିନରେ ପଣସପଡିର ମେଦ୍ରି ସାହି ପରିଭ୍ରମଣ

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଉଠିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ଚତୁର୍ଥ

କଳାହାଣ୍ଡି ଜିଲ୍ଲାର ୩୦ ପଞ୍ଚାୟତରେ ହାଇସ୍କୁଲ ନାହିଁ: ଗରିବ ମେଧାବୀ ପିଲା ପାଠପଢ଼ାରୁ ବଞ୍ଚିତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ୩୦ଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ଫଳରେ ଏହି ସବୁ ପଞ୍ଚାୟତର ଛାତ୍ରଛାତ୍ରୀ ଅନ୍ୟ ପଞ୍ଚାୟତକୁ ପାଠ ପଢ଼ିବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ବହୁ ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେଉଥିବା ଲକ୍ଷ୍ୟ କରାଯାଇଛି। ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା

ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା

ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍‌କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର ଭୋର୍‌ ସମୟରେ ଗୋଡ଼ିସାହି ମୁଣ୍ଡଳି