Sign in
Sign in
Recover your password.
A password will be e-mailed to you.
ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି
ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପ୍ରସଙ୍ଗରେ ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଖଡଗେ କହିଛନ୍ତି, ଏଭଳି ସମୟରେ ଆମେ ଏକ ରହିଛୁ ବୋଲି ସାରା ବିଶ୍ଵକୁ ଦେଖାଇବାକୁ!-->…
ଅବୈଧ ବାଂଲାଦେଶୀଙ୍କ ଉପରେ ବଡ଼ ଆକ୍ସନ, ବସ୍ତିରେ ଚାଲିଲା ବୁଲଡୋଜର, ୮୦୦ ଗିରଫ
ଅହମଦାବାଦ,୨୯।୪: ପହଲଗାମ ଆକ୍ରମଣ ପରେ, ଅନେକ ରାଜ୍ୟର ପୋଲିସ ଅବୈଧ ଶରଣାର୍ଥୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ନିକଟରେ, ଗୁଜରାଟ ପୋଲିସ ସୁରଟ ଏବଂ ଅହମ୍ମଦାବାଦରୁ ୧୦୦୦ରୁ ଅଧିକ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଥିଲା। ସେହି ସମୟରେ, ଏବେ ପୋଲିସ ଚାନ୍ଦୋଲା!-->…
ଚୀନ ରେସ୍ତୋରାଁରେ ନିଆଁ ଲାଗି ୨୨ ମୃତ
ଲିଆଓନିଂ: ଚୀନର ଲିଆଓନିଂରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଅତି କମରେ ୩ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସ୍ଥାନୀୟ ଲୋକଙ୍କ କହିବା!-->…
ସ୍ଵାମୀଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା
କଟକ : ସ୍ଵାମୀଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା। କିଛି ଦିନ ତଳେ ତୁଳସୀ ଗଣନାଟ୍ୟ ଯାତ୍ରା ପାର୍ଟି ମାଲିକ ପତ୍ନୀ ସୋନାଲିଙ୍କୁ ଫସାଇ ପାଖରେ ରଖିଥିବା ଅଭିଯୋଗ କରିଥିଲେ ସ୍ଵାମୀ ତଥା ଯାତ୍ରା କଳାକାର ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତସିଂହାର ।!-->…
ଗୋଲଡେନ୍ ଲ୍ୟାଣ୍ଡ ଚିଟ୍ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି : ଜମାକାରୀଙ୍କୁ ଠକିବା ଅଭିଯୋଗ
ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଅଫିସିଆଲ ସୂତ୍ର ଅନୁସାରେ, ଜବତ!-->!-->!-->…
ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଲାଗି ପ୍ରସ୍ତାବ ଦେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିବା ପରେ ଓଡ଼ିଶା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ଲାଗି ବାଚସ୍ପତି!-->…
ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ
ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ ମହମ୍ମଦ!-->…
ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ
ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ ଛୁଇଁବାକୁ ଲୋକେ ଡରୁଛନ୍ତି ।!-->…
ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ!-->…
ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ
ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି।ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଆଜି ଅପରାହ୍ଣ ପ୍ରାୟ ସାଢ଼େ!-->…