Sign in
Sign in
Recover your password.
A password will be e-mailed to you.
ଗଞ୍ଜାମ ଜିଲ୍ଲା ରେ ଡ଼ନ ହେବାକୁ ଜାଲ ବିଛାଇଲାଣି ନୂଆ ଗ୍ୟାଙ୍ଗ ଷ୍ଟାର ଆଲୋକ…..!
ମଦ.. ବାଲି.. ଖଣି ମାଫିଆ ଙ୍କ ମଧ୍ୟରେ କକୁଆ ଭୟ...!!
ଗଞ୍ଜାମ ଜିଲ୍ଲାରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ : ଅନବିଜ୍ଞ ଓ ଅପାଠୁଆ ଙ୍କ ଦ୍ୱାରା ଔଷଧ ବିକ୍ରି…..!
ନିଘୋଡ଼ ନିଦ ରେ ଜିଲ୍ଲା ଔଷଧ ଅଧିକାରୀ ଓ ଜିଲ୍ଲା ପ୍ରଶାସନ..!
ରୋଗୀଙ୍କ ଜୀବନ ସହ ଖେଳୁ ଛନ୍ତି ଅନବିଜ୍ଞ ଔଷଧ ଦୋକାନୀ କର୍ମଚାରୀ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଡ୍ରଗ୍ସସ ବିଭାଗ ଏବେ କୋମାରେ। ଜିଲ୍ଲାର କୋଣ ଅନୁକୋଣ ରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ ଖୋଲାଯାଇଛି। ପ୍ରତିଯୋଗିତା!-->!-->!-->!-->!-->…
ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଚାଳନା କମିଟି: ବିଜେଡି ବିଜେପି ବଳ କଷାକଷି
ନୟାଗଡ଼: ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ କୁ ନେଇ ଏବେ ବିଜେଡି ବିଜେପି ବଳ କଷାକଷି ଚାଲିଛି । ଉକ୍ତ ବ୍ୟାଙ୍କ ପରିଚାଳନା କମିଟି ଓ ସମ୍ପାଦକ ଙ୍କ ଶକ୍ତିକୁ ନେଇ ବିଜେଡି ବିଜେପି ମଧ୍ୟରେ ଛକାପଞ୍ଝା ଲାଗିରହିଛି । ବିଜେପି ଗତ ଏକ ବର୍ଷରୁ କମ ସମୟ ହେଲା କ୍ଷମତା କୁ ଆସିବା ପରେ!-->…
ମୋରମ ଲୁଟ କରୁଥିବା ମାଫିଆମାନଙ୍କ ଧରାକୋଟ ଥାନା ଇଲାକାରେ ଆତଙ୍କ ରାଜ…!
ଭିଡିଓ ଉତ୍ତୋଳନ ବେଳେ ସାମ୍ବାଦିକଙ୍କୁ ମାଉଜର ଲଗାଇ ଆକ୍ରମଣ ଅଭିଯୋଗ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଲଘୁଖଣିଜ ଲୁଟ କରୁଥିବା ମାଫିଆ ମାନଙ୍କ ଆତଙ୍କ ରାଜ ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହାର ଏକ ନଗ୍ନ ନମୁନା ଆଜି ଧରାକୋଟ ଥାନା ନିକଟରେ ଥିବା ତାଳ ପାଟଣା ଟାଟା ରିଲିଫ ସାହି ପାଖରେ!-->!-->!-->…
ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ
ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି।ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍ ଗସ୍ତ କାର୍ଯ୍ୟକ୍ରମ ରହିଥିଲା।ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ!-->…
ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି…
ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ,!-->…
ଯୁବକଙ୍କ ମୃତଦେହ ଉଦ୍ଧାର
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସାରୁ ଗ୍ରାମର ଏକ ଘର ଭିତରୁ ବୁଧବାର ହିଞ୍ଜିଳି ପୁଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ସାରୁ ଗ୍ରାମର ବୁଲୁ ସେଠି (୪୫) । ପ୍ରକାଶ ଯେ, ବୁଲୁ ପ୍ରତିଦିନ ପରି ମଙ୍ଗଳବାର ରାତିରେ ଘରେ ରାତ୍ର ଭୋଜନ ସାରି ଘର!-->…
ଦୂର୍ଘଟଣାରେ ଆହତ ମହିଳାଙ୍କ ମୃତ୍ୟୁ
ହିଞ୍ଜିଳିକାଟୁ : ମଙ୍ଗଳବାର ରାତ୍ର ପ୍ରାୟ ସାଢେ ୮ ଘଣ୍ଟା ସମୟରେ ହିଞ୍ଜିଳି ଥାନା ଅଞ୍ଚଳରେ ଦୂର୍ଘଟଣା ଘଟି ବାଇକ୍ ଚାଳକ ଓ ଜଣେ ମହିଳା ଗୁରୁତର ଆହତ ହୋଇଥିଲେ। ଆହତ ମାନେ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ବଇଞ୍ଚଵଣିଆ ଅଞ୍ଚଳର ଲକ୍ଷ୍ମୀ ଦେବୀ ବିଷୋୟୀ (୬୨), ଆସିକା ଥାନା ପାକିଡି ଗ୍ରାମର!-->…
ବେଲଘର ସୁସମାଚାର ମହୋତ୍ସବକୁ ନେଇ ଅସନ୍ତୋଷ : ଯୀଶୁ ଖ୍ରୀଷ୍ଟଙ୍କ ଧର୍ମବାଣୀ ସଭାକୁ ନେଇ ଚାପା ଉତ୍ତେଜନା, କଡା…
ଏସପି,ଏସଡିପିଓ , ଦୁଇ ଡିଏସପି , ଦୁଇ ଆଇଆଇସି ସମେତ ୨ ପ୍ଲାଟୁନ ଫୋର୍ସ ମୃତୟନବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟସ୍ଥ ଝାଲିପଡା ଠାରେ ଦୁଇ ଦିନିଆ ଯୀଶୁ ଖ୍ରୀଷ୍ଟଙ୍କ ଧର୍ମବାଣୀ ସଭାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା!-->…