Sign in
Sign in
Recover your password.
A password will be e-mailed to you.
ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ
ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ ୧୦୧ ଏଫ୍.ଏମ. ମହାନଦୀ!-->…
ପହଲ୍ଗାମ୍ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍
କଟକ : କଟକରେ ଏନଆଇଏ ଟିମ୍ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍ ମଙ୍ଗଳବାର ପଚରାଉଚରା କରିଛନ୍ତି।ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍। ପହଲ୍ଗାମ୍ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।ବାପା, ମାଆ, ପୁଅ, ବୋହୂ, ୪ ଜଣ ପହଲ୍ଗାମ୍!-->…
ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ ପରୀକ୍ଷା!-->…
‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ…
ଭୁବନେଶ୍ବର: ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ପ୍ରଥମ ଥର ଲାଗି ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ କହିଛନ୍ତି। ଆୟୁଷ୍ମାନରେ ଅବହେଳା କଲେ ଦୃଢ଼!-->…
ଭାରତର ଯୁଦ୍ଧାଭ୍ୟାସ ନେଇ ପାକିସ୍ତାନ ଭୟଭୀତ
ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନ ବାୟୁସେନା କରାଚୀ, ଇସଲାମାବାଦ, ରାୱଲପିଣ୍ଡି ଏବଂ ସ୍କାର୍ଦୁ ଉପରେ ବିମାନ ପାଟ୍ରୋଲିଂକୁ ଯଥେଷ୍ଟ ବୃଦ୍ଧି କରିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ଯେକୌଣସି ସମୟରେ ପାକିସ୍ତାନ ଉପରେ ଆକ୍ରମଣ କରିପାରେ। ଭାରତୀୟ ବାୟୁସେନାର ଯୁଦ୍ଧ!-->…
ଶେଷ ପର୍ଯ୍ୟାୟରେ ମେଗା ପାନୀୟଜଳ ପ୍ରକଳ୍ପ : ଦୂର ହେବ ପାନୀୟଜଳ ସମସ୍ୟା
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ବିଭିନ୍ନ ଅଞ୍ଚଳରେ ଚଳିତ ଗ୍ରୀଷ୍ମ ଋତୁରେ ଜଳ ସମସ୍ୟା ଗମ୍ଭୀର ରହିଛି । ଦୁଇ ବର୍ଷ ଧରି ଚାଲିଥିବା ମେଗା ଜଳ ପ୍ରକଳ୍ପର କାର୍ଯ୍ୟ କେତେକାଂଶରେ ସରିଥିବାରୁ ରାଇକିଆ ସହର ଓ ବେରେଡ଼ାକିଆ ପଞ୍ଚାୟତର କେତେକ ୱାର୍ଡ଼କୁ ପାନୀୟ ଜଳ ପହଞ୍ଚିଛି ।!-->…
ସେନାକୁ ନିଷ୍ପତ୍ତି ନେବାର ଅଧିକାର ଦେଲେ ସରକାର : ଆକ୍ରମଣର ଲକ୍ଷ୍ୟ ଓ ସମୟ ସ୍ଥିର କରିବ ସେନା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ପାକିସ୍ତାନକୁ ଜବାବ ଦେବାକୁ ଏହି ବୈଠକରେ ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି । ସେନା ଆକ୍ରମଣର ଟାର୍ଗେଟ୍ ଓ ସମୟ ସ୍ଥିର କରିବ ।ସୂତ୍ର ଅନୁସାରେ,!-->…
ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ
ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ। ଏକ୍ସିଅମ ସ୍ପେସର ଏକ୍ସ-୪!-->…
ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତୀ ନୂଆ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି ।ଜଷ୍ଟିସ୍ ଗଭାଇ ୧୪ ମଇ, ୨୦୨୫ରେ ଭାରତର ୫୨ତମ ମୁଖ୍ୟ!-->…
ପାକିସ୍ତାନ ହେବ ଦୁଇଭାଗ: ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ହେବ!
ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସିନ୍ଧ୍ ପ୍ରଦେଶରେ ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ପାଇଁ ବ୍ୟାପକ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ଲୋକମାନେ ବିପର୍ଯ୍ୟୟରେ ସୁଯୋଗ ଖୋଜିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହା ଦେଖାଯାଉଛି ଯେ, ସେମାନେ ଭାରତର ଆକ୍ରମଣ କରିବାକୁ!-->…