ଥାଲାପତିଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି, କରୁର ପୀଡିତଙ୍କ ପରିବାରକୁ ବାଣ୍ଟିବେ ସରକାରୀ ନିଯୁକ୍ତି ପତ୍ର

ତାମିଲନାଡୁ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ମାଡ୍ରାସ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି । ହାଇକୋର୍ଟ ତାଙ୍କୁ କରୁର ପୀଡିତଙ୍କ ପରିବାର ଲୋକଙ୍କୁ ସରକାରୀ ନିଯୁକ୍ତି ପତ୍ର ବାଣ୍ଟିବାର ଅନୁମତି ପ୍ରଦାନ କରିଛନ୍ତି । ସିଏମ୍ ବିଜୟ ଆଜି ହିଁ କରୁର ଯିବେ । ହାଇକୋର୍ଟ

ମେଲବର୍ଣ୍ଣରୁ ମୋଦିଙ୍କ ଘୋଷଣା, ଭାରତରେ ଆରମ୍ଭ ହେବ ବିଗ୍ ବାସ୍ ଲିଗ୍

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ମେଲବୋର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରୁ ପିଏମ୍ ମୋଦିଙ୍କ ବଡ଼ ଘୋଷଣା କରିଛନ୍ତି । ୨୦୨୬-୨୭ ବିଗ୍ ବାସ୍ ଲିଗ ସିଜିନ ଭାରତରେ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି । ଏହି ଲିଗର ପ୍ରଥମ ମ୍ୟାଚ୍ ଡିସେମ୍ବରରେ ଖେଳାଯିବ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ

ଜଳିଗଲା ଜୋତା ଫ୍ୟାକ୍ଟ୍ରି, ୨୮ ମୃତ

ଚୀନ୍ : ଚୀନର ଜିନଜୟାଙ୍ଗ ସହରରେ ଥିବା ଏକ ଜୋତା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଯୋଗୁଁ ୨୮ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ହେଲେ ଏପର୍ଯ୍ୟନ୍ତ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ସୂଚନାନୁଯାୟୀ, ଗୁରୁବାର ରାତି ପ୍ରାୟ ୧୨ଟାରେ ଜୋତା

ଗୁରୁଗ୍ରାମରେ ଏନକାଉଣ୍ଟର : ବିଦେଶୀ ଗ୍ୟାଙ୍ଗଷ୍ଟରର ୪ ସୁଟର ନିହତ, ୩ ପୋଲିସ କର୍ମଚାରୀ ଆହତ

ଗୁରୁଗ୍ରାମ : ହରିୟାଣା ଗୁରୁଗ୍ରାମରେ ମଧ୍ୟରାତ୍ରିରେ ଏନକାଉଣ୍ଟର । ବିଦେଶୀ ଗ୍ୟାଙ୍ଗଷ୍ଟରର ୪ ସୁଟର ନିହତ । ଧୂଳି ଚଟାଇଲା ପୋଲିସ କ୍ରାଇମବ୍ରାଞ୍ଚ । ବିଳମ୍ବିତ ରାତିରେ ଗୁରୁଗ୍ରାମ ପୋଲିସ କ୍ରାଇମବ୍ରାଞ୍ଚ ଏବଂ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଭୟଙ୍କର ଗୁଳିବିନିମୟରେ ବିଦେଶରେ ଲୁଚି

କରୋନାରେ ଚାଲିଗଲା ୨ ଜୀବନ, ୪ ସଂକ୍ରମିତ ଚିହ୍ନଟ

ଆନ୍ଧ୍ରପ୍ରଦେଶ : ଦେଶକୁ ପୁଣି କରୋନା ଭୟ ଘାରିଛି । ଆନ୍ଧ୍ରପ୍ରଦେଶର କଡପ୍ପାରେ ବୁଧବାର ଜଣେ ୪୬ ବର୍ଷୀୟ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ଘଟିଛି । ତାଙ୍କୁ ଗତମାସରେ ଭେଲ୍ଲୋରର ସିଏମ୍ସି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ କୋଭିଡ୍ ଟେଷ୍ଟ ପଜିଟିଭ ଆସିଥିଲା । ୪ ଦିନ

ତାରାଦେବୀ ଓ ହିତେଶ୍ବର ଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ୍ ମନ୍ତ୍ରୀ

ନୟାଗଡ଼ (ନିସର୍ତ୍ତ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଚ଼ାନ୍ଦପୁର ସ୍ଥିତ ରାଧାମୋହନ ସାହିର ମା' ତାରାଦେବୀ ଓ ପ୍ରଭୁ ହିତେଶ୍ବର ଦେବଙ୍କ ମନ୍ଦିର ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଦିବସ ବହୁ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ସରକାରଙ୍କ

ବ୍ରହ୍ମକୁମାରୀସ, ଶାନ୍ତିକୁଣ୍ଡ ତରଫରୁ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ନିମନ୍ତେ ଆଧ୍ୟାତ୍ମିକ ମୂଲ୍ୟବୋଧ ଭିତ୍ତିକ…

ବ୍ରହ୍ମପୁର : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ଵବିଦ୍ୟାଳୟ, ଶାନ୍ତିକୁଣ୍ଡ ତରଫରୁ ରାମଚନ୍ଦ୍ରପୁରସ୍ଥ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟର ଠାରେ "Relax mind, Enhance Memory" (ରିଲେକ୍ସ ମାଇଣ୍ଡ, ଏନହେନ୍ସ ମେମୋରୀ ) ଅର୍ଥାତ ମନକୁ ପ୍ରଫୁଲ୍ଲିତ କରିବା ପୂର୍ବକ ସ୍ମୃତିଶକ୍ତିର

ସାହିତ୍ୟ ଏକାଡେମୀର ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ

ନୟାଗଡ଼ : ଓଡ଼ିଶା ସାହିତ୍ୟ ଏକାଡେମୀ ର ସ୍ୱନକ୍ଷତ୍ର ଦିବସ ୨୦୨୬ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଏଠାକାର ପିଏମଶ୍ରୀ ବ୍ରଯେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଶିକ୍ଷାଧିକାରୀଙ୍କ ଆୟୋଜନ ତଥା ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ

ଲଗାଣ ବର୍ଷାରେ ଭୁଶୁଡିଲା ମସଜିଦ୍ କାନ୍ଥ, ୩ ମୃତ ଓ ୩ ଆହତ

ବୁଲନ୍ଦସହର : ପ୍ରବଳ ବର୍ଷା ଯୋଗୁଁ ବୁଲନ୍ଦସହରର ମୁଣ୍ଡାଖେଡା ଅଞ୍ଚଳରେ ମସଜିଦର କାନ୍ଥ ଭୁଶୁଡି ପଡ଼ି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଲୋକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଜଣାପଡିଛି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା ।

ଗୋସେବାରୁ ଆରମ୍ଭ ହେଲା ଦଶମ ବାର୍ଷିକ ସେବା ମହୋତ୍ସବ

ନୟାଗଡ଼ : ନୟାଗଡ଼ ସେବା ଉତ୍ସବ ସମିତି ପକ୍ଷରୁ ଦଶମ ବାର୍ଷିକ ଜିଲ୍ଲାବ୍ୟାପି ସେବା ମହୋତ୍ସବ -2026 ଉଦଘାଟିତ ହୋଇଯାଇଛି l ସବୁ ବର୍ଷ ପରି ଅତିଥି ମଞ୍ଚ ନ ହୋଇ ନିଆରା ଢଙ୍ଗରେ ଉଦଘାଟିତ ହୋଇଛି ସେବା ମହୋତ୍ସବ l ଗୋସେବା କାର୍ଯ୍ୟକ୍ରମରୁ ଚଳିତ ବର୍ଷର ଦଶମ ବାର୍ଷିକ ଜିଲ୍ଲବ୍ୟାପୀ ସେବା