ଚନ୍ଦ୍ରରେ ଓହ୍ଲାଇଲା ‘ନୀଳ ଭୂତ’

କେପ୍ କାନାଭେରାଲ: ନୀଳ ଭୂତ ବା ବ୍ଲୁ ଗୋଷ୍ଟ ଯେତେବେଳେ ପ୍ରଥମ ଥର ପାଇଁ ଚନ୍ଦ୍ରରେ ପାଦ ରଖିଲା ସେତେବେଳେ ସାରା ବିଶ୍ୱ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ, ଏହା କୌଣସି ଭୂତ ପ୍ରେତ ନୁହେଁ । ଆମେରିକାର ଏକ ଘରୋଇ କମ୍ପାନି ଦ୍ବାରା ବିକଶିତ ଏକ ମହାକାଶ ଯାନର ନାମ । ଘରୋଇ

ନିଶାଶକ୍ତ ଯୁବକ ଭିଆଇଲେ ଏଭଳି କାଣ୍ଡ, କାନ୍ଥ ଭାଙ୍ଗି ଘରେ ପଶିଗଲା କାର୍

ଭୁବନେଶ୍ୱର: କାନ୍ଥ ଭାଙ୍ଗି ଘରେ ପଶିଗଲା କାର । ଭୁବନେଶ୍ୱର ସୌଭାଗ୍ୟ ନଗରରୁ ଆସିଛି ଏପରି ଘଟଣା । ଏଭଳି କାଣ୍ଡ ଭିଆଇଛନ୍ତି ନିଶାରେ ଚୁର ଯୁବକ । ଆଜି ଭୋର ୪.୩୦ଟା ସମୟରେ ସୌଭାଗ୍ୟ ନଗର ବୈଭବ ଇଷ୍ଟେଷ୍ଟ ସ୍ଥିତ ଚାଟାର୍ଡ ଆକାଉଣ୍ଟ୍ ଅଫିସ୍ ଗେଟ୍ କୁ ପିଟିଲା ଫରର୍ଡ । ୪ଜଣ

ବଡ଼ ମେଡିକାଲ୍‌ରେ ୪୫ ମିନିଟରୁ ଅଧିକ ସମୟ କଟିଲା ବିଜୁଳି

କଟକ: ବିଶ୍ୱସ୍ତରୀୟ ହସ୍ପିଟାଲ ହେଉଛି କଟକ ବଡ ମେଡିକାଲ । କୋଟି କୋଟି ଟଙ୍କା ଖର୍ଚ୍ଚରେ ଭିତ୍ତିଭୂମିର ଉନ୍ନତିକରଣ ଚାଲିଛି । ବଡ ବଡ କୋଠା ତିଆରି ଚାଲିଛି । ହେଲେ, ବଡ ମେଡିକାଲର ପିଛା ଛାଡୁନି ଅବ୍ୟବସ୍ଥା । କେତେବେଳେ ଲିଫ୍ଟ ଚାଲୁନିତ ତ ଆଉ କେତେବେଳେ ପାଣି ସମସ୍ୟା ଦେଖାଦେଉଛି । ଆଉ

ଗଙ୍ଗା ଜଳ ଗାଧୋଇବା ପାଇଁ ଅନୁପଯୁକ୍ତ: ବିହାର ଅର୍ଥନୈତିକ ସର୍ଭେ ରିପୋର୍ଟ

ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ ହୋଇପଡ଼ିଥିବା ବିହାର ଅର୍ଥନୈତିକ ସର୍ଭେ ୨୦୨୪-୨୫ରେ

ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ ,ଏକକାଳୀନ ୩ଟି କିସ୍ତିର ପାଇବେ ଟଙ୍କା

ଭୁବନେଶ୍ୱର : ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ । ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ଏକକାଳୀନ ୩ଟି କିସ୍ତିର ଟଙ୍କା ପାଇବେ । ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏବେ ସୁଭଦ୍ରା

୩୫ ଡିଗ୍ରୀ ଛୁଇଁଲା ଭୁବନେଶ୍ଵର ତାତି

ଭୁବନେଶ୍ଵର: ଦିନକୁ ଦିନ ଉପରମୁହାଁ ହେଲାଣି ପାରଦ । ଚଳିତବର୍ଷ ପ୍ରଥମଥର ପାଇଁ ଭୁବନେଶ୍ଵର ତାତି ୩୫ ଡିଗ୍ରୀ ଟପିଛି । ଆଜି ଦିନ ୨.୩୦ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାତି

ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ମେଡ଼ିକାଲରୁ ଥାନାକୁ ଫେରିଲା ଅଭିଯୁକ୍ତ

ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର ଜ୍ୟୋତିର୍ମୟୀ ରଣାଙ୍କୁ

କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ଅସଦାଚରଣ, ଥାନାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’

ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି

‘ନବ ଦାସଙ୍କ ପରିବାର ଉପରେ ଚାପ ପକାଉଛି ବିଜେଡି’

ଭୁବନେଶ୍ଵର: ନବ ଦାସଙ୍କ ହତ୍ୟାକାଣ୍ଡ ନେଇ ପରିବାର ଲିଖିତ ଅଭିଯୋଗ ଦେବା ପ୍ରସଙ୍ଗରେ ବିଜେଡ଼ି ଚାପ ପକାଉଛି। ଏପରି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ। ସିବିଆଇ ତଦନ୍ତ ପାଇଁ ପରିବାର ଲୋକେ ଲିଖିତ ଅଭିଯୋଗ କଲେ ବିଜେଡ଼ି ଫସିଯିବ ବୋଲି କହିଛନ୍ତି ପ୍ରଦୀପ।

ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦

କଟକ : ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବେଳେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା ରୁଜୁ କଲେ ଏପ୍ରିଲ ୧ରୁ ଲାଗିବ ୧୦୦ ଚଙ୍କାର କର୍ପସ ଷ୍ଟାମ୍ପ । ଏହି ଟଙ୍କା