ଜଙ୍ଗଲରୁ ବନ୍ଧୁକ, ଭୁଜାଲି ସହିତ ବାଇକ୍ ଜବତ : ଶିକାରୀ ଫେରାର, ବାଇକ୍ ମାଲିକଙ୍କ ନାମରେ ମାମଲା ରୁଜ୍ଜୁ

ନୟାଗଡ଼: ଓଡ଼ଗାଁ ବନଖଣ୍ଡ ଅନ୍ତର୍ଗତ ଶୁଳିଆ ଜଙ୍ଗଲ ଓ ଢୋଲପଥର ଡ୍ୟାମ ନିକଟରୁ ବନ ବିଭାଗ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି, ଟାଙ୍ଗିଆ, କଟୁରୀ ସହିତ ଗୋଟିଏ ବାଇକ୍‌ ଜବତ କରିଛି । ମିଳିଥିବା ସୂଚନା ମୁତାବକ, ବନ ବିଭାଗ କର୍ମଚାରୀ ସମ୍ପୃକ୍ତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ହେଉଥିବା ନେଇ ଖବର

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ

କନ୍ଧମାଳ : ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ୭ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ

ମଶାଣି ସଫେଇ କଲେ ଗ୍ରାମବାସୀ: ଶତାଧିକ ଲୋକେ ସାମିଲ

ବାଲିଗୁଡା : ମଣିଷର ଶେଷ ଠିକଣା ହେଉଛି ମଶାଣି। ତାକୁ ସଫା ସୁତୁରା ସହ ପରିବେଶ ସଫା ରଖିବା ନିଷ୍ପତି ଗ୍ରହଣ କରି ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଶାଣିକୁ ସଫେଇ କରିଛନ୍ତି ଗ୍ରାମବାସୀ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ମଶାଣି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।

ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ଉପଦ୍ରବ : କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲେ ଅଧିକାରୀ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ଇନ୍ଦ୍ରାଗଡ଼ ପଞ୍ଚାୟତର ଗାନ୍ଧାରିଭୁଇଁ ଗ୍ରାମରେ ୨୬ ଟିକିଆ ହାତୀପଲ ପଶି ବ୍ୟାପକ ଉପଦ୍ରବ କରି ୪ଜଣଙ୍କ ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଡ଼ିଆ ଗଛ, କଦଳୀ ଗଛ ଆଦି ଭାଙ୍ଗି ନଷ୍ଟ କରି ଦେଇଥିଲେ। ଏ ନେଇ ରାଇକିଆ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସଦସ୍ୟଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବରିଷ୍ଠ ନାଗରିକ ସଂଘ ତରଫରୁ ମା' ପାଟଖଣ୍ଡା ମନ୍ଦିର ପରିସରରେ ବରିଷ୍ଠ ନାଗରିକ ସଂଘ ର ସଦସ୍ୟ ବି. ଲୋକନାଥ ପାତ୍ର ଓ ଶ୍ରୀମତୀ ରତ୍ନମଣି ପାତ୍ରଙ୍କ ୫୫ ତମ ବିବାହ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସଂଘର ଉପସଭାପତି ସୀମାଞ୍ଚଳ

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି।କେରଳ କ୍ରିକେଟ ଆସୋସିଏସନ ପକ୍ଷରୁ ପ୍ରକାଶ, ବିଜୟ

ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ ଘଟଣା : ଅଭିଯୁକ୍ତକୁ ୩ବର୍ଷ ଜେଲ ଦଣ୍ଡାଦେଶ

କନ୍ଧମାଳ : ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ କରିବା ଅଭିଯୋଗରେ ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧୦ ମାସ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପାକ ପ୍ରଧାନମନ୍ତ୍ରୀଙ୍କ ୟୁଟ୍ୟୁବ୍ ଚ୍ୟାନେଲ ବ୍ୟାନ୍ କଲା ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖାଯାଉଛି । ଏହି ସମୟରେ ଭାରତ ପାକିସ୍ତାନ ଉପରେ ବିଭିନ୍ନ ପ୍ରକାର ଆକ୍ସନ ନେଉଛି । ବର୍ତମାନ କେନ୍ଦ୍ର ସରକାର ଭାରତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସରକାରୀ ୟୁଟ୍ୟୁବ୍ ଚ୍ୟାନେଲକୁ