ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ ଆନନ୍ଦ କୁମାର ଏବଂ ରାଜ୍ୟସଭା

ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା ରୁଜୁ କରି ଘଟଣାରେ ଦୁଇ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା

ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା

ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ

ମହିଳା କଂଗ୍ରେସ କର୍ମୀଙ୍କୁ ହତ୍ୟା, ସୁଟ୍‌କେସ ଭିତରୁ ମିଳିଲା ମୃତଦେହ

ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିବା ୨୨ ବର୍ଷୀୟା ମହିଳା କଂଗ୍ରେସ କର୍ମୀ ହିମାନୀ ନରୱାଲଙ୍କୁ ହତ୍ୟା କରାଯାଇଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଦିନକ ପୂର୍ବରୁ ହିମାନୀଙ୍କୁ ହତ୍ୟା କରାଯିବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହରିୟାଣାର ରୋହତକସ୍ଥିତ ଏକ

ଅଧ୍ୟାପକଙ୍କ ଅସଦାଚରଣ ଲାଗି ଜୀବନ ହାରିଲେ ଛାତ୍ରୀ

ପଟ୍ଟାମୁଣ୍ଡାଇ: ମୋ ଝିଅ…ମୋ ଝିଅ…କୁଆଡ଼େ ଗଲୁ ମୋ ସୁନା ….କାହିଁକି ଏମିତି କଲୁ ….ମୋତେ ଛାଡ଼ି ଚାଲିଗଲୁ … କିଏ ମୋତେ ବୋଉ ବୋଲି ଆଉ ଡାକିବ…..କଲେଜରୁ ଆସି ଖାଇବାକୁ ଦେ ବୋଲି ମାଗିବ…. ଏମିତି ଭାବି ଭାବି ଭୋ ଭୋ ହୋଇ କାନ୍ଦୁଛି ମା । ଆଉ ଗୋଟେ ପରୀକ୍ଷା ଦେଇଥିଲେ +୩ ରେ ପାଠ ପଢ଼ି

ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ

ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଶନିବାର

ତୃତୀୟ ବାର୍ଷିକୀ ମହା ନାମ ଯଜ୍ଞ ଉଦଯାପିତ..

ଉମରକୋଟ/ ରାଇଘର ( ୨/୩/୨୦୨୫) ଭବବନ୍ଧନରୁ ମୁକ୍ତ ହୋଇ ମନୁଷ୍ୟର ପରମଲକ୍ଷ୍ୟ ଭଗବତ ସାକ୍ଷାତକାର କରିବାକୁ ହେଲେ ନାମବ୍ରହ୍ମାଙ୍କର ଉପାସନା ହିଁ ଶ୍ରେଷ୍ଠ ଅବଲମ୍ବନ। ଜପାତ ସିଦ୍ଧି, ଜପୋତ ସିଦ୍ଧି, ଜପୋତ ସିଦ୍ଧି ନ ସଂଶୟଃ। "ମୁ ଯଜ୍ଞମାନଙ୍କ ମଧ୍ୟରେ ଜପଯଜ୍ଞ "। ତେଣୁ ଜପ ମାଧ୍ୟମରେ

ଆସିକା ଡାକ୍ତରଖାନା, ଭଗବାନ ଙ୍କ ଭରଷା ରେ ରୋଗୀ…

ଅବହେଳାର ଶିକାର ହେଉଛନ୍ତି ରୋଗୀ....ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳ ର ସ୍ୱାସ୍ଥ୍ୟ ବ୍ୟବସ୍ଥା ନକହିବା ଭଲ ଆସିକା ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ଆସିକା ସମେତ ଧରାକୋଟ, ଶେରଗଡ, ବେଲଗୁଣ୍ଠା, ବୁଗୁଡା,ସୋରଡା, କବିସୂର୍ଯ୍ୟନଗର ବ୍ଲକ ଅଞ୍ଚଳ ର ରୋଗୀ ନିର୍ଭର କରନ୍ତି। ଏହି

ସୁରେଶ ପନ୍ତ ନୂଆ ପିସିସିଏଫ୍‌

ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍‌ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୦ ବ୍ୟାଚ୍‌ର