ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଗଣମାଧ୍ୟମ ଚ୍ୟାନେଲ ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଜାରି

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି ପରାମର୍ଶଦାତା ଜାରି କରାଯାଇଛି।

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ…

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ

ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ ନେତାମାନେ

ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍‌, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ

ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏକ ନିରପେକ୍ଷ ତଦନ୍ତ

ସ୍ବତନ୍ତ୍ର ଉତ୍କଳର ନିର୍ମାତା କୃଷ୍ଣ ଚନ୍ଦ୍ର ଗଜପତିଙ୍କ ଗଞ୍ଜାମ ଜିଲ୍ଲାସ୍ତରୀୟ ୧୩୪ ତମ ଜନ୍ମ ଜୟନ୍ତୀ ପାଳିତ

ଗଜପତି ମହାରାଜାଙ୍କ ବଳିଷ୍ଠ ନେତୃତ୍ବ ନିକଟରେ ଚିର କୃତଜ୍ଞ ଜଣାଇଲେ ବକ୍ତାଗଣଓଡିଆ ଜାତିର ଏକତା ଅକ୍ଷୁର୍ଣ୍ଣ ରଖିବା ନିମନ୍ତେ ମହାରାଜାଙ୍କ ଅବଦାନ ଅତୁଳନୀୟଛତ୍ରପୁର : ଉତ୍କଳ ମାଟିର ଅଗ୍ରଗଣ୍ୟ ବରପୁତ୍ର, ମହାମାନବ ତଥା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ବିନ୍ଧାଣୀ, ପୂଣ୍ୟ ଶ୍ଲୋକ

ବଧିରମାନଙ୍କ ପାଇଁ IDCA ଷଷ୍ଠ ଦିନିକିଆ ଜାତୀୟ ଜୋନାଲ କ୍ରିକେଟ ଚାମ୍ପିଅନସିପ ଆରମ୍ଭ

ଭୁବନେଶ୍ୱର : ଭାରତୀୟ ବଧିର କ୍ରିକେଟ ଆସୋସିଏସନ (IDCA) ଏପ୍ରିଲ ୨୬ ରୁ ୩୦ ତାରିଖ ୨୦୨୫ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ୱରରେ ଷଷ୍ଠ ଦିନିକିଆ ଜାତୀୟ ଜୋନାଲ କ୍ରିକେଟ ଚାମ୍ପିଅନସିପ ଆୟୋଜନ କରିଥିଲା। ଦେଶର ବିଭିନ୍ନ ସ୍ଥାନରୁ ପାଞ୍ଚଟି ସ୍ୱତନ୍ତ୍ର ଭାବରେ ସକ୍ଷମ ପୁରୁଷ ଦଳ ଏହି

ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ

ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି ଯାଉଥିବା ବେଳେ ରାସ୍ତାରେ ବିପରୀତ ଦିଗରୁ

ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି ଅବସରରେ ବିଭିନ୍ନ ସରକାରୀ