Sign in
Sign in
Recover your password.
A password will be e-mailed to you.
କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ, ପୈତୃକ ଗାଁରେ ହେବ ଶେଷକୃତ୍ୟ
ଭୁବନେଶ୍ୱର: କମ୍ୟୁନିଷ୍ଟ ନେତା ଦିବାକର ନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଗତକାଲି ସିପିଆଇ ରାଜ୍ୟ କାର୍ଯ୍ୟାଳୟ ଭଗବତୀ ଭବନରେ ତାଙ୍କର ବିୟୋଗ ହୋଇଛି । ଲମ୍ବା ସମୟ ଧରି ସିପିଆଇର ରାଜ୍ୟ ସାଧାରଣ ସମ୍ପାଦକ ଥିଲେ ଦିବାକର ।
ମୃତ୍ୟୁ ପୂର୍ବରୁ!-->!-->!-->…
ସାଂସଦ ନିଶିକାନ୍ତ ଦୁବେଙ୍କ ବିରୋଧରେ ଚାଲିବ ଅଦାଲତ ଅବମାନନା ମାମଲା !
ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଏବଂ ମୁଖ୍ୟ ବିଚାରପତିଙ୍କ ସମ୍ପର୍କରେ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ବୟାନକୁ ନେଇ ଅବମାନନା ମାମଲା ରୁଜୁ ପାଇଁ ଦାବି ଆରମ୍ଭ ହୋଇଛି। ସୁପ୍ରିମକୋର୍ଟର ଜଣେ ଓକିଲ ରେକର୍ଡରେ ଥିବା ଓକିଲ ଆଟର୍ଣ୍ଣି ଜେନେରାଲଙ୍କୁ ଏକ ଚିଠି ଲେଖି ଅବମାନନା ମାମଲା ଦାୟର!-->…
କାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ
ପୁରୀ: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ସୋମବାର ଠାରୁ ୪ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ମୁତାବକ, ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର!-->!-->!-->…
କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ
ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ । ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ ତିନି ଦିନ ତଳେ ଠାକୁରମୁଣ୍ଡା!-->!-->!-->…
ରାଜଧାନୀରେ ଫୁଟିଲା ଗୁଳି, ଯୁବକ ଆହତ
ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି । ବାଲିପାଟଣା ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି ।
ଖବର ମୁତାବକ, ବିଳମ୍ବିତ ରାତିରେ ଦୀପ୍ତିରଞ୍ଜନ ମହପାତ୍ର ତାଙ୍କ!-->!-->!-->…
ଗଳିତ ମୃତ ଦେହ ଉଦ୍ଧାର ଘଟଣା: ଅଭିଯୁକ୍ତକୁ ଗିରଫ କଲା ମାଲକାନଗିରି ପୋଲିସ…
ମାଲକାନଗିରି : ମାଲକାନଗିରି ଥାନା ଅନ୍ତର୍ଗତ ରେଙ୍ଗାବନ୍ଧ ଗ୍ରାମ ଜଙ୍ଗଲ ନିକଟରେ ଏକ ସପ୍ତାହ ତଳେ ଗୋଟିଏ ଯୁବତୀଙ୍କ ଗଳିତ ମୃତ ଦେହ ରେଙ୍ଗାବନ୍ଧ ଗ୍ରାମ ନିକଟରେ ଥିବା ଜଙ୍ଗଲ ମଧ୍ୟରେ ପଡି ରହିଥିବା ଘଟଣା ପୋଲିସ ମହଲରେ ଆଲୋଡନ ସୃଷ୍ଟି କରିଥିବା ବେଳେ ମାଲକାନଗିରି ଥାନା ଅଧିକାରୀ ରିଗାନ!-->…
ହିଞ୍ଜିଳିରେ ବଢୁଛି ନିଶା କାରବାର: ଅବକାରୀ ବିଭାଗ ନିରବଦ୍ରଷ୍ଟା
ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲାର ୨ୟ ବୃହତ୍ତମ ସହର ହିଞ୍ଜିଳିକାଟୁ ପୈାରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳରେ ଦିନକୁ ଦିନ ଚୋରା ନିଶା କାରବାର ବୃଦ୍ଧି ପାଉଥିବା ଜଣାପଡିଛି । ସ୍ଥାନୀୟ ଅବକାରୀ ଥାନାର ବିଭିନ୍ନ ସ୍ଥାନରେ ନିଶା କାରବାର ଅହେତୁକ ଭାବେ ବୃଦ୍ଧି ପାଉଥିବା ନେଇ ସୂଚନା!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ
ଭୁବନେଶ୍ୱର : ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ ସ୍ପେନ ଏବଂ ଓଡିଶା!-->…
ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର ; ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫!-->…
ବିଷପିଇ ଆଦିବାସୀ ଯୁବକଙ୍କ ଆତ୍ମହତ୍ୟା
ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ନିଲିଗୁଡା ପଞ୍ଚାୟତ ଅନ୍ତର୍ଗତ ଦୁର୍ଗମ ଦୁର୍ମାଗୁଡା ଗ୍ରାମରେ ଜଣେ ଆଦିବାସୀ ଯୁବକ ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୂଚନା ମୁତାବକ ଏହି ଗ୍ରାମର ଦୁଲା ପଡିଆମୀ ଙ୍କ ୨୨ ବର୍ଷିୟ ପୁଅ ମୁୟା ପଡିଆମି ଗତକାଲି କେନ୍ଦୁପତ୍ର!-->…