ପୂର୍ବତନ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଘଟଣା: ଗୃହରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ଆଜି ଗୃହରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୃହରେ ଲିଖିତ ଉତ୍ତର ରଖି ଏହି ଘଟଣାରେ ଏଯାଏଁ କୌଣସି ଲିଖିତ ଅଭିଯୋଗ ହୋଇନାହିଁ ବୋଲି ଅବଗତ କରାଇଛନ୍ତି

କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ । ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା ଅନ୍ୟ ଜଣେ ଛାତ୍ରର ପ୍ରେମ

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ ଚୁକ୍ତି

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

ନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ ସେଲ୍‌ ଭଳି ବଡ଼ ସଂସ୍ଥାକୁ

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ

ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ

ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା ପାଇଁ

ମୋ ବସ୍ ନା ମର୍ଡର ବସ୍?  ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ

ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ । ମୋ ବସ୍ ନା ମର୍ଡର ବସ୍ ? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ । ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ କ୍ଷତି ଭରଣା ପାଇଁ ସରକାର କି ପଦକ୍ଷେପ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ,

ମୋଦୀଙ୍କ ଫେରିବାର ସପ୍ତାହେ ବିତିନି ଭାରତକୁ ଆଉ ଏକ ଝଟ୍‌କା ଦେଲା ଆମେରିକା: ବନ୍ଦ କଲା ନିର୍ବାଚନ ପାଣ୍ଠି

ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍‌କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। କେବଳ ସେତିକି ନୁହେଁ, ବାଂଲାଦେଶରେ ରାଜନୈତିକ ସ୍ଥିତି