Sign in
Sign in
Recover your password.
A password will be e-mailed to you.
ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା । ୫ ଦିନ ଧରି ସର୍ଚ୍ଚ ଅପରେସନ!-->…
ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର!-->!-->!-->…
ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ
ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ । ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ । ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି ।
!-->!-->!-->…
ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର
ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର ମୃତ୍ୟୁ ହୋଇଛି । ଅନେକ ଗୋରୁ ଉଦ୍ଧାର ହୋଇଛନ୍ତି ।
ତେବେ ଭଦ୍ରକର!-->!-->!-->…
କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି
ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା ୧୪୪ ଲାଗୁ କରାଯାଇଛି। ଅନ୍ୟପକ୍ଷରେ,!-->…
ପୁଣି ଅଶାନ୍ତ ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ…
କିନ୍ତୁ ଟେର ପାଉନି ପୋଲିସ...! ଅନ୍ଧାର ରେ ବୁଲାଉଛି ବାଡ଼ି..
ବ୍ରହ୍ମପୁର : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି । ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ!-->!-->!-->…
ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ
ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହୋମଗାର୍ଡଙ୍କ ସ୍ତ୍ରୀ,!-->…
କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ, ପରିବାର ପକ୍ଷରୁ ଥାନାରେ ଅଭିଯୋଗ
ଯାଜପୁର : ଯାଜପୁରରେ ଲଜ୍ଜା । କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ବିରୋଧ କରିବାରୁ ପୀଡିତାଙ୍କୁ ଆକ୍ରମଣ କଲେ ଅଭିଯୁକ୍ତ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳା । ଅଭିଯୋଗର ୭୨ ଘଣ୍ଟା ପରେ ବି ପୋଲିସର ହାତ ଖାଲି । ଅଭିଯୋଗ!-->…
ୱେଭ୍ସ ଆନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତାର ଫାଇନାଲରେ ଚମକିବେ ଦୁଇ ଓଡ଼ିଆ
ଭୁବନେଶ୍ଵର: ଆସନ୍ତା ମେ ୧ରୁ ୪ ତାରିଖ ପର୍ଯ୍ୟନ୍ତ ମୁମ୍ବାଇରେ ଆୟୋଜିତ ହେବ ବିଶ୍ୱ ଦୃଶ୍ୟ ଶ୍ରାବ୍ୟ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ-ୱେଭ୍ସ ୨୦୨୫।
ୱେଭ୍ସ ଅଧୀନରେ ଆୟୋଜିତ ଆନିମେସନ ଚଳଚ୍ଚିତ୍ର ନିର୍ମାତା ପ୍ରତିଯୋଗିତାର ଫାଇନାଲରେ ଅଂଶଗ୍ରହଣ କରିବା ଲାଗି ସାରା ଦେଶରୁ ୪୨ ଜଣ!-->!-->!-->…
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ଫୁଟୁଛି, ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୨୧ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ଦୁଃଖିତ।
ଆତଙ୍କବାଦୀ ଆକ୍ରମଣର!-->!-->!-->…