Sign in
Sign in
Recover your password.
A password will be e-mailed to you.
ରାଷ୍ଟ୍ରୀୟ ଲୋକ ଅଦାଲତ ନିମନ୍ତେ ବୁଲିଲା ସଚେତନତା ରଥ…
ଛତ୍ରପୁର, ଛତ୍ରପୁର ତାଲୁକ ଆଇନ ସେବା କମିଟି ପକ୍ଷରୁ ଆସନ୍ତା ୮ତାରିଖ ଦିନ ଛତ୍ରପୁର କୋର୍ଟ ପରିସରରେ ଚଳିତ ବର୍ଷ ର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି। ଏହାର ବ୍ୟାପକ ପ୍ରଚାର ଏବଂ ଲୋକଙ୍କୁ ସଚେତନତା କରିବା ନିମନ୍ତେ ବୁଧବାର କୋର୍ଟ ପରିସର ରେ ଏକ ସଚେତନତା ରଥର!-->…
କେନ୍ଦ୍ରପଡା ଯିବେ ସାରଥି କିନ୍ତୁ ବାରିମୂଳ ଆଶ୍ରମ ମନା : ହାଇକୋର୍ଟ
କଟକ : କେନ୍ଦ୍ରପଡା ଯିବେ ସାରଥି ଓରଫ ସନ୍ତୋଷ ରାଉଳ । କେନ୍ଦ୍ରାପଡା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ପକ୍ଷରୁ ଆଜି ସର୍ତ୍ତମୂଳକ ଅନୁମତି ମିଳିଛି । ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଯାଇପାରିବେ ସାରଥୀ । ୨ ମାସରେ କେବଳ ଥରେ କେନ୍ଦ୍ରାପଡା ବାରିମୂଳ!-->…
ୟୁପି ବିଧାନସଭା ପରିସରରେ ପାନଛେପ ପକାଇବା ସମୟରେ ଧରାପଡ଼ିଲେ ହେବ ଜରିମାନା
ଲକ୍ଷ୍ମୌ: ଉତ୍ତରପ୍ରଦେଶ ବିଧାନସଭାର ଅଧିବେଶନ ଚାଲିଛି। ଏଭଳି ସମୟରେ ଗତ ମଙ୍ଗଳବାର ଦିନ ଉତ୍ତରପ୍ରଦେଶ ବିଧାନସଭାରେ ଜଣେ ବିଧାୟକ ପାନ ଖାଇ ବିଧାନସଭାର ମୁଖ୍ୟ ଦ୍ୱାରରେ ଛେପ ପକାଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି ବୁଲିଥିଲା।
ଭିଡିଓ ସାମ୍ନାକୁ ଆସିବା ପରେ ୟୁପି!-->!-->!-->…
ଆରମ୍ଭ ହେଲା ସୁଭଦ୍ରା ରାଲି, ୧ ଲକ୍ଷ ୭୦ ହଜାର ହିତାଧିକାରୀ ପାଇବେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
ବ୍ରହ୍ମପୁର: ବ୍ରହ୍ମପୁରରେ ଆଜି ଆରମ୍ଭ ହୋଇଛି ସୁଭଦ୍ରା ରାଲି। ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହୋଇଛନ୍ତି। ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ। ମହିଳା ସଶକ୍ତିକରଣ ଓ ସାମାଜିକ!-->…
ଦୁଇମାସ ହେଲା ଷ୍ଟେଟବ୍ୟାଙ୍କ ଏଟିଏମ ଅଚଳ : ଭେଣ୍ଡରର ସମସ୍ୟା ଯୋଗୁଁ ଟଙ୍କା ଲୋଡିଂ ହୋଇପାରୁନି…
ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଏଟିଏମ୍ରେ ଟଙ୍କା ଲୋଡିଂ ହୋଇପାରୁନଥିବା ଯୋଗୁଁ ଅଧିକାଂଶ ସ୍ଥାନରେ ଏହା ଅଚଳ ହୋଇ ରହିଥିବା ଜଣାଯାଇଛି। ଏହି ସମସ୍ୟା ଫେବ୍ରୁଆରି ମାସରୁ ଆରମ୍ଭ ହୋଇଯାଇଥିବା ବେଳେ ଅଦ୍ୟାବଧି ସୁଦ୍ଧା!-->…
ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ
ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ ଏହା ମଧ୍ଯ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ!-->…
ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ
ୱାଶଂଟନ୍: ଟ୍ରମ୍ପଙ୍କ ରାଗ ସୀମା ପାର୍ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ କରିବାକୁ ପ୍ରୋତ୍ସାହନ ବାବଦ ବିପୁଳ ଟଙ୍କା ଦେବ!-->…
ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ!-->…
ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା
ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି।!-->…