ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ : ମାଫିଆ ଚମ୍ପଟ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା ଜାଣି ଚାଲାଣକାରୀ ଚମ୍ପଟ ମାରିଥିବା

ନବରଙ୍ଗପୁର ସହରରେ ଗୁଣାତ୍ମକ ବିଜୁଳି ଯୋଗାଣ ସୁନିଶ୍ଚିତ କଲା ଟିପିଏସ୍ଓଡିଏଲ୍…

ବିଜୁଳି ଚାହିଦା ମେଣ୍ଟାଇବାକୁ ଟ୍ରାନ୍ସଫର୍ମରର କ୍ଷମତା ବୃଦ୍ଧି ଉପକୃତ ହେବେ ୧୪ ହଜାରରୁ ଅଧିକ ଉପଭୋକ୍ତା ଓ କ୍ଷୁଦ୍ର ଉଦ୍ୟୋଗ ନବରଙ୍ଗପୁର : ଚଳିତ ଗ୍ରୀଷ୍ମପ୍ରବାହରେ ବିଜୁଳି ଚାହିଦାକୁ ଦୃଷ୍ଟିରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍ ) ପକ୍ଷରୁ

ବାଟବଣା ମନରେଗା ଯୋଜନା ବିନା କାର୍ଯ୍ୟାଦେଶରେ ମେସିନ ଲଗାଇ ହେଉଛି କାର୍ଯ୍ୟ

ଆଇନ ହାତରେ ବେଡି ପକାଇ ନରେଗା ଅର୍ଥ ହରିଲୁଟ ମାଲକାନଗିରି,୧୬/୦୪ : ଓଡିଶା ଉପାନ୍ତ ମାଲକାନଗିରି ଜିଲ୍ଲାରେ ବାଟବଣା ହେଉଛି ମନରେଗା ଯୋଜନା । ଆଇନକୁ ହାତକଡ଼ି ପକାଇ ଅଭିନବ ଉପାୟରେ ଅର୍ଥ ହେଉଛି ହରିଲୁଟ । ଲୋକଙ୍କୁ ଦାଦନ ଶ୍ରମିକ ଭଳି ଦୁର୍ଦ୍ଦଶାପୂର୍ଣ୍ଣ ଜୀବନରୁ ବିରତ ରଖିବାକୁ

ବାଡାବାଙ୍ଗା ସେବାଶ୍ରମରେ ମହୁମାଛି ଆତଙ୍କ : ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ ଘର କିମ୍ବା ଶ୍ମଶାନ ଯାଏ ନେବାକୁ

ପାରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠି ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ ଆୟକର ବିଭାଗରେ

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ ଆୟ ତୁଳନାରୁ ଅଧିକ

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର ଭଳି

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର : ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ ଭିତରେ ମହେନ୍ଦ୍ରଙ୍କ