ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର…

ଦେବଗଡ଼ : ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ ସନ୍ଦିଗ୍ଧ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଲା ଥାନା

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତକ ହେଲେ ଭଦ୍ରକ ଜିଲ୍ଲା ଦୋଳପଦି ଗାଁର

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌…

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ…

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ ଯୋଗେନ୍ଦ୍ର

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର…

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍‌ ଇଣ୍ଟରନାଲ କମିଟି ମୁଖ୍ୟ, ସୁରକ୍ଷା ମୁଖ୍ୟ, ସହକାରୀ

ବନ୍ଧୁକ ମୁନରେ ଲୁଟ : ସ୍ୱାମୀଙ୍କୁ ବାନ୍ଧିଲେ: ସ୍ତ୍ରୀ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ୮ ଭରି ସୁନା ଅଳଙ୍କାର ଓ…

ଘଟଣାକୁ ନେଇ ଦୋକାନ ବଜାର ବନ୍ଦ, ରାସ୍ତାରୋକ...ବାଲିଗୁଡା, ତା, ୨୭/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଅଞ୍ଚଳ ଚୋରଙ୍କ ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଛି l ବାରମ୍ବାର ଚୋରୀ, ଡକାୟତି, ଲୁଟତରାଜ, ରାହାଜାନି କରି ସିଧାସଳଖ ସ୍ଥାନୀୟ ପୋଲିସ କୁ

ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍‌; ୨ ମୃତ, ଜଣେ ଗୁରୁତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି ଜାଗର ଯାତ୍ରା ଦେଖିବାକୁ

ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ

ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ ବସିଥିଲେ । କିନ୍ତୁ ହଠାତ ଯେଉଁ ଅଘଟଣ ଘଟିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ ବ୍ରତ ଭାଙ୍ଗିଥିଲେ ଶ୍ରଦ୍ଧାଳୁ । ମହାଦୀପ ଉଠିବା

ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟି ମୃତ୍ୟୁ ବରଣ କରିଥିବା ସନ୍ଦେହ