Sign in
Sign in
Recover your password.
A password will be e-mailed to you.
ରାୟଗଡ଼ା ଶ୍ରୀ ସତ୍ୟ ସାଇ ଭ୍ରାମ୍ୟମାଣ ଚିକିତ୍ସାଳୟ ପକ୍ଷରୁ ସମ୍ପୂର୍ଣ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର
ରାୟଗଡ଼ା : ରାୟଗଡ଼ା ଶ୍ରୀ ସତ୍ୟ ସାଇ ଭ୍ରାମ୍ୟମାଣ ଚିକିତ୍ସାଳୟ ପକ୍ଷରୁ ଜେ କେ ପୁର ସାଇ ସମିଥି ଆନୁକୂଲ୍ୟରେ କୋଲନାରା ବ୍ଲକ ଅନ୍ତର୍ଗତ ଦୁନ୍ଦୁଲି ଗ୍ରାମ ପଞ୍ଚାୟତ ଠାରେ ସମ୍ପୂର୍ଣ ନିଃଶୁଳ୍କ ତଥା ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ସମୁଦାୟ ୨୦୬ ଗରୀବ ରୋଗୀ!-->…
ଆଦିତ୍ୟ ଆଲୁମିନା ରିଫାଇନାରୀର ଆପାରେଲ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ରାୟଗଡ଼ା : ରାୟଗଡ଼ା ଜିଲ୍ଲାର କାଶିପୁର ଅନ୍ତର୍ଭୁକ୍ତ ବିକାଶ ଏବଂ ମହିଳା ସଶନ୍ତୀକରଣ କୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ବପୂର୍ଣ ପଦକ୍ଷେପ ସ୍ବରୂପ ଆଦିତ୍ୟ ଆଲୁମିନା ରିଫାଇନାରୀ, କଂସାରୀଗୁଡା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍, ଆଦିତ୍ୟ ବିର୍ଲା ଗ୍ରୁପ୍ ର ଏକ ଏକ!-->!-->!-->…
ପାକିସ୍ତାନୀ ରାଜନେତାଙ୍କୁ ଜୋରଦାର ଟାର୍ଗେଟ କଲେ ଅଦନାନ ସାମି
ଶ୍ରୀନଗର: ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସାରା ଦେଶ ଏବେ ବି ମର୍ମାହତ। ଏହି ଖବର ଶୁଣିବା ପରେ ବଲିଉଡ ଗାୟକ ଅଦନାନ ସାମି ମଧ୍ୟ ଗଭୀର ଭାବରେ ମର୍ମାହତ ହୋଇଥିଲେ। ଏହି ସମୟରେ, ସେ ପାକିସ୍ତାନୀ ରାଜନେତା ଏବଂ ପୂର୍ବତନ ମନ୍ତ୍ରୀ ଫୱାଦ!-->…
ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ
ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର ବସ୍ତିଆଙ୍କ ମୃତ୍ୟୁ ଘଟିଛି । ଉଭୟ ଶାଶୁ ଓ ସ୍ତ୍ରୀ!-->…
ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ
ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ ।
ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ ଗୋଡ଼ିବିଡ଼ା!-->!-->!-->…
ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ
ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ କରିଥିଲେ। ଆକ୍ରମଣ ବେଳେ ପଥର ମାଡ଼ରେ କନଭଇରେ ଥିବା!-->…
ନଈରେ ପଡ଼ି ୨ ଯୁବକ ମୃତ, ଫଟୋ ଉଠାଉଥିବା ବେଳେ ଖସିପଡ଼ି ନିଖୋଜ ଥିଲେ
ଘଟଗାଁ : ନଈରେ ପଡ଼ି ୨ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ପାଟହରା ଗୁମ୍ଫା ନିକଟ ନଈରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ୪ ଜଣ ଯୁବକ ବୁଲିବାକୁ ଆସିଥିଲେ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ବଡପଳାସପାଳ ପଞ୍ଚାୟତର ପାଟହରା ଗୁମ୍ଫାରେ ଫଟୋ!-->…
ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର
ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ ନିକଟରେ । ଦୁର୍ଘଟଣାରେ ଗୁରୁତର ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି!-->…
ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ
ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ ସୂଚନା ଦେଇଛି। ମସ୍କୋ କହିଛି ଯେ!-->…
ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ
ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି ଆମ ପାଇଁ ଟଙ୍କା ଯୋଗାଡ କରିଛନ୍ତି କୌଣସି ଟ୍ରଷ୍ଟ କିମ୍ୱା ଗରିବ ଲୋକକୁ ଦେଇ ଦିୟନ୍ତୁ ।!-->…