ଶିକ୍ଷା ନିକେତନର ୨୧ତମ ବାର୍ଷିକ ଉତ୍ସବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୧ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ

ବିବାହ ଶୋଭାଯାତ୍ରାରେ ଆକ୍ରମଣ ଘଟଣା, ବାଇକ, କାତି ସହ‌ ୪ଗିରଫ

ହିଞ୍ଜିଳିକାଟୁ ୧୯/୨ : ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବିବାହ ଶୋଭାଯାତ୍ରାରେ ଆକ୍ରମଣ ଘଟଣା ରେ ହିଞ୍ଜିଳିକାଟୁ ପୁଲିସ ଗୁରୁବାର ବାଇକ ଓ କାତି ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।ସୂଚନା ପ୍ରକାରେ, ସୋମବାର ରାତିରେ

ଦୁଇ ବାଇକ ମୁହାଁମୁହିଁ, ଚାରି ଗୁରୁତର

ଚିତ୍ରକୋଣ୍ଡା : ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଅବସ୍ଥାରେ ଚିତ୍ରକୋଣ୍ଡା ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଲାମ୍ବାସିଂ ଠାରେ ଉଭୟ ପଟୁ ଆସୁଥିବା ଦୁଇଟି ବାଇକ ମୁହାଁମୁହିଁ ଗୁରୁତର ଧକ୍କା

ମହିଳାଙ୍କ ବେକରୁ ସୁନାହାର ଓ ଚେନ୍ ଲୁଟ୍ ଘଟଣା, ୩ ଗିରଫ, ସୁନା ଚେନ ଜବତ

ହିଞ୍ଜିଳିକାଟୁ : ୧୪ ତାରିଖ ଅପରାହ୍ନରେ ଗୋଳନ୍ଥରା ଥାନା କନିଷିହାଟ ଗ୍ରାମର ରବି ଚୌଧୁରୀ ଓ ତାଙ୍କ ସ୍ତ୍ରୀ ରଞ୍ଜିତା ଚୌଧୁରୀ ମୋଟର ସାଇକେଲ ଯୋଗେ ହିଞ୍ଜିଳିକାଟୁ ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ନିର୍ବନ୍ଧ କାର୍ଯ୍ୟରେ ଯୋଗଦେବାକୁ ଯାଉଥିଲେ। ହିଞ୍ଜିଳି ଥାନା ପୋଚିଲିମା- ସୋମପୁର ମଧ୍ୟବର୍ତ୍ତୀ

ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା

ଛତ୍ରପୁର,୧୯/୨ : ଜାତୀୟ ଶିକ୍ଷାନୀତି -୨୦୨୦ ଉପରେ ଆଧାରିତ ବ୍ଳକ୍ ସ୍ତରୀୟ ଓ ଏନ ସି କ୍ଳଷ୍ଟର ସ୍ତରୀୟ ନିପୁଣ ଓଡିଶା କାର୍ଯ୍ୟକ୍ରମ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟରେ ଛତ୍ରପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜିତ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । କାର୍ଯ୍ୟକ୍ରମରେ

ମା’ ରାମଚଣ୍ଡୀ ମହୋତ୍ସବର ଅନ୍ତିମ ଦିନ : ମୁଖ୍ୟ ଆକର୍ଷଣ କଣ୍ଠଶିଳ୍ପୀ ସୁଶ୍ରୀ ପ୍ରଜ୍ଞା ହୋତା

ମା' ରାମଚଣ୍ଡୀ ମହୋତ୍ସବର ଅନ୍ତିମ ଦିନରେ ମୁଖ୍ଯ ଆକର୍ଷଣ ଥିଲl କଣ୍ଠଶିଳ୍ପୀ ସୁଶ୍ରୀ ପ୍ରଜ୍ଞା ହୋତା ଓ ଓଡ଼ିଆ ଚଳଚିତ୍ର ଜଗତର ସୁପରହିଟ ନାୟିକା ସୁଶ୍ରୀ ଶୀତଲ ପାତ୍ର ll କଣ୍ଠଶିଳ୍ପୀ ପ୍ରଜ୍ଞା ହୋତା ଙ୍କ ସଂଗୀତ ରେ ଝୁମିଲେ ଦର୍ଶକ, ଓ କମ୍ପିଲା ମଞ୍ଚ l ଛତ୍ରପୁର : ଗଞ୍ଜାମ ବ୍ଲକ

ସୀମା ଟପୁଛି ଅନ୍ଧବିଶ୍ୱାସ, କୁସଂସ୍କାର ବଞ୍ଚି ଥାଉଥାଉ ମା’ର ଶୁଦ୍ଧିକ୍ରିୟା

ଭାପୁର: ସୀମା ଟପିଛି କୁସଂସ୍କାର ଓ ଅନ୍ଧବିଶ୍ୱାସ। ଗାଁ ମୁଖିଆଙ୍କ ଚାପରେ ୮୧ ବର୍ଷର ବୃଦ୍ଧା ମା’ ବଞ୍ଚି ଥାଉଥାଉ ପୁଅ-ବୋହୂ ଶୁଦ୍ଧି ହୋଇଛନ୍ତି। ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଗାଁରେ ଭୋଜିଭାତ ମଧ୍ୟ ଦେଇଛନ୍ତି। ମାତ୍ର ମା’ଙ୍କର ରୋଗ ଭଲ ହେଉନଥିବା‌ ଖବର ପାଇବା ପରେ

ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ ଗୃହ ବନ୍ଦ କରୁଛନ୍ତି ବିରୋଧୀ

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ

ରେଖା ଗୁପ୍ତା : ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ

ବିରଳରୁ ବିରଳ: ୭ ମାସର ଶିଶୁକୁ ବଳାତ୍କାର, ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

କୋଲକାତା,୧୯।୨: ଏକ ଐତିହାସିକ ନିଷ୍ପତ୍ତିରେ, କୋଲକାତାର ଏକ ସ୍ୱତନ୍ତ୍ର କୋର୍ଟ ସାତ ମାସର ଶିଶୁକନ୍ୟାକୁ ନିର୍ମମ ଭାବରେ ବଳାତ୍କାର କରିବା ଅଭିଯୋଗରେ ରାଜୀବ ଘୋଷକୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏହି ଅପରାଧକୁ “ବିରଳରୁ ବିରଳ” ଘୋଷଣା କରି, କୋର୍ଟ ପୀଡିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା