ସ୍ବାଭିମାନ ଅଞ୍ଚଳରେ ସୁଧୁରୁନି ଶିକ୍ଷା ବ୍ୟବସ୍ଥା

ଚିତ୍ରକୋଣ୍ଡା : ଗତ କିଛିଦିନ ପୁର୍ବରୁ ବିଦ୍ୟାଳୟରେ ଶିକ୍ଷକମାନେ ସଠିକ୍ ସମୟରେ ଆସୁନଥିବା ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ତେବେ ପୁଣି ଥରେ ସେହି ଆର. ଏସ୍. ସି - ୧୨ ବିଦ୍ୟାଳୟରେ ଶିକ୍ଷାରେ ଅବହେଳା ଦେଖିବାକୁ ମିଳିଛି। କିଏ କାଠ ହାଣିବାରେ ବ୍ୟସ୍ତ ତ ଆଉ କିଏ ତାର ବାଡ଼ ତିଆରି

ହିଞ୍ଜିଳିକାଟୁ ରେ +୨ ପରୀକ୍ଷା ଦେଲେ ୪୧୮ ବିଦ୍ୟାର୍ଥୀ

ହିଞ୍ଜିଳିକାଟୁ ୧୮/୨ : ସାରା ରାଜ୍ୟରେ ମଙ୍ଗଳବାର ଠାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି ।ଏହି ପରୀକ୍ଷା ରାଜ୍ୟର ୧୧୪୩ କେନ୍ଦ୍ରରେ ଅନୁଷ୍ଠିତ ହେଉଛି । ସେଥିମଧ୍ୟରେ ପ୍ରାୟ ୨୦୪୧ ଜୁନିୟର କଲେଜରେ ପାଖାପାଖି ୩,୫୦,୮୦୦ ଛାତ୍ରଛାତ୍ରୀ

‘କିଟ୍‌’ର ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣକୁ ମିଳିଲା ଜାମିନ୍‌

ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ମାମଲାରେ ଆଜି ଅପରାହ୍‌ଣରେ ଗିରଫ ହୋଇଥିବା ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣଙ୍କୁ ଭୁବନେଶ୍ବର ଜେଏମ୍‌ଏଫ୍‌ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଦାଲତ

ମା ‘ପାଟଖଣ୍ଡା ମନ୍ଦିର ନିର୍ମାଣ ପାଇଁ ସାଂସଦଙ୍କୁ ଦାବୀପତ୍ର ଦେଲେ କିରିକୁଟି ଗ୍ରାମବାସୀ

ବାଲିଗୁଡା, : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଆ ପାଟ୍ଟଖଣ୍ଡା ଙ୍କ ମନ୍ଦିର ଆଜି ବି ଅବହେଳିତ ଅବସ୍ଥାରେ ରହିଛି l ଏନେଇ କିରିକୁଟି ଗ୍ରାମବାସୀ ପୂର୍ବ ସରକାର ଅମଳ ରେ ବହୁବାର ଦାବୀ ସ୍ୱତ୍ତେ କୌଣସି କାର୍ଯ୍ୟ

ଜ଼ିଲ୍ଲା ନାଗରିକ କମିଟି ପକ୍ଷରୁ ବିଭିନ୍ନ ପ୍ରକାର ଅଭାବ, ଅସୁବିଧା ଓ ସମସ୍ୟା ନେଇ ସାଂସଦଙ୍କୁ ଦାବୀପତ୍ର ପ୍ରଦାନ

ବାଲିଗୁଡା ୧୮/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଆଜକୁ ଦୀର୍ଘଦିନ ହେଲା ବିଭିନ୍ନ ପ୍ରକାର ଅଭାବ, ଅସୁବିଧା ଓ ସମସ୍ୟା ମଧ୍ୟରେ ଗତି କରୁଛି l ସେଥି ମଧ୍ୟରେ ୱାର୍ଡ ନଂ. ୨, ୫, ୬, ୭ ରେ ମଶାଣୀ ଜମି ଚି଼ହ୍ନଟ ହୋଇ ନଥିବାରୁ ଦିନ କୁ ଦିନ ଜମି ମାଫିଆ ଜମି ଦଖଲ

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ: ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନଯଜ୍ଞରେ ସମଗ୍ର ଅଞ୍ଚଳ…

ବାଲିଗୁଡା, ତା, ୧୬/୦୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି

ଭୁବନେଶ୍ବର: କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ମୃତ

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ