Sign in
Sign in
Recover your password.
A password will be e-mailed to you.
ଗାଜଲବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗାଜଲବାଡ଼ି ଘାଟିରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା । ୬୦ ଫୁଟ ତଳକୁ ଖସିଲା ବୋଲେରୋ ପିକଅପ୍ ଭ୍ୟାନ । ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ । ତେବେ ପିକଅପ୍ ଭ୍ୟାନଟି ଛତିଶଗଡରୁ ବ୍ରହ୍ମପୁର ଅଭିମୁଖେ!-->…
ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଥମ ବାର୍ଷିକ ଉତ୍ସବ
ଚିକିଟୀ : ଚିକିଟୀ ଗଡ଼ ସ୍ଥିତ ପିଏମ୍ ଶ୍ରୀ ରାଜଲକ୍ଷ୍ମୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମାମିନା ବେହେରାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ଉତ୍ସବରେ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ!-->…
ପୁରୀ ରଥଯାତ୍ରା ଶୃଙ୍ଖଳିତ କରିବାକୁ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।
ରଥଯାତ୍ରା!-->!-->!-->…
ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ବିଜାପୁରରେ ଟପ ମାଓନେତା ହିଡ଼ମାର ବଙ୍କର ଠାବ
ମାଲକାନଗିରି : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଟପ ମାଓନେତା ହିଡ଼ମାର ବଙ୍କର ଠାବ । ଛତିଶଗଡ଼ର ବିଜାପୁରରେ ଟପ ମାଓନେତା ହିଡ଼ମାର କଂକ୍ରିଟ ଓ ଇଟାରେ ନିର୍ମିତ ବଙ୍କରକୁ ଖୋଜି ବାହାର କରିଛନ୍ତି ସୁରକ୍ଷାବାହିନୀ । ପ୍ରଥମ ଥର ପାଇଁ ଏଭଳି କଂକ୍ରିଟରେ ନିର୍ମିତ ମାଓ ବଙ୍କର ଠାବ!-->…
ଓ୍ବାକଫ ଆଇନ: ମୋଦୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ମୁସଲମାନ ସମ୍ପ୍ରଦାୟ
ଓ୍ବାକଫ ସଂଶୋଧନ ଆଇନ ୨୦୨୫ର ଦୁଇଟି ଗୁରୁତ୍ଵପୂର୍ଣ୍ଣ ପ୍ରାବଧାନ ଉପରେ ସୁପ୍ରିମକୋର୍ଟ ଗୁରୁବାର ସ୍ଥିତାବସ୍ଥା ଜାରି କରିଛନ୍ତି। ଆଗାମୀ ଶୁଣାଣି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଓ୍ବାକଫ ଆଇନକୁ ନେଇ ବିବାଦ ଆରମ୍ଭ ହୋଇଥିବାବେଳେ କିଛି ମୁସଲମାନ ସମ୍ପ୍ରଦାୟ ଗୁରୁବାର ପ୍ରଧାନମନ୍ତ୍ରୀ!-->…
୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି: ଭୁଶୁଡୁଛି ଲାଲଗଡ଼ । ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ଼ର ସୁକମା ଜିଲ୍ଲା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ନାଁରେ ୪୦ ଲକ୍ଷ ଟଙ୍କା ପୁରସ୍କାର ରହିଥିଲା ।
ପୋଲିସର ଗୋଟିଏ ପରେ ଗୋଟିଏ ଏନକାଉଣ୍ଟରରେ!-->!-->!-->…
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଏହାକୁ ନେଇ!-->…
ବେଆଇନ ବନ୍ଧୁକ କାରବାର ଘଟଣାର ଗୁରୁତ୍ଵପୂର୍ଣ୍ଣ ତଥ୍ୟ ଖୋଲିବ ଏସଟିଏଫ, ରିମାଣ୍ଡରେ ଯିବେ ୩ ବେପାରୀ
କଟକ: କଟକ ବୟାଳିଶ ମୌଜାରେ ବେଆଇନ ବନ୍ଧୁକ କାରବାର ଘଟଣା । ୩ ବନ୍ଧୁକ ବେପାରୀଙ୍କୁ ୨ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚର ଏସଟିଏଫ୍ । ମହମ୍ମଦ ଅଜମ ଓରଫ ବୁଧୁ, ମହମ୍ମଦ ଆଲମ୍ , ମହମ୍ମଦ ଅବିଡ ହୁସେନଙ୍କୁ ରିମାଣ୍ଡରେ ଅଣାଯାଇଛି । ଏହି ତିନି ଜଣଙ୍କ ଠାରୁ STF ଅନେକ!-->…
ହିଂସାକାଣ୍ଡ ପରେ ଟ୍ରେନରେ ଯାଇ ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ
କୋଲକାତା: ମୁର୍ଶିଦାବାଦରେ ପହଞ୍ଚିଲେ ପଶ୍ଚିମବଙ୍ଗ ରାଜ୍ୟପାଳ । ହିଂସାସ୍ଥଳ ବୁଲି ଦେଖିବା ସହ ପୀଡିତଙ୍କ ସହ କଥା ହେବେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସାସ୍ଥଳକୁ ନଯିବାକୁ ଅନୁରୋଧ କରିବା ପରେ ବି ତାଙ୍କ କଥାକୁ ଏଡାଇ ଦେଇ ଶେଷରେ ହିଂସାସ୍ଥଳରେ ପହଞ୍ଚିଛନ୍ତି ପଶ୍ଚିମବଙ୍ଗ!-->…
କେନ୍ଦ୍ରୀୟ ଡେପୁଟେସନରେ ଯିବେ IAS ନିକୁଞ୍ଜ ଧଳ, ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ
ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟରତ ଥିବା ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତି ମିଳିଛି । ଏନେଇ ଆଜି!-->…