ହିଞ୍ଜିଳି : ମୋଟର ସାଇକେଲ ଦୂର୍ଘଟଣାରେ ୨ ଗୁରୁତର…

ହିଞ୍ଜିଳିକାଟୁ, ୫।୩: ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ନିକଟରେ ବାଇକ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି। ଦୂର୍ଘଟଣାରେ ଉଭୟ ଗାଡି ଚାଳକ ଗୁରୁତର ଆହତ ହୋଇଛନ୍ତି।‌ ଆହତ ମାନେ ହେଲେ ବ୍ରହ୍ମପୁର ସଦର ଥାନା ଖଜୁରିଆ ଗ୍ରାମର ଅରୁଣ କୁମାର ଦଳବେହେରା (୪୧) ଓ ଚଢେଇମରା ଗ୍ରାମର ଇ. ଅଜିତ

ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ : ନିମନ୍ତେପ୍ରଥମ ଦିନରେ ୯ଜଣ ପ୍ରାର୍ଥୀ ପତ୍ର ଦାଖଲ କଲେ…

ଛତ୍ରପୁର, ଛତ୍ରପୁର ଓକିଲସଂଘର ବିଭିନ୍ନ କର୍ମକର୍ତ୍ତା ନିର୍ବାଚନ ମାର୍ଚ୍ଚ ୨୯ତାରିଖ ରେ ଅନୁଷ୍ଠିତ ହେବ । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ପ୍ରାଥୀ ପତ୍ର ଦାଖଲ କରିବାକୁ ମାର୍ଚ୍ଚ ୫ ତାରିଖ ଠାରୁ ୭ତାରିଖ ଧାର୍ଯ୍ୟ ରହିଛି । ବୁଧବାର ତଥା ମାର୍ଚ୍ଚ୫ରେ ପ୍ରାର୍ଥୀ ପତ୍ର ଦାଖଲର ପ୍ରଥମ ଦିନ

ଚିକିଟୀ ରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ବିଜେଡିର ରକ୍ତଦାନ ଶିବିର…

ଚିକିଟୀ-- ଏହି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ବାହିନୀପତି ଗ୍ରାମ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳ ତରଫରୁ ଏକ ସ୍ଵେଚ୍ଛାକୃତ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଜେଡି ବିଧାୟକ ଶ୍ରୀଯୁକ୍ତ ଚିନ୍ମୟା ନନ୍ଦ ଶ୍ରୀରୂପ ଦେବ ପ୍ରବାଦ ପୁରୁଷ

ପରିଚୟ ଲୁଚାଇ ଦିଲ୍ଲୀରେ ଚାକିରି କରୁଥିବା ନକ୍ସଲକୁ ଧରିଲା ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ଏକ ସ୍ୱତନ୍ତ୍ର ଅପରେସନରେ ଜଣେ ନକ୍ସଲଙ୍କୁ ଗିରଫ କରିଛି। ଏହି ମହିଳା ନକ୍ସଲ ଏତେ ବିପଦପୂର୍ଣ୍ଣ ଯେ ଝାଡ଼ଖଣ୍ଡ ପୁଲିସ ସହ ତିନିଥର ଗୁଳିବିନିମୟ କରିଥିଲେ | ପୋଲିସ କହିଛି ଯେ ଆମେ ସୂଚନା ପାଇଲୁ ଯେ

ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଲେ ଲକ୍ଷ୍ନୌ କୋର୍ଟ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଏକ ଅଦାଲତ ବୀର ସାବରକରଙ୍କ ଉପରେ ଟିପ୍ପଣୀକୁ ନେଇ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ୨୦୦ ଟଙ୍କା ଜରିମାନା ଲଗାଇଛନ୍ତି । ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ କୋର୍ଟ ଲଗାତାର ଶୁଣାଣିରେ ଗାଏବ ରହିବା କାରଣରୁ ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା

ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବନାହିଁ

କଟକ: ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବଡ ଖବର ସାମ୍ନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ଚାବି ହଜିବା

ବିଜେଡି ଯୁବନେତା ରାଜା ଚକ୍ରଙ୍କ ୧୦ଟି ହାଇୱା ଗାଡ଼ି ଜବତ କଲା ଇଓଡବ୍ଲୁ

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ କୋଇଡ଼ାରେ ଚଢ଼ଉ ବେଳେ ଇଓଡବ୍ଲୁକୁ ବଡ଼ ସଫଳତା ମିଳିଛିl ଇଓଡବ୍ଲୁ ବିଜେଡି ଯୁବନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କ ୧୦ ଗୋଟି ହାଇୱା ଗାଡ଼ି ଜବତ କରିଛନ୍ତି। ସୂଚନା ଅନୁଯାୟୀ, ଇଓଡବ୍ଲୁ ଭୁବନେଶ୍ୱର କେ ଟିମ୍ ଖୋଳତାଡ଼ ଜାରି ରଖି କୋଇଡ଼ା

ପଞ୍ଚାୟତିରାଜ ଦିବସ ନେଇ ବର୍ଷିଲେ ନବୀନ

ଭୁବନେଶ୍ବର: ଆଜି ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ଭୁବନେଶ୍ବର ଫରେଷ୍ଟ ପାର୍କରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ପିତାଙ୍କ ପ୍ରତି ଗଭୀର

ଭାରତୀୟ ଖାଦ୍ୟନିଗମର ଶ୍ରମିକ ଠିକାଦାରଙ୍କ ଘରେ ସିବିଆଇ ଚଢ଼ାଉ

ଅତାବିରା: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପରମାଣପୁର ସ୍ଥିତ ଆନ୍ଧ୍ରପଡ଼ାରେ ଜି.ସତ୍ୟନାରାୟଣଙ୍କ ବାସଭବନରେ ସକାଳ ୭ଟାରୁ ସିବିଆଇର ୧୦ ଜଣିଆ ଟିମ୍ ଦୁଇଟି ଗାଡ଼ିରେ ଆସି ଅଚାନକ ଚଢ଼ାଉ କରିଛନ୍ତି। ଜି.ସତ୍ୟନାରାୟଣ ଭାରତୀୟ ଖାଦ୍ୟନିଗମରେ ଶ୍ରମିକ ଠିକାଦାର ଭାବେ କାର୍ଯ୍ୟ କରନ୍ତି।

ତେଜସ୍ ପାଇଁ ଜୀବନ ରକ୍ଷାକାରି ବ୍ୟବସ୍ଥାର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ – ଡିଆରଡିଓର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରୁଥିବା ବେଙ୍ଗାଲୁରୁସ୍ଥିତ ଡିଫେନ୍ସ ବାୟୋ-ଇଞ୍ଜିନିୟରିଂ ଏବଂ ଇଲେକ୍ଟ୍ରୋମେଡିକାଲ ଲାବୋରେଟୋରୀ ହାଲୁକା ଯୁଦ୍ଧ ବିମାନ ତେଜସ୍ ପାଇଁ ସ୍ୱଦେଶୀ ଅନ୍ ବୋର୍ଡ ଅମ୍ଳଜାନ ସୃଷ୍ଟିକାରୀ ବ୍ୟବସ୍ଥା ଉପରେ