Sign in
Sign in
Recover your password.
A password will be e-mailed to you.
ମାଲକାନଗିରିରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ଅନୁଷ୍ଠିତ : ୧ ଲକ୍ଷ ୪୦ ହଜାରରୁ ଊର୍ଦ୍ଧ୍ୱ ମହିଳା…
ମାଲକାନଗିରି : ପବିତ୍ର ରକ୍ଷାବନ୍ଧନ ଅବସରରେ ମାଲକାନଗିରି ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ଉତ୍ସାହର ସହିତ ଆୟୋଜିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ!-->!-->!-->…
ନୟାଗଡ ଜିଲ୍ଲା ଚେସ ଆସୋସିଏସନର କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ
ନୟାଗଡ଼: ଜିଲ୍ଳା ଚେସ ଆସୋସିଏସନର କାର୍ଯ୍ୟକାରୀ କମିଟିର ବୈଠକ କେ.ସି କ୍ଲବ ସଭାଗୃହରେ ସଭାପତି ଭାଗିରଥୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକାରୀ କମିଟି ନିଷ୍ପତ୍ତି ଅନୁଯାୟୀ ଚଳିତ ବର୍ଷ ଅକ୍ଟୋବର ମାସ ୨,୩, ୪ତାରିଖ ତିନିଦିନ ବ୍ୟାପୀ ଅଲ ଓଡ଼ିଶା ଓପନ୍ ସ୍କୁଲ ଚେସ!-->…
ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଗୁଗୁରୁମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିମିଣ୍ଡାମାହା ରେ ଲଗାଣ ବର୍ଷା ଯୋଗୁଁ ପ୍ରାଥମିକ ବିଦ୍ୟାଳୟର ବାରଣ୍ଡାର ଛାତ ଭୁଶୁଡ଼ି ପଡ଼ିଛି। ଫଳରେ ବିଦ୍ୟାଳୟରେ ପାଠପଢ଼ା ଅସୁବିଧା ହେବା ସହ ଛାତ୍ରଛାତ୍ରୀଙ୍କ!-->…
ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ୫ମ କିସ୍ତି
ଜିଲ୍ଲାର 3ଲକ୍ଷ 16 ହଜାର 745 ମହିଳାଙ୍କ ଖାତାକୁ ଗଲା ଅର୍ଥରାଶି
କୋରାପୁଟ : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳାମାନଙ୍କୁ 5ମ କିସ୍ତିର ଅର୍ଥରାଶି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠୀପଡ଼ାଠାରେ ଆୟୋଜିତ ରାଜ୍ୟସ୍ତରୀୟ!-->!-->!-->!-->!-->…
ବ୍ରାହ୍ମଣୀରେ ବୁଡି ଗଲେ ୩ ଯୁବକ, ୨ ଉଦ୍ଧାର, ଜଣେ ନିଖୋଜ
ଯାଜପୁର : ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ବୁଡିଗଲେ ୩ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ୨ଜଣ ଉଦ୍ଧାର ହୋଇଥିବା ବେଳେ ଜଣେ ନିଖୋଜ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଜେନାପୁର – ଜାବରା ସେତୁ ନିକଟରେ। ସୂଚନା ମୁତାବକ ଜେନାପୁର ଅଞ୍ଚଳର ୩ଜଣ ଯୁବକ ଆଜି ଅପରାହ୍ନରେ!-->…
କଲେଜ ହଷ୍ଟେଲ ଓ କ୍ୟାଣ୍ଟିନ୍ରେ ଆଉ ହେବନି ପୁରି ଓ ବରା, ତେଲିଆ ଖାଦ୍ୟ କମାଇବାକୁ ପରାମର୍ଶ
ଭୁବନେଶ୍ୱର: ବିଶ୍ୱବ୍ୟାପୀ ଖାଦ୍ୟ, ସାର ଓ ଇନ୍ଧନ ଯୋଗାଣ ସଙ୍କଟର ପ୍ରଭାବକୁ ଦୃଷ୍ଟିରେ ରଖି ରନ୍ଧନ ତେଲର ବ୍ୟବହାର କମାଇବାକୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ କଲେଜକୁ ପରାମର୍ଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସମସ୍ତ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଜାରି!-->…
ଦ୍ରୁତ ଗତିରେ ତରଳୁଛି ହିମାଳୟର ହିମଶୈଳ; ୨୭ ମିଟର ପର୍ଯ୍ୟନ୍ତ ହ୍ରାସ ପାଇଛି ବରଫର ଘନତା
କାଠମାଣ୍ଡୁ: ନେପାଳରେ ସାମ୍ପ୍ରତିକ ଭୟଙ୍କର ଆକସ୍ମିକ ବନ୍ୟା ଘଟିବାର ପ୍ରାୟ ୫ ମାସ ପୂର୍ବରୁ ହିମାଳୟ ଅଞ୍ଚଳର ହିମଶୈଳ ଦ୍ରୁତ ଗତିରେ ତରଳୁଥିବା ଏବଂ ଏହା ଭବିଷ୍ୟତରେ ଭୟଙ୍କର ବିପଦର କାରଣ ହୋଇପାରେ ବୋଲି ଦୁଇଟି ରିପୋର୍ଟରେ ସତର୍କ କରାଯାଇଥିଲା। ଚଳିତବର୍ଷ ମାର୍ଚ୍ଚରେ ଆନ୍ତର୍ଜାତିକ!-->…
ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ୍ ମିସାଇଲ୍ କିଣିବ ଭାରତ !
ନୂଆଦିଲ୍ଲୀ: ଭାରତ ଯୁଦ୍ଧ-ପରୀକ୍ଷିତ ଆମେରିକା ନିର୍ମିତ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ୍ ମିସାଇଲ୍ ସିଷ୍ଟମ ହାସଲ କରିବାକୁ ଯୋଜନା କରୁଛି। ଭାରତର ଏହି ଯୋଜନାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ପ୍ରଶଂସା କରିଛନ୍ତି। ଗୋର୍ କହିଛନ୍ତି ଯେ, ଏହା!-->…
୫୪୭କୁ ବୃଦ୍ଧି ପାଇଲା ନେପାଳ ମୃତ୍ୟୁ ସଂଖ୍ୟା, ୩୨୦ ଭାରତୀୟଙ୍କ ମିଳୁନି ପତ୍ତା
ନେପାଳ : ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାଏଁ ୫୪୭ ଟପିଲାଣି । ଆହୁରି ବଢ଼ିବା ଆଶଂକା । ଅନେକ ଲୋକ ନିଖୋଜ ରହିଛନ୍ତି । ପ୍ରାୟ ୧୫ ଶହ ଲୋକ ନିଖୋଜ ଥିବା ଏପର୍ଯ୍ୟନ୍ତ ଆକଳନ କରାଯାଇଛି । ନେପାଳରେ ୯୦୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି । ସେହିଭଳି ତିବ୍ବତର!-->…
୩୦ ଫୁଟ ତଳକୁ ଖସିଲା ବସ୍, ୫ ମୃତ, ଅନେକ ଆହତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାବରା ସହରର ଭୋପାଳ ବାଇପାସରେ ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୪!-->…