Sign in
Sign in
Recover your password.
A password will be e-mailed to you.
ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ।
ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ!-->!-->!-->…
ଭାରତ-ପାକିସ୍ତାନ ଏବେ ଶାନ୍ତ ରହିବା ଜରୁରୀ: ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ
ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଲଗାମର!-->…
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ
ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ । ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ!-->…
ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ!-->…
ଆତଙ୍କବାଦୀଙ୍କୁ ସ୍ବାଧୀନତା ସଂଗ୍ରାମୀ ବୋଲି କହିଲେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ
ଇସ୍ଲାମବାଦ୍: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଯୁଦ୍ଧ ଆଶଙ୍କା ମଧ୍ୟରେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ ଦାରଙ୍କ ଭାରତ ବିରୋଧରେ ଦେଇଛନ୍ତି ବଡ଼ ବୟାନ । ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ!-->…
ରାଜଧାନୀର ଦୁଇ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି grp ପୋଲିସ ।
ଏକାଥରକେ ୨ଟି ରେଳ!-->!-->!-->…
ଭିଜିଲାନ୍ସ ଜାଲରେ ଠିକାଦାର, ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ହେଲେ ଗିରଫ
ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ!-->…
ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ
ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ ଜମ୍ମୁ କଶ୍ମୀରରେ ନିୟନ୍ତ୍ରଣ ରେଖାରେ କିଛି ସ୍ଥାନରେ!-->…
ଲକ୍ଷ ଲକ୍ଷ କଇଁଛ ଶାବକ ସମୁଦ୍ର ମୁହାଁ
ସମୁଦ୍ର ମୁହାଁ କଇଁଛ ଛୁଆ । ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ଗତ ଦୁଇଦିନ ଭିତରେ ୮୨ ଲକ୍ଷ ଶାବକ ଅଣ୍ଡାରୁ ବାହାରି ଗଭୀର ସମୁଦ୍ର ଭିତରକୁ!-->…
ନବ ଦାସ ହତ୍ୟା ମାମଲା: ଗୋପାଳର ବଡ଼ଭାଇ ସହ ପୁତୁରାକୁ କ୍ରାଇମବ୍ରାଞ୍ଚର ପଚରାଉଚରା
ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି!-->…