Sign in
Sign in
Recover your password.
A password will be e-mailed to you.
ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ
ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା। ସେମାନଙ୍କ!-->…
ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ…
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ!-->…
ପାକ୍ ଗୋଳାମାଡ଼ରେ ୪ ଶିଶୁଙ୍କ ସମେତ ୧୫ ଭାରତୀୟଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ପିଓକେରେ ‘ଅପରେସନ୍ ସିନ୍ଦୂର’ ସଫଳ ହେବାର କିଛି ସମୟ ପରେ ପାକିସ୍ତାନ ଏଲ୍ଓସି ଏବଂ ଅନ୍ତର୍ଜାତୀୟ ସୀମା ନିକଟରେ ଭାରତୀୟ ଅଞ୍ଚଳକୁ ଟାର୍ଗେଟ୍ କରି ପ୍ରବଳ ଗୁଳିଗୋଳା ମାଡ଼ ଜାରି ରଖିଛି। ପାକିସ୍ତାନର ଗୁଳିଗୋଳା ମାଡ଼ରେ ପୁଞ୍ଚ ଏବଂ ତଙ୍ଗଧର ଅଞ୍ଚଳରେ ୪ ଶିଶୁଙ୍କ ସମେତ ୧୫!-->…
ଗଞ୍ଜାମ ଜିଲ୍ଲା ରେ ଡ଼ନ ହେବାକୁ ଜାଲ ବିଛାଇଲାଣି ନୂଆ ଗ୍ୟାଙ୍ଗ ଷ୍ଟାର ଆଲୋକ…..!
ମଦ.. ବାଲି.. ଖଣି ମାଫିଆ ଙ୍କ ମଧ୍ୟରେ କକୁଆ ଭୟ...!!
ଗଞ୍ଜାମ ଜିଲ୍ଲାରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ : ଅନବିଜ୍ଞ ଓ ଅପାଠୁଆ ଙ୍କ ଦ୍ୱାରା ଔଷଧ ବିକ୍ରି…..!
ନିଘୋଡ଼ ନିଦ ରେ ଜିଲ୍ଲା ଔଷଧ ଅଧିକାରୀ ଓ ଜିଲ୍ଲା ପ୍ରଶାସନ..!
ରୋଗୀଙ୍କ ଜୀବନ ସହ ଖେଳୁ ଛନ୍ତି ଅନବିଜ୍ଞ ଔଷଧ ଦୋକାନୀ କର୍ମଚାରୀ ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଡ୍ରଗ୍ସସ ବିଭାଗ ଏବେ କୋମାରେ। ଜିଲ୍ଲାର କୋଣ ଅନୁକୋଣ ରେ ଛତୁ ଫୁଟିଲା ଭଳି ଔଷଧ ଦୋକାନ ଖୋଲାଯାଇଛି। ପ୍ରତିଯୋଗିତା!-->!-->!-->!-->!-->…
ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଚାଳନା କମିଟି: ବିଜେଡି ବିଜେପି ବଳ କଷାକଷି
ନୟାଗଡ଼: ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ କୁ ନେଇ ଏବେ ବିଜେଡି ବିଜେପି ବଳ କଷାକଷି ଚାଲିଛି । ଉକ୍ତ ବ୍ୟାଙ୍କ ପରିଚାଳନା କମିଟି ଓ ସମ୍ପାଦକ ଙ୍କ ଶକ୍ତିକୁ ନେଇ ବିଜେଡି ବିଜେପି ମଧ୍ୟରେ ଛକାପଞ୍ଝା ଲାଗିରହିଛି । ବିଜେପି ଗତ ଏକ ବର୍ଷରୁ କମ ସମୟ ହେଲା କ୍ଷମତା କୁ ଆସିବା ପରେ!-->…
ମୋରମ ଲୁଟ କରୁଥିବା ମାଫିଆମାନଙ୍କ ଧରାକୋଟ ଥାନା ଇଲାକାରେ ଆତଙ୍କ ରାଜ…!
ଭିଡିଓ ଉତ୍ତୋଳନ ବେଳେ ସାମ୍ବାଦିକଙ୍କୁ ମାଉଜର ଲଗାଇ ଆକ୍ରମଣ ଅଭିଯୋଗ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଲଘୁଖଣିଜ ଲୁଟ କରୁଥିବା ମାଫିଆ ମାନଙ୍କ ଆତଙ୍କ ରାଜ ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହାର ଏକ ନଗ୍ନ ନମୁନା ଆଜି ଧରାକୋଟ ଥାନା ନିକଟରେ ଥିବା ତାଳ ପାଟଣା ଟାଟା ରିଲିଫ ସାହି ପାଖରେ!-->!-->!-->…
ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ
ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି।ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍ ଗସ୍ତ କାର୍ଯ୍ୟକ୍ରମ ରହିଥିଲା।ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ!-->…
ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି…
ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ,!-->…