ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ

ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍‌ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ ମହମ୍ମଦ

ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ

ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ ଛୁଇଁବାକୁ ଲୋକେ ଡରୁଛନ୍ତି ।

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ

ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ

ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି।ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଆଜି ଅପରାହ୍‌ଣ ପ୍ରାୟ ସାଢ଼େ

ଗଞ୍ଜାମ ଜିଲ୍ଲା ରେ ଜମି ମାଫିଆ ସକ୍ରିୟ :ପ୍ଲଟ ବିକ୍ରି ସକାଶେ ଜାତୀୟ ରାଜପଥ ଡ଼ିଭାଇଡ଼େର ଉପରେ ବି ଆଖି……!

ମାଫିଆ ମାନଙ୍କ ବାଦଶାହା ସାଜିଛି ପ୍ରଶାସନ...! ଆସିକା କଳିଙ୍ଗା ରୋଡ ମଝିରେ ଥିବା ଡ଼ିଭାଇଡେର କୁ ଭାଙ୍ଗିବା ପାଇଁ ଖସଡା ପ୍ରସ୍ତୁତ…..!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଏବେ ବାଲି, ଓ ମଦ ମାଫିଆ ପରେ ଜମି ମାଫିଆ ମାନେ ବି ସକ୍ରିୟ ହୋଇଛନ୍ତି l ସରକାରୀ ଜମି, ଗୋଚର ଜମି ଓ ଗ୍ରାମ

ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣକଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଆଜି ରାଜ୍ୟ କ୍ରାଇମବ୍ରାଞ୍ଚ ଭିନ୍ନ ଭିନ୍ନ ୬ ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣ କରିଛି । ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ପ୍ରସ୍ତୁତ କରି ଭକ୍ତମାନଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୁକ୍ତଙ୍କୁ ଗିରଫ

ଜାତୀୟସ୍ତରେ ନୃତ୍ୟକରି ପ୍ରଶଂସିତ ହେଲେ ଓଡ଼ିଶୀ ନୃତ୍ୟ ଗୁରୁ ପୁଷ୍ପିତା ମିଶ୍ର

ଭୁବନେଶ୍ଵର:- ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶୀ

ପାପଡ଼ାହାଣ୍ଡିବ୍ଲକ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର : ଆଜି ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ

ଆଞ୍ଚଳିକ ଖେଳକୁଦ ପ୍ରତିଯୋଗିତାରେ ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା

ହିଞ୍ଜିଳିକାଟୁ : ଆଞ୍ଚଳିକ ଖେଳକୁଦ ପ୍ରତିଯୋଗିତା ରେ ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟ ର ୫ଜଣ ଜଣ ଛାତ୍ରଛାତ୍ରୀ ଟାଇକୋଣ୍ଡୋ ରେ ଭାଗ ନେଇଥିଲେ । ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟ ର ୫ ଜଣ ଛାତ୍ରଛାତ୍ରୀ ଆଞ୍ଚଳିକ ଖେଳକୁଦ ପ୍ରତିଯୋଗିତା ରେ କୃତିତ୍ୱ ହାସଲ କରିଛନ୍ତି। ଏହା ୨୫!୪

ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘର ବୈଠକ

ବାଲିଗୁଡ଼ା,: ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘ କନ୍ଧମାଳ ଜିଲ୍ଲା ଶାଖାର କାର୍ଯ୍ୟ ନିର୍ବାହୀ ସମିତି ବୈଠକ ବାଲିଗୁଡା ଠାରେ ଅନୁଷ୍ଠିତ ହୋଇଯାଇଛି l ସଂଘ ର ସଭାପତି ସୁରଥ ଚନ୍ଦ୍ର ମୁନି ଶ୍ରୀ ଗଣେଶଙ୍କ ଫୋଟୋ ଚିତ୍ର ନିକଟରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ