Sign in
Sign in
Recover your password.
A password will be e-mailed to you.
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ଅନୁଗୁଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ!-->…
ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା, ୨ହଜାର ନୂଆ ଟ୍ରାଫିକ୍ ପଦବୀ ପୂରଣ ପାଇଁ ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର : ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ!-->…
ଗ୍ରେନେଡ୍ ଆକ୍ରମଣ ଘଟଣାରେ ସେନା ଯବାନ ଗିରଫ
ପଞ୍ଜାବରେ ଗତ ମାସରେ ଜଣେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସରଙ୍କ ବାସଭବନ ଉପରେ ଗ୍ରେନେଡ୍ ଆକ୍ରମଣ ଘଟଣାରେ ଜଳନ୍ଧର ପୁଲିସ ଜଣେ ସେନା ଯବାନଙ୍କୁ ଗିରଫ କରିଛି। ଜଳନ୍ଧର ଗ୍ରାମୀଣର ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ହରବିନ୍ଦର ସିଂ ଭିର୍କ ପ୍ରକାଶ କରିଛନ୍ତି ଯେ ମାର୍ଚ୍ଚ ୧୫ ଓ ୧୬ ତାରିଖ ମଧ୍ୟରାତ୍ରିରେ!-->…
ପୁଣି ବଢ଼ିଲା ସୁନା ଦର, କିଛି ଦିନ ଭିତରେ ଟପିଯିବ ଲକ୍ଷେ!
ଭୁବନେଶ୍ୱର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ରୋକିବା ନାଁ ଧରୁନି କି ଦର କମିବାରେ ବି କୌଣସି ସଂକେତ ବି ଦେଖାଯାଉନାହିଁ । ଲାଗୁଛି ଆଉ ଦୁଇ କି ୩ ଦିନ ମଧ୍ୟରେ ସୁନା ଦର ଲକ୍ଷେ ପାର୍ କରିବ। ତେଣୁ ଗ୍ରାହକଙ୍କୁ ସୁନା କିଣିବାକୁ ଡର ଲାଗୁଛି। ଆଜି ପୁଣି ସୁନା ଦରରେ ପରିବର୍ତ୍ତନ!-->…
ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ, ରାଜେଶକୁ ହତ୍ୟା କରିଥିବା କହିଲେ ସ୍ତ୍ରୀ ଓ ଝିଅ
ରାଉରକେଲା: ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ । ମଦ ଅଭିଯୋଗରେ ବାପାକୁ ଉଠାଇ ନେଲେ ଅବକାରୀ ବିଭାଗ । ଏବେ ମୋ ବାପା ଆମ ଗହଣରେ ନାହାଁନ୍ତି । ମୋ ବାପାକୁ ମାଡ଼ ମାରି ହତ୍ୟା କରିଛନ୍ତି । ଏଭଳି ଅଭିଯୋଗ କରିଛନ୍ତି ବାପାକୁ ହରାଇଥିବା ଝିଅ । ବୀରମିତ୍ରପୁରର ରାଏବୋଗା ଥାନା!-->…
ପଶ୍ଚିମବଙ୍ଗ ହିଂସା ଯୋଜନାବଦ୍ଧ: ମମତା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କହିଛନ୍ତି, ୱକଫ୍ ଆଇନକୁ ନେଇ ରାଜ୍ୟରେ ହୋଇଥିବା ହିଂସା ଯୋଜନାବଦ୍ଧ। ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାପାଇଁ ବାଂଲାଦେଶୀ ଦୁର୍ବୃତ୍ତଙ୍କୁ ପ୍ରବେଶ ଅନୁମତି ଦେବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଏସଏଫ୍ ଦ୍ବାରା!-->…
କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା: ସୁଭଦ୍ରା ସର୍ଭେରେ ହେବେ ସାମିଲ
ଭୁବନେଶ୍ୱର: କଲେଜ ଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ।
ଏନେଇ ଗତକାଲି ବସିଥିବା ବୈଠକରେ!-->!-->!-->…
ମୋହନ ସରକାରଙ୍କ ବଡ଼ ଘୋଷଣା: ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି
ଭୁବନେଶ୍ୱର : ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସଙ୍କ ଦରମା ବୃଦ୍ଧି । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି ହୋଇଛି । ମାସକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର ।
ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି!-->!-->!-->…
ଓ୍ବାକଫ୍ ସଂଶୋଧନ ଆଇନ: ସରକାରଙ୍କୁ ୭ ଦିନ ସମୟ, ପରବର୍ତ୍ତୀ ଶୁଣାଣି ଯାଏ ହେବନି ନୂଆ ନିଯୁକ୍ତି
ନୂଆଦିଲ୍ଲୀ: ଓ୍ବାକଫ୍ ସଂଶୋଧନ ଆଇନ ୨୦୨୫କୁ ନେଇ ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଏବଂ ଜଷ୍ଟିସ୍ କେଭି ବିଶ୍ୱନାଥନଙ୍କ ଖଣ୍ଡପୀଠ କେନ୍ଦ୍ରର ଦାବି ଅନୁସାରେ ଜବାବ ଦାଖଲ!-->…
ପଡୋଶୀ ରାଜ୍ୟକୁ ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ
ବାଲେଶ୍ୱର: ବେଆଇ ଗଞ୍ଜେଇ ବେପାର ଥମିବାର ନାଁ ଧରୁନି। କେତେବେଳେ ରାଜ୍ୟ ଭିତରେ ଚାଲାଣ ହେଉଛି ତ କେତେବେଳେ ରାଜ୍ୟ ବାହାରେ। ଏବେ ଓଡିଶା ସୀମା ପାର କରି ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ମାଡି ବସିଲା ତାଳସାରୀ ପୋଲିସ। ଭୋଗରାଇର ଉଦୟପୁର ବର୍ଡରରୁ ଜବତ ହେଲା ଗୋଟିଏ ବସ୍ତା!-->…