Sign in
Sign in
Recover your password.
A password will be e-mailed to you.
‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ
ନୂଆଦିଲ୍ଲୀ: 'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…' କହି ଚଳନ୍ତା ଟ୍ରେନରୁ!-->…
ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍ ଘଟଣା ପରେ ଅଟକ ଥିବା ଯୁବକଙ୍କୁ!-->…
ଭାରତକୁ କତରର ସମର୍ଥନ ! ଚିନ୍ତାରେ ପାକିସ୍ତାନ
ନୂଆଦିଲ୍ଲୀ : ମୁସଲିମ ଦେଶ କତରର ଅମୀର ଶେଖ୍ ତାମିମ୍ ବିନ୍ ହମାଦ୍ ଅଲ୍-ଥାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହୋଇଛନ୍ତି। ସେ ପହଲଗାମ ହତ୍ୟାକାଣ୍ଡରେ ମୃତ ଲୋକଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ। ସେ ଆତଙ୍କବାଦୀମାନଙ୍କୁ ନ୍ୟାୟ ଦେବା ପାଇଁ ଭାରତ ଦ୍ୱାରା ନିଆଯାଇଥିବା!-->…
ଦେଶବ୍ୟାପୀ ହେବ ମକ୍ ଡ୍ରିଲ୍: କ’ଣ କରିବେ ଓ କ’ଣ କରିବେନି, ୧୦ଟି ଜିନିଷ ଉପରେ ଧ୍ୟାନ ରଖନ୍ତୁ ନାଗରିକ
ଭୁବନେଶ୍ୱର, ୫ା୫: ମେ ୭ ତାରିଖରେ, ଭାରତ ୨୪୪ଟି ନିର୍ଦ୍ଦିଷ୍ଟ ଜିଲାରେ ଜାତୀୟ ନାଗରିକ ପ୍ରତିରକ୍ଷା ମକ୍ ଡ୍ରିଲ୍ କରିବ। ଏହି ପଦକ୍ଷେପ ଏପ୍ରିଲ ୨୨ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ଆଶା ଏବଂ ଭାରତ-ପାକିସ୍ତାନ ସୀମାରେ ଉଚ୍ଚ ସୁରକ୍ଷା ସତର୍କତା ମଧ୍ୟରେ ହେଉଛି।
ଯଦିଓ!-->!-->!-->…
ଜାତିଗତ ଜନଗଣନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ସରକାରଙ୍କ ଜାତିଗତ ଜନଗଣନା ନିଷ୍ପତ୍ତି ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ତେଲେଙ୍ଗାନା ମଡେଲକୁ ଗ୍ରହଣ କରିବା ସହିତ ଏହି ପ୍ରସଙ୍ଗରେ ଶୀଘ୍ର ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବାକୁ ଅନୁରୋଧ!-->…
ପହଲଗାମ ପୀଡିତଙ୍କ ପାଇଁ ସମଗ୍ର ବିଶ୍ୱରେ ରାଲି ଓ ପ୍ରାର୍ଥନା ସଭା ଜାରି
ନୂଆଦିଲ୍ଲୀ : ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତଙ୍କ ପ୍ରତି ସମର୍ଥନ ଜଣାଇବା ପାଇଁ ସମଗ୍ର ବିଶ୍ୱରେ ଭାରତୀୟ ସମୁଦାୟ ଶାନ୍ତିପୂର୍ଣ୍ଣ ରାଲି ଏବଂ ପ୍ରାର୍ଥନା ସଭା ଜାରି ରଖିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକାରେ ଜର୍ଜିଆର ଭାରତୀୟ ସମୁଦାୟ ଆଟଲାଣ୍ଟାରେ ଏକ ପ୍ରତିବାଦ ରାଲି ଆୟୋଜନ କରିଥିଲା,!-->…
ପିଏମ୍ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ, ୬।୫ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ କରିବା ପାଇଁ ୧୩ଟି ସର୍ତ୍ତ ପୂରଣ!-->…
ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି
ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍ର ଗେଟ୍ ବନ୍ଦ କରାଯିବା ପରେ ଚେନାବ!-->…
ପାକିସ୍ତାନ ସେନା ଗାଡ଼ି ଉଡ଼ାଇଲା ବିଏଲଏ, ୧୦ ମୃତ
କ୍ବେଟା: ଗୋଟିଏ ପଟେ ପାକିସ୍ତାନ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ଆଶଙ୍କିତ ଥିବାବେଳେ ଅନ୍ୟପଟେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନ ସେନା ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି । ବିଏଲଏ ପକ୍ଷରୁ କ୍ୱେଟାର ମାର୍ଗତ ଅଞ୍ଚଳରେ ପାକ ସୈନିକ ଥିବା ଏକ ଟ୍ରକକୁ ଆଇଇଡି ମାଧ୍ୟମରେ ଉଡ଼ାଇଦିଆଯାଇଛି । ଏହା!-->…
ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ
ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି!-->…