ବାଇକ ରୁ ପଡି ଯୁବକ ଗୁରୁତର…

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ବିରମିତ୍ରପୁର ଥାନା ଅଧିନସ୍ତ ବାକି ପୋଲ ଉପରେ ଗୋଟିଏ ସ୍କୁଟିରୁ ଗଜାଧର ବଡାଇକ ୩୦ ବର୍ଷ ନିଜର ଭାରସାମ୍ୟ ହରାଇ ଥିବାରୁ ରାସ୍ତା ଉପରେ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ ! ପାଦଚାରି ଲୋକଙ୍କ କହିବା ଅନୁଯାଇ ଏହି ସ୍କୁଟି ଚାଲାକ ବେପରୁଆ ଦ୍ରୁତ ଗତିରୁ

ବିଦ୍ୟାଳୟର ବାର୍ଷିକ ଉତ୍ସବ ସହ ସଫାସୁତୁରା ଗାଁ ଦାଣ୍ଡ…

ଚିକିଟୀ-- ଏହି ବ୍ଲକ ଅନ୍ତର୍ଗତ ପ୍ରାଥମିକ ବିଦ୍ୟାଳୟ ଡାଳପଲଙ୍କ ପ୍ରାଥମିକ ବିଦ୍ୟାଳୟ ରେ ନିରାଡ଼ମ୍ବରଭାବେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ସିମାଞ୍ଚଳ ପଣ୍ଡା , ସି ଆର ସି ସି ଧର୍ମରାଜୁ ବେହେରା ୱାର୍ଡ ସଭ୍ୟ କହ୍ନେଇ ବେହେରା ଉପସ୍ଥିତ

କେନ୍ଦୁଝରରେ ପ୍ରଜାପିତା ବ୍ରହ୍ମକୁମାରୀ କାର୍ଯ୍ୟାଳୟକୁ ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ 

କେନ୍ଦୁଝର: ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟ ‘ସୁଖ ଶାନ୍ତି ସରୋବର’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁନ୍ଦର, ଅଧ୍ୟାତ୍ମିକ ପୃଥିଵୀର ପରିକଳ୍ପନାକୁ ବାସ୍ତବିକତାର ରୂପ ଦେବାପାଇଁ

ଭୁଶୁଡ଼ିଲା ନିର୍ମାଣାଧୀନ ସୁଡ଼ଙ୍ଗର ଛାତ, ଭଗ୍ନାବଶେଷ ତଳେ ଫସି ରହିଛନ୍ତି ୬ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ: ତେଲେଙ୍ଗାନାର ନାଗକୁରନୂ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଶନିବାର ଏଠାରେ ନିର୍ମାଣାଧୀନ ଶ୍ରୀଶୈଲମ ଲେଫ୍ଟ ବ୍ୟାଙ୍କ୍ କେନାଲ (ଏସଏଲବିସି)ର ଏକ ଟେନେଲର କିଛି ଅଂଶ ଭୁଶୁଡ଼ି ପଡ଼ିଛି। ଯାହାର ଭଗ୍ନାବଶେଷ ତଳେ ଫସିଛନ୍ତି ୬ ଶ୍ରମିକ। ସୂଚନା ପାଇ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ

ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି। ଏହି ପଦକ୍ଷେପ

୧୯ ୯୩ ମସିହା ବ୍ୟାଚ ର ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ବନ୍ଧୁମିଳନ…

ଚିକିଟୀ --ଏହି ବ୍ଲକ କୃଷ୍ଣପୁର ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ର 1993 ମସିହା ବ୍ୟାଚର ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ନିକଟସ୍ଥ ବନବିହାର ଶକ୍ତିପୀଠ ରତ୍ନେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ପୂର୍ବତନ

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ୨୦୨୫ ଆରମ୍ଭ ହୋଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ (ଗୁଇନ୍ଦା) ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା

ସାମୁହିକ ପ୍ରୟାସ ହିଁ ସ୍ଵାସ୍ଥ୍ୟର ଦୃଢ଼ତା ବଢ଼ାଏ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ଆଇଜିଡି ଏନଜିଓ ପକ୍ଷରୁ ଗୋଷ୍ଠୀ ଗତ ସଂଗଠନ, ସାମାଜିକ ସଂଗଠନ ଓ ଏନଜିଓ କର୍ମୀଙ୍କୁ ନେଇ ମାତୃ, ଶିଶୁ ସ୍ୱାସ୍ଥ୍ୟ ଓ କିଶୋର ସ୍ଵାସ୍ଥ୍ୟର ସୁଦୃଢ ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ