ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ । ଅନ୍ୟପଟେ ନିର୍ବାଚନ ରଣନୀତିକାରରୁ ରାଜନେତା

ଜିନପିଙ୍ଗଙ୍କୁ ଶକ୍ତ ଧକ୍କା: ମହିଳା ଅଧିକାରୀ ତାଇୱାନକୁ ପଠାଇଲେ ୩ ଲକ୍ଷ ଗୁପ୍ତ ଫାଇଲ୍!

ବେଜିଂ: ଚୀନ୍‌ର ଜଣେ ମହିଳା ଗୁପ୍ତଚର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଶକ୍ତ ଧକ୍କା ଦେଇଛନ୍ତି। କୁହାଯାଉଛି ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଏହି ମହିଳା ୩ ଲକ୍ଷ ଗୁପ୍ତ ଫାଇଲ୍ ଗାଏବ କରିଦେଇଛନ୍ତି। ଏହି ଖବର ପ୍ରକାଶ ପାଇବା ମାତ୍ରେ ଚୀନ୍‌ରେ ଆତଙ୍କ ସୃଷ୍ଟି ହୋଇଛି। ସେନା ଅଧିକାରୀମାନେ

ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା

ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ମହିଳା ଜଣକ କ୍ୟାମେରା ଆଡ଼କୁ

ବିହାରକୁ ପଶ୍ଚିମବଙ୍ଗ ଭଳି ଅବସ୍ଥା କରିବାକୁ ଚାଁହୁଛନ୍ତି ରାହୁଲ-ତେଜସ୍ୱୀ: ପ୍ରମୋଦ କୃଷ୍ଣମ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ଆଡକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ବିଜେପି, ଜେଡିୟୁ, କଂଗ୍ରେସ, ଆରଜେଡି ସମେତ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ଦିନ, ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ କଂଗ୍ରେସ ନେତାମାନେ ଜାତୀୟ ରାଜଧାନୀ

ପରମାଣୁ ଅସ୍ତ୍ର ନୁହେଁ, ପାଣି ଆଣିଛି ଇରାନ ପାଇଁ ସଙ୍କଟ

ତେହେରାନ: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇ ପ୍ରାୟତଃ ପରମାଣୁ ଅସ୍ତ୍ର ସାହାଯ୍ୟରେ ବିଶ୍ୱକୁ ଭୟଭୀତ କରିବାକୁ ଧମକ ଦେଇଥାନ୍ତି। ତେବେ ସେ ଏବେ ଏକ ନୂତନ ଭୟର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଭୟ ଏବେ ବୋମା କିମ୍ବା କ୍ଷେପଣାସ୍ତ୍ର ନୁହେଁ, ବରଂ ଦେଶର ପାଣି ଅଭାବ ପାଲଟିଛି। ଦେଶରେ

୫୦୦ ଗାଁରେ ନାହିଁ ଇଣ୍ଟରନେଟ୍‌ ସେବା

କୋରାପୁଟ: ମୋବାଇଲ୍ ନେଟୱର୍କ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିଛି। କିନ୍ତୁ କୋରାପୁଟ ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ୫୦୦ ରାଜସ୍ବ ଗାଁରେ ଏଯାଏ ମୋବାଇଲ ସହ ଇଣ୍ଟରନେଟ୍ ସେବା ଉପଲବ୍ଧ ହୋଇପାରିନି। ଯାହାଫଳରେ ଇ-କେୱାଇସି ଏବଂ ଅନ୍ୟ ସରକାରୀ କାମ ବାଧାପ୍ରାପ୍ତ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍  ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜିତନରାମ

ଗାନ୍ଧୀ ପରିବାର ସାରା ଦେଶକୁ ଲୁଟିବାରେ ଲାଗିଛି: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ବର/ନୂଆଦିଲ୍ଲୀ: ରକ୍ଷକ ହୋଇ ଭକ୍ଷକ ପାଲଟିଥିଲେ। ୨୦୦୪ରୁ ୨୦୧୪ ଯାଏ କ୍ଷମତାରେ ଅନ୍ଧ ହୋଇ ୫ ହଜାର କୋଟି ଟଙ୍କାର ସଂପତ୍ତିକୁ ମାତ୍ର ୫୦ ଲକ୍ଷ ଟଙ୍କାରେ କିଣିଥିଲେ। ଯିଏ ବିକିଛନ୍ତି, ସିଏ କିଣିଛନ୍ତି। ସେହି ବ୍ୟକ୍ତି ହେଲେ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରା।ସବୁଠାରୁ ବଡ଼

ଅନୁଗୁଳ ଜିଲ୍ଲାର ବିକାଶ ପାଇଁ ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଲେ ତେଲଙ୍ଗାନା ସରକାର

ଭୁବନେଶ୍ବର: ତେଲଙ୍ଗାନା ଉପମୁଖ୍ୟମନ୍ତ୍ରୀ ତଥା ଅର୍ଥ ଓ ଶକ୍ତିମନ୍ତ୍ରୀ ଭଟ୍ଟି ବିକ୍ରମାର୍କ ମାଲ୍ଲୁ ଆଜି ଆଭାସୀ ମାଧ୍ୟମରେ ଓଡ଼ିଶାର ଅନୁଗୁଳ ଜିଲ୍ଲାରେ ଥିବା ସିଙ୍ଗାରେନୀ କୋଲିୟାରୀ ନୟନୀ କୋଇଲା ଖଣିର ଉଦଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ମାଲ୍ଲୁ କହିଛନ୍ତି, ପ୍ରଥମ ଥର ପାଇଁ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ, ବାପା ପୁଅ ଗୁରୁତର…

ହିଞ୍ଜିଳିକାଟୁ, ତା ୧୫।୪(): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ଘଟିଛି। ଗୋଟିଏ ପରିବାରର ଶାବଳରେ ଆକ୍ରମଣରେ ଅପର ପକ୍ଷର ଏକ ପରିବାରର ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ରାତିରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା