Sign in
Sign in
Recover your password.
A password will be e-mailed to you.
ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ନକ୍ସଲ!-->…
ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତୀକରଣ ପାଇଁ ଏକ!-->…
ନକ୍ସଲ ଅପରେସନ୍ ଜାରି: ମାଓବାଦୀ ଲୁଚିବା ପାଇଁ ଜଙ୍ଗଲରେ ନାହିଁ ସ୍ଥାନ!
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ଏବଂ ଛତିଶଗଡ଼ର ବିଜାପୁରକୁ ଲାଗି ରହିଥିବା କାରଗେଟ୍ଟା ଜଂଗଲରେ ଗତ ୧୬ ଦିନ ଧରି ଯବାନ ଲଗାତାର ଅପରେସନ ଜାରି ରଖିଛନ୍ତି। ଆଜିକୁ ୧୬ ଦିନ ବିତିଥିବା ବେଳେ ଗତକାଲି ରାତିରୁ ଜଂଗଲରେ ନକ୍ସଲଙ୍କ ସହ ଗୁଳିବିନିମୟ ଜାରି ରହିଛି। ଆଜି ଦିନ ତମାମ ରହି ରହି!-->…
ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
ପୁରୀ : ପଶ୍ଚିମବଙ୍ଗ ଦୀଘା ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ତେଜିବାରେ ଲାଗିଛି। ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ଉଲ୍ଲେଖ କରିବା ନେଇ କେବଳ ଓଡ଼ିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ଆରମ୍ଭ ହୋଇଥିବା ବିତର୍କ ଥମିନାହିଁ। ପୁରୀ ଜଗନ୍ନାଥ ଧାମକୁ ଇଜ୍ଜତ କରୁଛି ବୋଲି ଗତକାଲି ବୟାନ ଦେଇଥିବା!-->…
ମେ’ ୧୨ ସୁଦ୍ଧା ସିବିଏସ୍ଇ ଫଳ !
ଭୁବନେଶ୍ବର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ)ଦ୍ବାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ମେ’ ୧୨ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିିଛି। ଦଶମରେ ପ୍ରାୟ ୨୪.୧୨ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିବାବେଳେ ଦ୍ବାଦଶରେ!-->…
‘ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଉଦ୍ୟମ କରୁଛନ୍ତି’
ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ!-->…
ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍
ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍ ଡ୍ରିଲ୍। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ!-->…
ପାକିସ୍ତାନରେ କୌଣସି ଆତଙ୍କବାଦୀ ଶିବିର ନାହିଁ, ଆମେ ଆତଙ୍କବାଦୀଙ୍କ ବିରୋଧୀ: ପାକ୍ ମନ୍ତ୍ରୀ
ନୂଆଦିଲ୍ଲୀ: ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଏୟାରଷ୍ଟ୍ରାଇକ୍ କରିଛି। ପହଲଗାମରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେବା ପାଇଁ 'ଅପରେସନ୍ ସିନ୍ଦୂର' ଅଧୀନରେ ଏୟାରଷ୍ଟ୍ରାଇକ୍ କରିଛି ଭାରତ। ଏହା ପରେ ପାକିସ୍ତାନରେ ଆତଙ୍କ!-->…
ଭାରତର ଆକ୍ରମଣରେ ଥରହର ପାକିସ୍ତାନ: ବଡ଼ ଧମକ ଦେଲେ ଶେହବାଜ ସରିଫ, ଡାକିଲେ ଜରୁରୀ ବୈଠକ
ଇସଲାମାବାଦ: ଭାରତୀୟ ବାୟୁସେନା ଗତକାଲି ବିଳମ୍ବିତ ରାତିରେ ‘ଅପରେସନ ସିନ୍ଦୂର’ ଅଧୀନରେ ପାକ୍ ଅଧିକୃତ କାଶ୍ମୀର ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଏୟାର ଷ୍ଟ୍ରାଇକ୍ କରିଛି। ମୁଜାଫରାବାଦ, କୋଟଲି, ଗୁଲପୁର, ବିମ୍ବର, ସିଆଲକୋଟ, ଚକ୍ ଅମ୍ରୁ, ମୁରିଦକେ ଏବଂ ବହାବଲପୁରରେ ଆତଙ୍କବାଦୀ ଲୁଚି ରହିଥିବା!-->…
ଆମେ ଜବାବ ଦେବୁ, କିନ୍ତୁ ସମୟ, ସ୍ଥାନ ଓ ଉପାୟ ଆମର ହେବ: ପାକ୍ ସେନା ମୁଖପାତ୍ର
ନୂଆଦିଲ୍ଲୀ: ଭାରତୀୟ ସେନା ପାକିସ୍ତାନ ଓ ପାକ୍ ଅଧିକୃତ କାଶ୍ମୀରରେ ୯ଟି ଟାର୍ଗେଟ ଆକ୍ରମଣ କରି ପହଲଗାଓଁ ଆତଙ୍କୀ ହମ୍ଲାର ପ୍ରତିଶୋଧ ନେଇଛି। ଭାରତୀୟ ସେନା ଦ୍ବାରା ଅଧ ରାତିରେ କରାଯାଇଥିବା ଏୟାରଷ୍ଟ୍ରାଇକ୍ରେ ଜୈଶ-ଏ-ମହମ୍ମଦ ଓ ଲସ୍କର-ଏ-ତୈବାର ଏକାଧିକ ଠିକଣା ଓ ମୁଖ୍ୟାଳୟ ଧ୍ବଂସ!-->…