Sign in
Sign in
Recover your password.
A password will be e-mailed to you.
ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ
ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ । ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା । ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ ଜଣକ!-->…
ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ
ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ। ପ୍ରତିଦିନ!-->…
ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ
ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ!-->…
ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ
ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା!-->…
ଗଞ୍ଜାମ ପୋଲିସ କୁ ବଡ଼ ସଫଳତା : ଆସିକା ପୋଲିସ ହାତରେ ସର୍ବାଧିକ ମାଳ ମାଳ ମାଉଜର……!
ମାଫିଆ ମାନଙ୍କୁ ଖୋଜି ଖୋଜି ସେମାନଙ୍କ ଆଡ୍ଡା ଉପରେ ଚଢ଼ାଉ ଜାରି…..!
ବ୍ରହ୍ମପୁର //ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ଆଇନ ଶୃଙ୍ଖଳା ବିଗିଡିବା ପରେ ପୋଲିସ ଏବେ ଆକ୍ସନ ମୁଡ଼ରେ ଆସିଛି। ଗଞ୍ଜାମ ଏ.ସପି ଶୁଭେନ୍ଦୁ ପାତ୍ରଙ୍କ ନିର୍ଦ୍ଧେଶ କ୍ରମେ ଆସିକା ପୋଲିସ ଉପଖଣ୍ଡ ଅଧିକାରୀ ସନ୍ତୋଷ!-->!-->!-->!-->!-->…
ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ
ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି । ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି!-->…
ନବ ଯୌବନ ଦର୍ଶନଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ନିରନ୍ତର ସ୍ବାସ୍ଥ୍ୟ ସେବା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟ ସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସଭାଗୃହଠାରେ ଏକ!-->…
ପ୍ରଶାସନିକ ସୀମା ପୁନର୍ଗଠନ: ଜୁନ ୩୦ ଶେଷ ତାରିଖ
ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସୀମା ପୁନର୍ଗଠନ ନେଇ ଜାରି ହେଲା ଶେଷ ସମୟସୀମା। ଆସନ୍ତା ଜୁନ୍ ୩୦ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ପ୍ରଶାସନିକ ସୀମା ପୁନର୍ଗଠନ କାର୍ଯ୍ୟ ସମାପ୍ତ ହେବା। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ତେବେ ଦେଶରେ ଚଳିତ ବର୍ଷ ଜନଗଣନା!-->!-->!-->…
ଭାରତକୁ ବନ୍ଧୁ ଦରକାର, ଉପଦେଶ ଦେଉଥିବା ରାଷ୍ଟ୍ର ନୁହେଁ: ଜୟଶଙ୍କର
ଭାରତ ପାଇଁ ବନ୍ଧୁର ଆବଶ୍ୟକତା ରହିଛି। ଉପଦେଶ ଦେଉଥିବା ଦେଶର ଆବଶ୍ୟକତା ନାହିଁ। ୟୁରୋପ ଉଦ୍ଦେଶ୍ୟରେ ଏଭଳି କଠୋର ମନ୍ତବ୍ୟ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ରବିବାର ଆର୍କଟିକ୍ ସର୍କଲ ଇଣ୍ଡିଆ ଫୋରମ ୨୦୨୫ରେ ଯୋଗଦେଇ ଜୟଶଙ୍କର କହିଛନ୍ତି, ଭାରତ ସହିତ ନିବିଡ଼ ସମ୍ପର୍କ!-->…
‘ଖାନ୍ନଗର ବ୍ରିଜ୍ ଅଘଟଣ: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ’
ଭୁବନେଶ୍ବର: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଶନିବାର ଅପରାହ୍ଣରେ ଘଟିଥିବା ଦୁର୍ଘଟଣା ନେଇ ଆଇନ୍ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ହରିଚନ୍ଦନ କହିଛନ୍ତି ଏହି ଅଘଟଣ ନେଇ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତେବେ ଏହା ପଛର!-->…