ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର ପରିସର। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ

ଜାଗର ଯାତ୍ରା, ରାତି ସାଢେ ୧୧ ଟାରେ ଉଠିବ ମହାଦୀପ ଶିବ ପଞ୍ଚାକ୍ଷର ମନ୍ତ୍ରରେ ଶୈବପୀଠ ପ୍ରକମ୍ପିତ…

ହିଞ୍ଜିଳିକାଟୁ, ୨୬।୨: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମରେ ଥିବା ଶୈବପୀଠ ଗୁଡିକରେ ବୁଧବାର ପ୍ରାତଃରୁ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଭକ୍ତ ମାନଙ୍କ ଅସମ୍ଭବ ଭିଡ ଲାଗି ରହିଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର, ଆଙ୍କୋରଡାର

ଅଜଣା ଗାଡି ଧକ୍କାରେ ଦାଦା ମୃତ, ପୁତୁରା ଗୁରୁତର…

ବାଲିଗୁଡା, ତା, ୨୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଦାଦା ମୃତ୍ୟୁ ବରଣ କରିଥିବା ବେଳେ ପୁତୁରା ଗୁରୁତର ଅବସ୍ଥାରେ

ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ

ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ ପ୍ରାନ୍ତରୁ ୧୦୦ରୁ ଅଧିକ ପୋଲିସକର୍ମୀଙ୍କୁ

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି ଦେଇ ନିଜ ପାଖରେ ଆଣି ରଖିଥିଲେ । ବର୍ଷ ବର୍ଷ ଧରି ଶାରୀରିକ

 ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ । ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର

ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଯାହା

ମହାଶିବରାତ୍ରୀ ପାଇଁ ଶୈବପୀଠ ଚଳଚଞ୍ଚଳ: ଶତାଧିକ ଭକ୍ତଙ୍କ ସମାଗମ, ଆରାଧନା କଲେ ବିଦେଶୀ ଭକ୍ତ…

ବାଲିଗୁଡା, ତା, ୨୬/୦୨ : ପବିତ୍ର ମହାଶିବରାତ୍ରୀ ଓ ‘ଜାଗର’ ଉତ୍ସବ ଅବସରରେ ଗାଁଠୁ ସହରର ସମସ୍ତ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି। ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ତଥା ଶ୍ରଦ୍ଧାଳୁଙ୍କ

ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଖୋଜୁଥିବା ବେଳେ

ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣା​‌ରେ କେହି ମୃତାହତ ହୋଇଥିବା ନେଇ ସୂଚନା