Sign in
Sign in
Recover your password.
A password will be e-mailed to you.
ଗିଲ୍ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ
ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି!-->…
ପଶ୍ଚିମ ଓଡ଼ିଶା ବିକାଶ ପାଇଁ କେତେ ଖର୍ଚ୍ଚ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ ହୋଇଛି ପ୍ରାପ୍ତ ତଥ୍ୟ ଅନୁସାରେ ପଶ୍ଚିମ ଓଡ଼ଶା ବିକାଶ ପରିଷଦ ପାଣ୍ଠିରୁ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡିକ ପାଇଁ ୨୦୨୪-୨୫ର କାର୍ଯ୍ୟାନ୍ବୟନ ପାଇଁ ମୋଟ ୧୫୦,୮୪,୬୪,୦୪୮ ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏକ!-->…
ଆସନ୍ତାକାଲିଠାରୁ ଓଡିଶାରେ ମାଟ୍ରିକ୍ ପରୀକ୍ଷା: ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷାଦେବେ
ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରଠାରୁ ଓଡ଼ିଶାରେ ବାର୍ଷିକ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବାରୁ, ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପରୀକ୍ଷାରେ କପି ଏବଂ ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ଠୋସ୍ ପଦକ୍ଷେପ ନେଇଛି।ସରକାରୀ ସୂତ୍ରରୁ ଜଣାପଡ଼ିଛି ଯେ, ଏଥର ରାଜ୍ୟ ସାରା ମୋଟ ୫!-->…
ନୂତନ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡ଼ି କର୍ମକର୍ତ୍ତା
ବାଲିଗୁଡା, ତା, ୨୦/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ନୂତନ ଭାବେ ଗୁଣୁପୁରରୁ ବଦଳି ହୋଇ ଆସି ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶୁଭ୍ରାଞ୍ଜଳି ପ୍ରଧାନ ଙ୍କୁ ଗୁରୁବାର କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲ୍ଲାପରିଷଦ ସଦସ୍ୟା!-->…
ଆମ୍ବ ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର : ପୋଲିସର ତଦନ୍ତ ଜାରି
ଉମରକୋଟ /ରାଇଘର : ରାଇଘର ପୋଲିସ ଏକ ଆମ୍ବ ଗଛରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟା ଜାରି ରଖିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଜଲଙ୍ଗପାରା ପଞ୍ଚାୟତର ନୀରାବେଡା ଗ୍ରାମରେ। ଆତ୍ମହତ୍ୟା କରିଥିବା ଯୁବକ ଜଣଙ୍କ ହେଉଛନ୍ତି!-->…
ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତିର ବ୍ଲକସ୍ତରୀୟ ଜନଶୁଣାଣୀ କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଗୁରୁବାର ନୂତନ ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡା ପି,ଏ ଆଇ,ଟି,ଡ଼ି,ଏ ଗଦାଧର ପାତ୍ରଙ୍କ ଉପସ୍ଥିତରେ ୧୪ ଟି ପଞ୍ଚାୟତର ବିଭିନ୍ନ ବିଭାଗ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧିଙ୍କୁ!-->…
ବାଇକରୁ ପଡି ଯୁବକ ମୃତ
ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଥାନା ଅଧିନସ୍ତ ଜୟଡେଗା ପଞ୍ଚାୟତ ଅନ୍ତର୍ଗତ ଝାରବେଡା ଗ୍ରାମର ରାଜେଶ ବାକ୍ସଳାଙ୍କ ପୁଅ ସୁରଜ ବାକ୍ସଳା ୨୪ ବର୍ଷ ଗତ ତା ୧୧/୦୨/୨୫ ରିଖ ସନ୍ଦ୍ୟା ପ୍ରାୟ ୭ଟା ସମୟରେ ନିଜ ବାଇକ ନମ୍ବର OD 14 AG 4843 ଯୋଗେ ପୂର୍ଣାପାଣି ଆଡକୁ ଯାଉଥିବା ବେଳେ!-->…
ଯାତ୍ରୀ ବିଶ୍ରାମାଗାର ଓ ଭାଗବତ ମଣ୍ଡପ ଶୁଭ ଉଦଘାଟନ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତରେ ନୂତନ ଯାତ୍ରୀ ବିଶ୍ରାମାଗାର ଓ ଭାଗବତ ମଣ୍ଡପର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ!-->…
ସ୍ନାନ କରିବା ବେଳେ ପାଣିରେ ବୁଡି ହାଇସ୍କୁଲ କିରାଣୀଙ୍କ ମୃତ୍ୟୁ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଭୋଇ ସାହି ର ଶିବ ପ୍ରସାଦ ଭୋଇ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ଶିବ ଟିକାବାଲି ବ୍ଲକ୍ ଅଧିନସ୍ଥ ବୁର୍ବୀନାଜୁ ଗ୍ରାମ ପଞ୍ଚାୟତ ରିସୁ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ରେ କିରାଣୀ ଭାବରେ କାର୍ଯ୍ୟରତ ଥିଲେ ।!-->…
୧୫ଦଫା ଦାବୀ ନେଇ ଓଡିଶା ମନରେଗା ଶ୍ରମିକ ୟୁନିୟନ ଗଞ୍ଜାମ ଜିଲ୍ଲା କମିଟି ଆନ୍ଦୋଳନ
ଛତ୍ରପୁର : ଶ୍ରମିକଙ୍କୁ କାମ ଯୋଗାଇ ଦେବା ରେ ବିଫଳ କାହିଁକି ଜବାବ ଦିଅ ଡବଲ ଇଂଜିନ ସରକାର… ମନରେଗା ମହାଦୁର୍ନୀତି କେବେ ବନ୍ଦ ହେବ ଜବାବ ଦିଅ ନାରାବାଜି ସହ ୧୫ ଦାବୀ ନେଇ ରାଜରାସ୍ତା କୁ ଓଲ୍ହାଇଛି ଓଡିଶା ମନରେଗା ଶ୍ରମିକ ୟୁନିୟନ ଗଞ୍ଜାମ ଜିଲ୍ଲା କମିଟି, ଏନେଇ ଶହ ଶହ ମହିଳା ଶ୍ରମିକ!-->…