ଲାହୋର ଛାଡ଼ିବାକୁ ଆମେରିକା ନାଗରିକଙ୍କୁ ନିର୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧସ୍ଵରୂପ ଭାରତର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ ହୋଇଛି। ପାକିସ୍ତାନ ପ୍ରତିଆକ୍ରମଣ କରିବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି। ୨ୟ ଦିନରେ ଭାରତ ପାକିସ୍ତାନର ରାଓ୍ବଲପିଣ୍ଡି ଓ ଲାହୋର ସମେତ ଅନ୍ୟ

ପାକିସ୍ତାନ ଟାର୍ଗେଟ୍‌ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ

ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍‌ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି। ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା,

ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା ବୋଲି ସୂତ୍ରରୁ

ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ ସଚେତନ କରିବା

ଭାରତର ଆକ୍ରମଣରେ ଜୈସ ମୁଖ୍ୟ ରୌଫ ଆଝାର ମୃତ

ନୂଆଦିଲ୍ଲୀ : ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରତିଷ୍ଠାତା ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ ଜଣ ସଦସ୍ୟ ମୃତ୍ୟୁବରଣ କରିଛନ୍ତି।

ମାଙ୍କଡ଼ା ପଥର ଖଣିରେ ଚଢାଉ ଟ୍ରକ ଜବତ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଥାନା ଅନ୍ତର୍ଗତ କୋମଣ୍ଡ ମାଙ୍କଡ଼ା ପଥର ଖଣିରେ ନୟାଗଡ଼ ଖଣି ଅଧିକାରୀ ଈଶ୍ୱର ଚନ୍ଦ୍ର ପ୍ରଧାନ ଙ୍କ ନେତୃତ୍ୱରେ ଚଢାଉ କରାଯାଇ ମାଙ୍କଡ଼ା ଖଣିରୁ ଗୋଟିଏ ଟ୍ରକ ଓଆର ୦୯ଇ ୧୭୬୬ ନମ୍ୱର୍ କୁ ଜବତ କରାଯାଇଛି। ଘଟଣାସ୍ଥଳରୁ ଗୋଟିଏ ଜେସିବି ସହିତ ଗୋଟିଏ

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ

୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ

ଭୁବନେଶ୍ୱର :କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ

ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ

ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ ଓ ପରାକ୍ରମର ଗାଥା

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା