ପାକିସ୍ତାନରେ ଯୁଦ୍ଧର କାଉଣ୍ଟଡାଉନ୍ ଆରମ୍ଭ: କେତେବେଳେ କିଛି ବି ହୋଇପାରେ !

ନୂଆଦିଲ୍ଲୀ: ପାକିସ୍ତାନରେ ଭୟର ବାତାବରଣ । ଭାରତର ଆକ୍ସନ କଣ ହେବ ସେନେଇ ସମସ୍ତଙ୍କ ମନରେ ଛନକା ପଶିଛି । କାରଣ ପହଲଗାମ୍ ଆତଙ୍କୀ ହମଲାର ବଦଲା କେତେବେଳେ ବି ନେଇଯିବ ଭାରତ । ପହଲଗାମ୍ ଆତଙ୍କୀ ଆକ୍ରମଣରେ ପାକ୍ ସେନାର ସମ୍ପୃକ୍ତି ଥିବା ଜଣାପଡିବା ପରେ ଭାରତ ପାକିସ୍ତାନକୁ ପାନେ ଦେବାକୁ

ଭାରତ ଭୟରେ ବଙ୍କର୍ ଭିତରେ ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ! ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ମୁନିର_ମିସିଙ୍ଗ୍

ନୂଆଦିଲ୍ଲୀ: କୁଆଡେ ଗଲେ ପାକିସ୍ତାନ ସେନା ମୁଖ୍ୟ ? କେଉଁଠି ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ଆସିମ ମୁନିର ? ପାକିସ୍ତାନରେ ଅଛନ୍ତି ନା କୁଆଡେ ଦେଶ ଛାଡି ପଳାଇଗଲେଣି ? ଆସିମ ମୁନିରଙ୍କ ନିଖୋଜ ଖବର ନେଇ ଏବେ ସୋସିଆଲ ମିଡିଆ ସହ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । କୁହାଯାଉଛି ଭାରତର

ଏଲଓସିରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ ସୀମା ସମ୍ମୁଖ

ଅନଲାଇନ୍ ଶିଶୁ ଯୌନ ଶୋଷଣର ବଡ଼ ରାକେଟକୁ ଧରିଲା ସିବିଆଇ

ନୂଆଦିଲ୍ଲୀ : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଆନ୍ତର୍ଜାତିକ ସଂସ୍ଥା ଜଡିତ ଥିବା ଅନଲାଇନ୍ ଶିଶୁ ଯୌନ ଶୋଷଣର ସାଇବର କ୍ରାଇମ ନେଟୱାର୍କକୁ ଠାବ କରିଛି। ଆମେରିକାରୁ ମିଳିଥିବା ସୂଚନା ଆଧାରରେ ଆରମ୍ଭ ହୋଇଥିବା ଅପରେସନ ହକ୍ ଅଧୀନରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।ସିବିଆଇ ଏହାର

ମୋଦୀଙ୍କ ଋଷ୍‌ ଗସ୍ତ ବାତିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରୁଷ୍ ଗସ୍ତ ବାତିଲ କରିଛନ୍ତି। ମେ’ ୯ ତାରିଖରେ ପ୍ରଧାନମନ୍ତ୍ରୀ ମସ୍କୋରେ ହେବାକୁ ଥିବା ବିଜୟ

ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି

ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ ସ୍ତର ବୋଲି ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଖାଦ୍ୟ

ଭାରତକୁ ପରମାଣୁ ବୋମାର ଧମକ ଦେଲେ ନୱାଜ ସରିଫଙ୍କ ଝିଅ  ମରିୟମ ନୱାଜ୍

ଇସଲାମାବାଦ: ପୁଣି ଭାରତକୁ ପରମାଣୁ ଧମକ । ପହଲଗାମ୍ ଆତଙ୍କୀ ହମଲା ପରେ ଭାରତ ପ୍ରତିଶୋଧ ନେବାକୁ ପଣ କରିଥିବା ବେଳେ ଆତଙ୍କୀ ଆକ୍ରମଣରେ ପାକ୍ ସେନାର ସମ୍ପୃତି ମିଳିବା ପରେ ଏବେ ଆକ୍ରମଣ ମୁଦ୍ରାରେ ଭାରତ । ଆଉ ଭାରତର ଆକ୍ସନ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତକ୍ତା ପୁଣଇ ଥରେ

ଶୀତଳଷଷ୍ଠୀର ଆଦ୍ୟ ପର୍ବ ଥାଳ ଉଠା ଅନୁଷ୍ଠିତ

ସମ୍ବଲପୁର : ସମ୍ପନ୍ନ ହେଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ କାର୍ଯ୍ୟକ୍ରମ ଥାଳ ଉଠା ପର୍ବ । ସମ୍ପୂର୍ଣ୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା ପର୍ବ । ଆଜି ପବିତ୍ର ଅକ୍ଷୟ ତୃତୀୟାରେ ସହରର ପ୍ରସିଦ୍ଧ ଶିବାଳୟ ଗୁଡିକରେ ଅନୁଷ୍ଠିତ

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି

ଆସିଲା ଆଜ୍ଞାମାଳ; ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୁଳ ହୋଇଯାଇଛି। ଏଥିସହ ନୀତି ଓ ଚନ୍ଦନଯାତ୍ରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ