ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍

ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ପୂରା ଦମ୍ ଲଗାଇଛି। ମଣ୍ଡିରୁ ମିଲ୍କୁ ପରିବହନ ପାଇଁ ଭିଟିଏସ୍ ( ଭେଇକେଲ ଟ୍ରାକିଂ ସିଷ୍ଟମ୍ ) ଲାଗୁ…

ହିଞ୍ଜିଳି :୪ ଶିଶୁ ଶ୍ରମିକ ଉଦ୍ଧାର…

ହିଞ୍ଜିଳିକାଟୁ, ୧୯/୬ () : ପ୍ରତିବର୍ଷ ଜୁନ ୧୨ ତାରିଖକୁ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଭାବେ ପାଳନ କରାଯାଉଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଅଞ୍ଚଳରେ ଶିଶୁ ଶ୍ରମିକଙ୍କ ସଂଖ୍ୟା ଉଦ୍‌ବେଗ ଜନକ ଭାବେ ଦିନକୁ ଦିନ ବୃଦ୍ଧି ପାଉଥିଲେ ମଧ୍ୟ ଏହାକୁ ନିୟନ୍ତ୍ରଣ ଦିଗରେ…

ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର…

“ୱାନ ଷ୍ଟପ ସେଣ୍ଟର “ସଖି କାର୍ଯ୍ୟକ୍ରମ ର ଟାସ୍କ ଫୋର୍ସ କମିଟି ବୈଠକ…

ନବରଙ୍ଗପୁର ତା ୧୯-୦୬-୨୦୨୫: ଆଜି ସ୍ଥାନୀୟ ମିଶନଶକ୍ତି ସଭାଗୃହ ଠାରେ ସଖି ୱାନ୍ ଷ୍ଟପ୍ ସେଣ୍ଟର ର ଜିଲ୍ଲା ଟାସ୍କ ଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ବର୍ମନ୍ ଜିଲ୍ଲା ସମାଜ କଲ୍ୟାଣ ଅଧିକାରି ଦୌପଦୀ କହଁର , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରି…

ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ…

ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ ଭିଡ଼ିଓ କଲରେ ଦେଖାଇବା ପରେ ଯୁବକଙ୍କୁ ଛାଡ଼ିଲେ ଥାନା ଅଧିକାରୀ।ସୂଚନା…

ପିତଳ ସରପଞ୍ଚ ଓ ବିଜେପି ମଣ୍ଡଳ ସଭାପତି ଉପରେ ମରଣାତ୍ମକ ଆକ୍ରମଣ…

ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଉତ୍ୟକ୍ତ ଲୋକଙ୍କ ଥାନା ଘେରାଉ। ହିଞ୍ଜିଳିକାଟୁ, ୧୯।୬( ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପିତଳ ଗ୍ରାମ ପଞ୍ଚାୟତ ସରପଞ୍ଚ ରାମ ରାଘବ ପାତ୍ର ଓ ପିତଳ ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କ ଉପରେ ଗୁରୁବାର ସଂଧ୍ୟାରେ ୧୦ ରୁ ଉର୍ଦ୍ଧ୍ବ ବ୍ୟକ୍ତି…

ବିଭିନ୍ନ ଦାବି ନେଇ ଆଜି ୧୪ଟି ବିଭିନ୍ନ ଜାତି ବା ଜନଜାତିର ଶିରା ପୂଜାରୀ ୱାଡେ ପକ୍ଷରୁ ଦାବିପତ୍ର ପ୍ରଦାନ…

ମାଲକାନଗିରି, ୧୯।୬ ମାଲକାନଗିରି ଜିଲ୍ଲାରେ ଥିବା ଶିରା, ୱାଡେ, ପୂଜାରୀ ମାନଙ୍କର ବିଭିନ୍ନ ଦାବି ନେଇ ଆଜି ୧୪ଟି ବିଭିନ୍ନ ଜାତି ବା ଜନଜାତିର ଶିରା ପୂଜାରୀ ୱାଡେ ଏକ ବିଶାଳ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ପହଞ୍ଚି ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। କାହିଁ କେଉଁ କାଳରୁ…

ବ୍ରହ୍ମପୁର ଷ୍ଟାଡିୟମ ଠାରେ ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ…

ବ୍ରହପୁର 19/6ମାନ୍ୟବର ପ୍ରଧାନମନ୍ତ୍ରୀ ଙ୍କ ପରାମର୍ଶ କ୍ରମେ ଯୋଗ କୁ ବିଶ୍ଵବ୍ୟାପୀ କରାଯାଉଛି l ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଜୁନ 21 ରେ ସାରା ଭାରତ ରେ ଏକ ଲକ୍ଷ ରୁ ଉର୍ଦ୍ଧ ଯାଗାରେ ଅନ୍ତର୍ଜାତିୟ ଯୋଗ ଦିବସ ଅବସରରେ ଯୋଗ ଉତ୍ସବ ମହା ସମାରୋହରେ ପାଳନ କରାଯାଉଥିବା ବେଳେ…

ପଞ୍ଚାୟତ ସ୍ତରୀୟ ସାମାଜିକ ସମୀକ୍ଷା ବୈଠକ

ବାଲିଗୁଡା, ତା, ୧୯/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ କୁଟିକିଆ ଗ୍ରାମ ପଞ୍ଚାୟତ ରେ ସାମାଜିକ ସମୀକ୍ଷା ବୈଠକ (ଗ୍ରାମ ସଭା) ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ପିଇଓ ସୁଜିତ କୁମାର ସାହୁ , ଏଡିଓ ଅଶ୍ବିନୀ ପାତ୍ର , ସରପଞ୍ଚ ପୂର୍ଣ୍ଣିମା ମଳିକ, ନାଏବ ସରପଞ୍ଚ ମହେନ୍ଦ୍ର ମଳିକ,…

ନବରଙ୍ଗପୁର ଜିଲ୍ଲାରେ ଶିଶୁ ସୁରକ୍ଷା ଓ ଅଧିକାର “ଶିଶୁଙ୍କ ପାଇଁ ଦିନଟିଏ” ବୈଠକ ଅନୁଷ୍ଠିତ…

ନବରଙ୍ଗପୁର ତା ୧୯.୬.୨୦୨୫:ଜିଲ୍ଲା ପ୍ରଶାସନ, ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ଙ୍କ ମିଳିତ ଉଦ୍ୟମରେ ଏକ ଦିନିକିଆ ବୈଠକ “ଶିଶୁ ପାଇଁ ଦିନଟିଏ "ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଶିଶୁ ସୁରକ୍ଷା, ଶିଶୁ ଙ୍କୁ ପୁନଃ ସ୍ଥାପନ ଏବଂ…