ବ୍ରହ୍ମପୁର ରେଳ ଷ୍ଟେସନରୁ  ଆଜି ଅଯୋଧ୍ୟା, ବାରଣାସୀ ଅଭିମୁଖେ ବାହାରିଛି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ।…

ବ୍ରହ୍ମପୁର :-ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକଙ୍କୁ ନେଇ ଅଯୋଧ୍ୟା - ବାରଣାସୀକୁ ଯାତ୍ରା କରିଛି ଏହି ଟ୍ରେନ । ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ ଯାତ୍ରାର ଶୁଭାରମ୍ଭ କରିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଟ୍ରେନ ଯାତ୍ରା

ପ୍ରମାଣ ଅଭାବରୁ ନାନାଙ୍କ ଉପରେ ତନୁଶ୍ରୀ ଆଣିଥିବା ଅଭିଯୋଗକୁ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ: ୨୦୧୮ ମସିହାରେ ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା, ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ନିର୍ଯାତନାର ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ, #ମିଟୁ ଅଭିଯାନ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ ହୋଇଥିଲା। ଏବେ ଏହି ମାମଲାରେ ଏକ ବଡ଼ ନିଷ୍ପତ୍ତି ଆସିଛି। #ମିଟୁ

ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼, ୩ ଆହତ

ବ୍ରହ୍ମପୁର : ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି । ଚଣ୍ଡୀପୀଠ ଗ୍ରାମକୁ ବିବାହ ଉତ୍ସବରେ ଯୋଗଦେବା ଳାଗି ବିକ୍ରମପୁର ଗ୍ରାମରୁ ବରଯାତ୍ରୀ ଦଳ

ସରିଲା ଅନୁଭବ- ଜାଗୃତିଙ୍କ ନିର୍ବନ୍ଧ; ଆସନ୍ତା ୧୧ରେ ପଡିବ ହାତଗଣ୍ଠି !

ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର ହାତ ଗଣ୍ଠି। ଆଗରୁ ମନ ମିଶିଥିଲା ଏବେ ଦୁହେଁ ଏକାଠି

ମହିଳା ସମୃଦ୍ଧି ଯୋଜନାକୁ ଦିଲ୍ଲୀ ସରକାରଙ୍କ ମଂଜୁରୀ, ମହିଳାଙ୍କୁ ମାସକୁ ମିଳିବ ୨୫୦୦ ଟଙ୍କା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଦିଲ୍ଲୀର ମହିଳାମାନଙ୍କୁ ଉପହାର ଦେଇଛନ୍ତି ବିଜେପି ସରକାର । ନିର୍ବାଚନ ପ୍ରତିଶ୍ରୁତି ମୁତାବକ ରାଜ୍ୟ ସରକାର ମହିଳା ସମୃଦ୍ଧି ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ଯୋଜନା ଅନୁସାରେ ମହିଳାମାନଙ୍କୁ ମାସକୁ ୨୫୦୦ ଟଙ୍କା ମିଳିବ । ବିଜେପି

ଦିନିକିଆ ବ୍ରହ୍ମପୁର ଗସ୍ତ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ସହିତ ବହୁ ଉନ୍ନୟନ…

ବ୍ରହ୍ମପୁର : ଆଜି  ଦିନିକିଆ ବ୍ରହ୍ମପୁର ଗସ୍ତ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ସହିତ ବହୁ ଉନ୍ନୟନ ପ୍ରକଳ୍ପର କରିଲେ ଶୁଭାରମ୍ଭ।ଏହି ଅବସରରେ  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କନକ ବର୍ଦ୍ଧନସିଂହଦେଓ ମଧ୍ୟ ଯୋଗ ଦେଇଥିଲେ । ବିଶ୍ବ ମହିଳା

ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ

ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା । ସୂଚନା ଅନୁସାରେ ବାବୁଲି ମୁଣ୍ଡା ଓ ତାଙ୍କର ପତ୍ନୀ ସାବିନା ମୁଣ୍ଡାଙ୍କର

ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ

ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common

୨ କୀଟନାଶକ ଓାୖଷଧ ଦୋକାନରେ ଲାଗିଲା ନିଆଁ : ଜଳିଗଲା ୧୫ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଔଷଧ…

ହିଞ୍ଜିଳିକାଟୁ, ୭।୩: ହିଞ୍ଜିଳି ଥାନା ନୂଆଁ ବୁରୁପୋଡା ଗ୍ରାମ ନିକଟରେ ଥିବା ୨ଟି କୀଟନାଶକ ଓାୖଷଧ ଦୋକାନରେ ଶୁକ୍ରବାର ସକାଳେ ନିଆଁ ଲାଗିଯାଇଥିଲା। ବିଦ୍ୟୁତ୍ ସକ୍ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।‌ ଖବର ପାଇ ହିଞ୍ଜିଳି ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ଘଟଣାସ୍ଥଳରେ

ଭୟନାହିଁ ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ୍: ମନ୍ତ୍ରୀ

ଭୁବନେଶ୍ବର: ଚଳିତ ଗ୍ରୀଷ୍ମଋତୁରେ ବିଲ୍ ଅନାଦେୟ ଯୋଗୁ କୌଣସି ବିଦ୍ୟୁତ୍ ବିଚ୍ଛିନ୍ନ ହେବ ନାହିଁ ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିଶ୍ରୁତି ଦେଇଛନ୍ତି। ଅଚଳ ନଳକୂପଗୁଡ଼ିକୁ ମରାମତି କରିବା, ପଶୁମାନଙ୍କ ପାଇଁ ଆଶ୍ରୟସ୍ଥଳ ଯୋଗାଇବା ଏବଂ ପର୍ଯ୍ୟାପ୍ତ