Sign in
Sign in
Recover your password.
A password will be e-mailed to you.
ମାଲକାନଗିରି ରେ ପ୍ରେସ ସ୍ଵାଧୀନତା ଦିବସ ପାଳିତ…
ମାଲକାନଗିରି, ୩।୫ ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ନାଲିଷ୍ଟସ୍ (ଏସ୍ୟୁଜେ) ଓଡ଼ିଶା ମାଲକାନଗିରି ଜିଲ୍ଲା ଶାଖା ତରଫରୁ ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ" ପାଳିତ ହୋଇଯାଇଛି l ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟ କରୁଥିବା ସମୟରେ ଜୀବନ ହରାଇଥିବା ସାମ୍ବାଦିକ ଓ ପହଲଗାଓରେ ହୋଇଥିବା!-->…
ପାକିସ୍ତାନରୁ ଆସୁଥିବା ସମସ୍ତ ଡାକ ଏବଂ ପାର୍ସଲ ସେବା ବନ୍ଦ
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାରତ ସରକାର ପାକିସ୍ତାନରୁ ଆସୁଥିବା ସମସ୍ତ ପ୍ରକାରର ଡାକ ଏବଂ ପାର୍ସଲ ସେବାକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ!-->…
ପହଲଗାମ ଆକ୍ରମଣ ପରେ ପ୍ରଥମ ଥର ପାଇଁ ମୋଦୀଙ୍କୁ ଭେଟିଲେ ଓମାର୍
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ପାଇଁ, ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହୋଇଥିଲା ଏବଂ ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା। ସୂତ୍ର!-->…
ଆସନ୍ତା ୨୦ରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଲେ ଶ୍ରମିକ ସଂଗଠନ
ଭୁବନେଶ୍ବର:ଆଗାମୀ ୨୦ ତାରିଖରେ ବିଭିନ୍ନ ସଂଗଠନ ପକ୍ଷରୁ ଧର୍ମଘଟ ଡକରା ଦିଆଯାଇଛି। ଶ୍ରମିକ ବିରୋଧୀ ପୁଞ୍ଜିପତି ସପକ୍ଷବାଦୀ ୪ ଶ୍ରମ କୋଡ୍ ବାତିଲ ସହିତ ଶ୍ରମିକ, କୃଷକ, କ୍ଷୁଦ୍ର ବ୍ୟବସାୟୀ, ମହିଳା, ଛାତ୍ର ଯୁବକ ତଥା ସମଗ୍ର ଦେଶବାସୀଙ୍କର ୧୭ ଦଫା ଦାବିକୁ ନେଇ ଏହି ସର୍ବଭାରତୀୟ ଧର୍ମଘଟର!-->…
ସୌରଶକ୍ତିରେ ପରିଚାଳିତ ହେବ ସରକାରୀ କାର୍ଯ୍ୟାଳୟ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାର ବୈଦ୍ୟୁତିକ ଯାନବାହନ ଚଳାଚଳ ବୃଦ୍ଧି ପାଇଁ ନୂତନ ପଲିସି ଆଣିବାକୁ ଯାଉଛନ୍ତି। ବୈଦ୍ୟୁତିକ ଯାନର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଣମାଧ୍ୟମକୁ ସୂଚନା!-->…
ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦର କଚ୍ଛପ ଗତିରେ ଚାଲିଥିବା ପଟ୍ଟା ପ୍ରଦାନ ପାଇଁ ବନ୍ଦୋବସ୍ତ ପ୍ରକ୍ରିୟା ସରକାର ପକ୍ଷରୁ…
ସାଧାରଣରେ ତୀବ୍ର ପ୍ରତିକ୍ରିୟା ..!ବ୍ରହ୍ମପୁର : ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଜନସାଧାରଣ ଜନତା ସ୍ଥାୟୀ ଭାବେ ଶହ ଶହ ବର୍ଷ ଧରି ଗୃହ ନିର୍ମାଣ କରି ଆସୁଛନ୍ତି। ହେଲେ ବିଭିନ୍ନ ଆଳ ଦେଖାଇ ସାଧାରଣର ଜନତାଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବାରେ ସରକାର ବିଫଳ ହୋଇଛନ୍ତି। ଗତ ୨୦୧୭!-->…
ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ
ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ ଶୁଣାଣି ହେବ ।
ମୁଖ୍ୟ ଅଭିଯୁକ୍ତ!-->!-->!-->…
ମେ’ ୨୭ରୁ ଚାରିଧାମକୁ ଗଡ଼ିବ ଭାରତ ଗୌରବ ଡିଲକ୍ସ ଟ୍ରେନ୍
ନୂଆଦିଲ୍ଲୀ: ବଦ୍ରିନାଥଧାମ, ଜଗନ୍ନାଥଧାମ, ରାମେଶ୍ୱରମ୍ ଏବଂ ଦ୍ୱାରକାଧାମକୁ ପ୍ରତ୍ୟେକ ଭାରତୀୟ ପରିଦର୍ଶନ କରିବାକୁ ଇଚ୍ଛା କରନ୍ତି। ଦେଶର ଏହି ଚାରିଧାମକୁ ଟ୍ରେନରେ ଯାତ୍ରା କରିବା ସମ୍ଭବ ହୋଇପାରିଛି। ଏଥିପାଇଁ ଭାରତୀୟ ରେଳବାଇ ଦ୍ୱାରା ‘ଭାରତ ଗୌରବ ଡିଲକ୍ସ ପର୍ଯ୍ୟଟନ ଟ୍ରେନ୍’ ଚଳାଚଳ!-->…
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ
ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା!-->…
ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ
କଟକ: ନିର୍ମାଣାଧୀନ ବ୍ରିଜ୍ରେ ଅଘଟଣ ଘଟିଛି। କଟକର ଖାନ୍ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ ହେଲେ ସୌମ୍ୟରଂଜନ ବେହରା,!-->…