Sign in
Sign in
Recover your password.
A password will be e-mailed to you.
ଆଦାନୀ ଫାଉଣ୍ଡେସନ ପକ୍ଷରୁ ବଡପୁଟି ବିଦ୍ୟାଳୟରେ ପାଠ୍ୟ ଆସବାବ ଉପକରଣ ବଣ୍ଟନ
ଛତ୍ରପୁର : ଆଜି କାଳିପଲ୍ଲି ପଞ୍ଚାୟତ ସ୍ଥିତ ବଡପୁଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଦାନୀ ଫାଉଣ୍ଡେସନ ପକ୍ଷରୁ ଶିକ୍ଷା ଭିତ୍ତିଭୂମିକୁ ଉନ୍ନତ କରିବାର ଲକ୍ଷ୍ୟ ନେଇ ସ୍କୁଲ ଆସବାବ ଉପକରଣ ସାମଗ୍ରୀ ବଣ୍ଟନ କରାଯାଇଛି। ଆଜି ଏକ ସ୍ବତନ୍ତ୍ର କାର୍ଯକ୍ରମ ମାଧ୍ୟମରେ ମୋଟ 60ଟି ଦୁଇ ଆସନ ବିଶିଷ୍ଟ!-->…
ଓଡ଼ିଆ ପକ୍ଷ ସରିଲା – ବରପୁତ୍ରଙ୍କ ନାମ ଓଡ଼ିଆ ଭାଷାରେ ଲେଖାହୋଇ ପାରିଲା ନାହିଁ
ବ୍ରହ୍ମପୁର : ଚଳିତ ବର୍ଷ ଓଡିଶା ଦିବସ ଏପ୍ରିଲ ପହିଲାରୁ ଓଡ଼ିଆ ନବ ବର୍ଷ ତଥା ମହା ବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଶା ରାଜ୍ୟ ସରକାର ଓଡ଼ିଆ ପକ୍ଷ ଭାବେ ପାଳନ କରିଛି l ଭିନ୍ନ ଭିନ୍ନ ଦିବସରେ ଓଡ଼ିଆ ଭାଷା, ସଂସ୍କୃତି ଆଦିର ପ୍ରଚାର ପ୍ରସାରରେ ଏହି ପକ୍ଷ ପାଳନ ଶେଷ ହୋଇଛି ହେଲେ!-->…
ବିଜୁବାବୁଙ୍କ ୨୮ତମ ଶ୍ରାଦ୍ଧ ଦିବସ ପାଳିତ : ରକ୍ତଦାନ ଶିବିରରେ ୧୧୦ ୟୁନିଟ୍ ରକ୍ତ ସଂଗୃହୀତ
ହିଞ୍ଜିଳିକାଟୁ : ଓଡିଶାର ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ ହିଞ୍ଜିଳି ବିଜେଡି ପକ୍ଷରୁ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ନଗର ବିଜେଡି ସଭାପତି ହୃଦୟାନନ୍ଦ ମହାପାତ୍ରଙ୍କ!-->…
ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ
ଭୁବନେଶ୍ବର: ଚମକିବ ଓଡ଼ିଶାର ଜାତୀୟ ରାଜପଥ। ଆମେରିକା ଭଳି ଚକାଚକ ଦେଖାଯିବ ରାଜ୍ୟର ଜାତୀୟ ରାଜପଥ। ଲୋକେ ନିର୍ଦ୍ଧାରିତ ସମୟରେ ଲକ୍ଷ୍ୟସ୍ଥଳକୁ ପହଞ୍ଚିବେ। ଏହା ଦ୍ବାରା ଲୋକଙ୍କର ସମୟ ମଧ୍ୟ ବଞ୍ଚିଯିବ। ଓଡ଼ିଶାର ଜାତୀୟ ରାଜପଥଗୁଡ଼ିକ ଆମେରିକା ଭଳି ହେବ। କେନ୍ଦ୍ର ସଡ଼କ, ପରିବହନ ଓ ଜାତୀୟ!-->…
ଦାୟିତ୍ବ ନେବାର କିଛିଦିନ ମଧ୍ୟରେ ଆପ ନେତା ଦୁର୍ଗେଶ ପାଠକଙ୍କ ଘରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ: ବିଦେଶୀ ପାଣ୍ଠି ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ଦିନ ସିବିଆଇ ଆପ ନେତା ଦୁର୍ଗେଶ ପାଠକଙ୍କ ବାସଭବନରେ ଚଢାଉ ହୋଇଛି। ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ପାଠକଙ୍କୁ ଦଳର ଗୁଜରାଟ ସହ-ପ୍ରଭାରୀ ନିଯୁକ୍ତ କରାଯିବାର କିଛି ଦିନ ପରେ କେନ୍ଦ୍ରୀୟ ଏଜେନ୍ସି ଏହି!-->…
ବରପୁତ୍ର ମାନଙ୍କ ଅବଦାନକୁ ନ୍ୟୁନ କରିବାକୁ ଚେଷ୍ଟା ଚଳାଇଛନ୍ତି କିଛି ଲୋକ: ନବୀନ
ଭୁବନେଶ୍ୱର: ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ବର୍ଗତ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ବିଜୁ ବାବୁ ଜଣେ ଓଡ଼ିଆ ଭାବରେ!-->!-->!-->…
ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହେବ ଅମର ସହିଦଙ୍କ ସାହସିକତାର ଗାଥା – ଅମିତ ଶାହା
୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ନକ୍ସଲବାଦକୁ ସମ୍ପୂର୍ଣ୍ଣ ରୂପେ ନିପାତ କରାଯିବ ଏବଂ ଏଥିରେ ସିଆରପିଏଫ ଯବାନମାନେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି। ସିଆରପିଏଫର ୮୬ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ମଧ୍ୟପ୍ରଦେଶର!-->…
ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ
କଟକ: ଆଜି ଓଡିଶାରେ ପହଞ୍ଚି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଉତ୍ସବରେ ଯୋଗଦେଇଛନ୍ତି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏହି ଅବସରରେ ସେ କହିଛନ୍ତି ଯେ, ବ୍ୟକ୍ତି କେତେଦିନ ବଞ୍ଚେ ତାହା!-->…
ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ, ୧୯ରେ ବିଧିବଦ୍ଧ ଭାବେ ନାଁ ଘୋଷଣା
ଭୁବନେଶ୍ୱର : ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ । ଦିନ ୧୦ ଟାରୁ ଦିନ ୧ ଟା!-->…
ସୁପ୍ରିମକୋର୍ଟ ଭାରତର ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇପାରିବେ ନାହିଁ
ନୂଆଦିଲ୍ଲୀ : ରାଷ୍ଟ୍ରପତି ଏବଂ ରାଜ୍ୟପାଳମାନଙ୍କୁ ବିଲ୍ ମଞ୍ଜୁର କରିବା ପାଇଁ ସୁପ୍ରିମକୋର୍ଟଙ୍କ ସମୟସୀମା ଧାର୍ଯ୍ୟ କରିବା ଉପରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେ ଏପରି ପରିସ୍ଥିତି ସୃଷ୍ଟି କରିପାରିବୁ ନାହିଁ ଯେଉଁଠାରେ କୋର୍ଟ ଭାରତର!-->…