Sign in
Sign in
Recover your password.
A password will be e-mailed to you.
ଉତ୍ତରାଖଣ୍ଡରେ ହିମସ୍ଖଳନ: ଫସିଛନ୍ତି ୪୭ ଶ୍ରମିକ
ଡେରାଡୁନ: ଉତ୍ତରାଖଣ୍ଡ ଚାମୋଲିରେ ଘଟିଛି ବଡ଼ ଦୁର୍ଘଟଣା । ହିମସ୍ଖଳନ କାରଣରୁ ବଡ ଅଘଟଣ ଘଟିଛି । ମାଣା ଗାଁ ଗ୍ଲେସିୟର ତରଳିବା ଦ୍ୱାରା ୪୭ ଜଣ ଶ୍ରମିକ ବରଫ ତଳେ ପୋତି ହୋଇଯାଇଛନ୍ତି । ଏଥିସହ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି । ବରଫ ତଳେ ୫୭ ଶ୍ରମିକ ଦବି ଯାଇଥିବା ବେଳେ ୧୦ ଜଣଙ୍କ!-->…
୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ, ୩ ଗିରଫ
ବଲାଙ୍ଗୀର: ବଲାଙ୍ଗୀର ଅବକାରୀ ଟିମ୍କୁ ସଫଳତା । ବଲାଙ୍ଗୀର କଦମପଡ଼ା ରେଲଓ୍ବେ ଅଣ୍ଡରବ୍ରିଜ୍ ନିକଟରୁ ୨ କୁଇଣ୍ଟାଲ ୧୦ କେଜି ଓଜନର ଗଞ୍ଜେଇ ଜବତ ହୋଇଛି । ଏହା ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ଟିମ୍ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବ ।
ଗିରଫ!-->!-->!-->…
ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର
କଟକ : କଟକ ବାଦାମବାଡ଼ି ଅଞ୍ଚଳରେ ଚାଞ୍ଚଲ୍ୟ । ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର । ବିକାଶଭବନ ନିକଟସ୍ଥ ଏକ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ବାପାଙ୍କ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ନାବାଳିକା ଝିଅର ମୃତଦେହ ମିଳିଥିଲା । !-->…
ଉତ୍ତମଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଉ ନାହାନ୍ତି ସେ ସହରୀ ବାଘ । ପ୍ରିୟଜନ ଏବଂ ପ୍ରଶଂସକଙ୍କୁ ବିଦାୟ ଦେଇ ଆଜି ଚିରନିଦ୍ରାରେ ସୋଇଯାଇଛନ୍ତି ୯୦ ଦଶକର ସରପଞ୍ଚ ବାବୁ ତଥା ଓଲିଉଡ ଦୁନିଆର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ଏବେ ତାଙ୍କ ପାର୍ଥିବ ଶରୀରକୁ ଜଗନ୍ନାଥ ବିହାର ସ୍ଥିତ ବାସଭବନରେ ଅନ୍ତିମ ବିଦାୟ!-->…
୩୦ ବର୍ଷର ରେକର୍ଡ ଭାଙ୍ଗିଲା ଶେୟାର ବଜାର, କ୍ଷତି ହେଲାଣି ୯୨ ଲକ୍ଷ କୋଟି
ଭାରତୀୟ ଶେୟାର ବଜାରରେ ଶୁକ୍ରବାର ବଡ଼ ଧରଣର ହ୍ରାସ ଘଟିଛି। ଯାହାଫଳରେ ଶେୟାର ବଜାର ପ୍ରାୟ ୩୦ ବର୍ଷର ରେକର୍ଡ ଭାଙ୍ଗିଛି। ନିବେଶକମାନଙ୍କ ମଧ୍ୟରେ ଆହୁରି ଭୟ ବୃଦ୍ଧି ପାଇଲାଣି। ଆଗକୁ କ’ଣ ହେବ ତାହା କହିବା ମୁସ୍କିଲ ହୋଇପଡ଼ିଛି। ୨୦୨୪ ଅକ୍ଟୋବର ମାସରୁ ନିଫ୍ଟି ପ୍ରତିମାସରେ ଖସିବାରେ!-->…
ବ୍ରହ୍ମପୁରରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ମାର୍ଚ୍ଚ ୮ ରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବୀ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦ୍ଵୀତିୟ କିସ୍ତି ପ୍ରଦାନ କରାଯିବ । ଆନ୍ତର୍ଜାତିୟ ମହିଳା ଦିବସରେ ସଶକ୍ତ ହେବେ ମହିଳା। ଏକ!-->…
ଅମିତଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କଲା ପୋଲିସ
ଅନ୍ଧ କଲା ପ୍ରେମ । ପ୍ରେମରେ ବାଇଆ ହୋଇ ଅପରାଧ କରି ବସିଲା ପ୍ରେମିକ । ମୋ ପ୍ରେମରେ ଯିଏ କଣ୍ଟା ସାଜିବ ତାକୁ ଜୀବନରୁ ମାରିଦେବି । ଏମିତି କଥା ଭାବି ଭାବି ଶେଷରେ ଜଣଙ୍କ ଜୀବନ ନେଇଗଲା ପ୍ରେମିକ । ଜଣେ ପ୍ରେମିକାକୁ ଦୁଇ ଜଣ ପ୍ରେମିକ । ପ୍ରେମକୁ ପାଇବା ପାଇଁ ଜଣେ ନେଲା ଅନ୍ୟ ଜଣେ!-->…
ଜାତୀୟ ବିଜ୍ଞାନ ଦିବସ ଅବସରରେ ଶିକ୍ଷକ ସାମଗ୍ରୀ କର୍ମଶାଳାର ଆୟୋଜନ…
ମାଲକାନଗିରି : ଆଜି ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡା କ୍ଲଷ୍ଟର ନିଲିମାରି ଆଶ୍ରମ ବିଦ୍ୟାଳୟ ରେ ଏକ ଶିକ୍ଷଣ ସାମଗ୍ରୀ କର୍ମଶାଳା ର ଆୟୋଜନ କରାଯାଇଛି l ସି.ଆର.ସି.ସି ଶ୍ରୀ ରଂଜିତ କୁମାର ନାୟକଙ୍କ ତତ୍ୱାବଧାନରେ ଏହି କର୍ମଶାଳା ଆୟୋଜିତ କରାଯାଇଥିଲା l ସେହି ବିଦ୍ୟାଳୟର ପ୍ରଧାନ!-->…
ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍ ଇନଚାର୍ଜ୍, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: ଲାଞ୍ଚ ନେବାବେଳେ ବ୍ରାଞ୍ଚ୍ ଇନଚାର୍ଜ୍ଙ୍କୁ ଧରିଲା ଭିଜିଲାନ୍ସ । କୋରାପୁଟ ଜିଲ୍ଲା ସିମିଳିଗୁଡ଼ା ବ୍ଲକ୍ କୁନ୍ଦୁଲି LAMPCS ବ୍ରାଞ୍ଚ୍ ଇନଚାର୍ଜ୍ ସତ୍ୟନାରାୟଣ ଚଲ୍ଲଣଙ୍କୁ ୩୦୦୦ ଟଙ୍କା ଲାଞ୍ଚ ନେବା ପାଇଁ ଅଟକ ରଖିଲା ଭିଜିଲାନ୍ସ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା!-->…
ଜର୍ମାନୀରେ ଦକ୍ଷିଣପନ୍ଥୀ ସରକାର, ଫ୍ରେଡରିକ ମର୍ଜ ହେବେ ନୂଆ ଚାନସେଲର
ୟୁରୋପୀୟ ଦେଶ ଜର୍ମାନୀରେ ଶେଷ ହୋଇଥିବା ନିର୍ବାଚନରେ ଦକ୍ଷିଣପନ୍ଥୀ ଦଳ ବିଜୟୀ ହୋଇଛି। ଫ୍ରେଡରିକ ମାର୍ଟିନ ଜୋଶେଫ ମର୍ଜଙ୍କ ନେତୃତ୍ଵାଧୀନ କ୍ରିଷ୍ଟିୟନ ଡେମୋକ୍ରାଟିକ ୟୁନିଅନ(ସିଡିୟୁ) ପାର୍ଟି ବିପୁଳ ଭୋଟରେ ବିଜୟ ଲାଭ କରିବା ସହିତ ସରକାର ଗଠନ କରିବା ନିଶ୍ଚିତ ହୋଇଛି। ସିଡିୟୁ ନେତା!-->…