Sign in
Sign in
Recover your password.
A password will be e-mailed to you.
ଇ-ପରୀକ୍ଷାରେ ବିପିୟୁଟିର ରେକର୍ଡ: ୭ ଦିନରେ ଫଳାଫଳ ଘୋଷଣା
ରାଉରକେଲା: ଇ-ପରୀକ୍ଷାରେ ରେକର୍ଡ କରିଛି ବିଜୁ ପଟ୍ଟନାୟକ ଯାନ୍ତ୍ରିକ ବିଶ୍ବବିଦ୍ୟାଳୟ (ବିପିୟୁଟି)। ଓଡ଼ିଶାର ପ୍ରଥମ ଓ ଏକମାତ୍ର ଅନୁବନ୍ଧିତ ବିଶ୍ବବିଦ୍ୟାଳୟ ଭାବେ ଇ-ପରୀକ୍ଷାରେ ଏହା ସବୁଠୁ ଆଗରେ ରହିଛି। ପରୀକ୍ଷା ଶେଷ ହେବାର ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଫଳାଫଳ ଘୋଷଣା ସହ!-->…
ଭୁବନେଶ୍ୱରରେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ
ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ। ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଭାରୀଙ୍କୁ ସ୍ୱାଗତ କରିଛନ୍ତି କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟ।ଏଣେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଛନ୍ତି!-->…
ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି କୌଣସି ପ୍ରସ୍ତାବ ନାହିଁ: ବାଣିଜ୍ୟ…
ଭୁବନେଶ୍ବର: ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି ଭୂଷଣ ଜେନା!-->…
ଘରେ ପଶି ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ…
ମାଲକାନଗିରି: ଘରେ ପଶି ମହିଳାଙ୍କୁ ମଦ ପିଆଇ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ଏହି ଘଟଣାରେ ପୁଲିସ୍ ଅଭିଯୁକ୍ତ ପୁଲିମେଟଲା ଗ୍ରାମର ଭିମା ପଡ଼ିଆମିଙ୍କୁ ଅଟକ ରଖିଛି । ମହିଳାଜଣକ ଘରେ ଏକୁଟିଆ ଥିବାର!-->…
କାଳ ବୈଶାଖୀର ତାଣ୍ଡବ : ପ୍ରବଳ ବର୍ଷା ଓ ପବନରେ ଘରର ଛପର ଉଡ଼ିଲା…
ବାଲିଗୁଡା, ତା, ୨୦/୦୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ହଠାତ ବର୍ଷା ଓ ପବନ ଯୋଗୁଁ ଏକାଧିକ ଲୋକଙ୍କ ଘରର ଛପର ଉଡିବା ସହ ଆଜବେଷ୍ଟସ ଉଡି ଭାଙ୍ଗି ନଷ୍ଟ ହୋଇଛି। ସୂଚନା ଯେ ପ୍ରତିଦିନ!-->…
୪୦ ପରିବାରକୁ ମାତ୍ର ଗୋଟିଏ ନଳକୂପ : ସକାଳ ପାଇଲେ ପାଣି ପାଇଁ ଅଶାନ୍ତି ଆରମ୍ଭ, ସମାଧାନ ପାଇଁ ଦାବୀ…
ବାଲିଗୁଡା ,ତା, ୨୦/୦୨: ଆଗକୁ ଆସୁଛି ଗ୍ରୀଷ୍ମ ପ୍ରବାହ । ହେଲେ ତାହା ପୂର୍ବରୁ ଦେଖା ଦେଇଛି ପାଣି ସମସ୍ୟା । ପାଣି ପାଇଁ ସାହିରେ ଦେଖା ଦେଇଛି ଅଶାନ୍ତି, ସକାଳ ହେଲେ ଝଗଡ଼ା ହେଉଛନ୍ତି ମହିଳା । ଦାରିଙ୍ଗବାଡି ପଞ୍ଚାୟତ ଅନ୍ତର୍ଗତ ଗାର୍ଗାବାଡ଼ି ଗ୍ରାମରେ ଏଭଳି କିଛି ଦୃଶ୍ୟ ଦେଖିବାକୁ!-->…
ବିଭାଗୀୟ ମନ୍ତ୍ରୀ ଓ ଜିଲ୍ଲା ପ୍ରଶାସନ ର ମିଲିଭଗତ ରେ ଖୁଲାମ ଖୁଲା ଚୋରା ବାଲି ଚାଲାଣ …..!
ଚଢ଼ାଉ କେବଳ ଧର୍ମକୁ ଆଖିଠାର...!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର କୋଣ ଅନୁକୋଣ ରୁ ପୁଣି ବିନା ୱାଇ ଫର୍ମ ରେ ଚୋରା ବାଲି ଚାଲାଣ ହେଉଛି। ହିଞ୍ଜିଳି,ଶେରଗଡ଼, ଆସିକା, ଧରାକୋଟ, ସୋରଡ଼ା ଆଦି ଅଞ୍ଚଳରେ ଥିବା ନଦୀ ଗୁଡିକରୁ ଖୁଲାମ ଖୁଲା ବାଲି ଚାଲାଣ ହେଉଛି। ସଞ୍ଜ ନଇଁଲେ କରେଞ୍ଜେଇ!-->!-->!-->…
ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ସେଣ୍ଟରକୁ ନେଇ ଅବିଭାବକଙ୍କ ମହଲରେ ସନ୍ଦେହ…
ମାଲକାନଗିରି :ସାରା ରାଜ୍ୟରେ କାଲିଠାରୁ ମାଟ୍ରିକ ପରୀକ୍ଷା ହେବାକୁ ଯାଉଛି। ଜିଲ୍ଲା ର ୮ ହଜାରରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ ମାନଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ।ଏହି ତାରତମ୍ୟରେ ବାଲିମେଳା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଅବିଭାବକ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ବାଲିମେଳା!-->…
କନ୍ଧମାଳର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ପରଲୋକ : ସମଗ୍ର ଅଞ୍ଚଳରେ ଶୋକର ଛାୟା
କନ୍ଧମାଳ, ତା, ୧୯/୦୨: କନ୍ଧମାଳ ଜିଲ୍ଲା ଫୁଲବାଣୀ ର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଗତ କିଛି ଦିନ ଧରି ଅସୁସ୍ଥ ହୋଇ ବ୍ରହ୍ମପୁର ଠାରେ ଚିକିତ୍ସିତ ହେଉଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ଦୁଇ!-->…
ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ : ହଜାର ହଜାର ଭକ୍ତଙ୍କ ସମାଗମ
ବାଲିଗୁଡା, ତା, ୧୯/୦୨:: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର!-->…