Sign in
Sign in
Recover your password.
A password will be e-mailed to you.
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ!-->…
ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର!-->…
ମୁର୍ସିଦାବାଦ ହିଂସା ପାଇଁ ବିଏସଏଫ ଓ ବିଜେପିକୁ ଦାୟୀ କଲେ ମମତା
ଓ୍ବାକଫ୍ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ସିଦାବାଦରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ସିଭି ଆନନ୍ଦ ବୋଷ ରିପୋର୍ଟ ଦେଇଛନ୍ତି। ତେବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି!-->…
ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି
କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭ ତାରିଖକୁ ଘୁଞ୍ଚିଲା ଶୁଣାଣି। କଠୋର!-->…
ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି । ୧୦ ଜଣିଆ କମିଟି ଗଠନ କରାଯାଇଛି । ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ । ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ!-->…
ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା
ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି।!-->…
ପାକିସ୍ତାନରେ ହେବ ଆବର୍ଜନାର ବନ୍ୟା!
ଜମ୍ମୁକଶ୍ମୀର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଚାରିପାଖରୁ ଘେରିଯିବାକୁ ପ୍ରସ୍ତୁତି ଜୋରସୋର କରିଛି।
ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବା ପରେ ଭାରତସରକାର ପାକିସ୍ତାନରେ ଚେନାବ ନଦୀର ପାଣିକୁ ବନ୍ଦ କରିଦେଇଛନ୍ତି। ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା!-->!-->!-->…
ବିଜେଡିର ନୂଆ ସଂଗଠନ ଗଠନ, ୧୫ ଉପସଭାପତି, ୨୦ ବରିଷ୍ଠ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ
ଭୁବନେଶ୍ଵର: ପ୍ରଥମ ଥର ନିର୍ବାଚନ ହାରି ବିରୋଧୀ ଦଳ ଆସନରେ ବସିଥିବା ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ!-->…
ଭାରତର କୂଟନୈତିକ ଚାପ: ପରମାଣୁ ବୋମା ଧମକ ଦେଉଛି ପାକିସ୍ତାନ
ନୂଆଦିଲ୍ଲୀ: ଦୋଷ ଦୁର୍ବଳତା ଲୁଚାଇବାକୁ ମତିଗତି ଭୁଲି ଗଲାଣି ପାକିସ୍ତାନ । ପହଲଗାମ ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ କୂଟନୈତିକ ଚାପ ପକାଉଛି ଭାରତ । ସିନ୍ଧୁ ନଦୀ ଜଳଚୁକ୍ତି ରଦ୍ଦ କରିବା ସହ ସମସ୍ତ ପ୍ରକାର ବ୍ୟବାସାୟିକ ସମ୍ପର୍କ ଛିନ୍ନ କରିଛି ଭାରତ । ପହଲଗାମ!-->…
ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ
ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି କହିଛନ୍ତି ଆଇନ!-->…