Sign in
Sign in
Recover your password.
A password will be e-mailed to you.
ପ୍ରଶଂସକଙ୍କ ପାଇଁ ଶାହରୁଖଙ୍କ ବଙ୍ଗଳାରେ ରାତି ବିତାଇବାର ସୁଯୋଗ
ମୁମ୍ବଇ: ଶାହରୁଖ ଖାନ ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଉପହାର ଦେଉଛନ୍ତି। ଏବେ ଆପଣ ତାଙ୍କ ରାଜକୀୟ ଜୀବନଶୈଳୀକୁ ଗୋଟିଏ ରାତି ପାଇଁ ବଞ୍ଚିପାରିବେ। କାଲିଫର୍ଣ୍ଣିଆର ବେଭର୍ଲି ହିଲ୍ସରେ ତାଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଭଡ଼ା ପାଇଁ ଉପଲବ୍ଧ। ଏହି ବିଳାସପୂର୍ଣ୍ଣ ଘର ପ୍ରସିଦ୍ଧ ରୋଡିଓ!-->…
ଆସିକାରେ ସମୟ ଅତିକ୍ରାନ୍ତ ସାମଗ୍ରୀ ଓ ପଚାଶଢା ପନିପରିବା ଦ୍ବାରା ଖାଦ୍ୟ ପ୍ରସ୍ତୁତିକୁ ନେଇ ଅଭିଯୋଗ
ଖାଦ୍ୟ ଯାଞ୍ଚ ଅଧିକାରୀ ମାସିକିଆ ବଟି ଆଦାୟରେ ବ୍ୟସ୍ତ …ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ରେଶମ ସହର ରେ ବିଭିନ୍ନ ନାମୀ ଦାମୀ କମ୍ପାନୀ ର ନକଲି ସାମଗ୍ରୀ ବିକ୍ରି ହେବାର ନଜିର ରହିଛି। ରେଶମ ସହର ଠାରୁ ଆସିକା ସହରରେ ଖୁଲାମ ଖୁଲା କେତେକ ଦୋକାନୀ ସମୟ ଅତି ବାହିତ ହୋଇଥିବା ସାମଗ୍ରୀ କୁ ଅଧା!-->…
ନବରଙ୍ଗପୁରଠାରେ ଜିଲ୍ଲାସ୍ତରୀୟ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ
ନବରଙ୍ଗପୁର : ଆଜି ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ ଗୃହରେ ସକାଳ ଘ ୮.୩୦ ମି ସମୟରେ ଡ ବି ଆର୍ ଆମ୍ବେଦକର ଙ୍କ ୧୩୫ତମ ଜନ୍ମ ଜୟନ୍ତୀ ସ୍ମୃତିସଭା ,ଆଲୋଚନାଚକ୍ର ଓ ମୁକ୍ତ ପ୍ରଶ୍ନମଞ୍ଚ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ!-->…
ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ ଜାରି କରାଯାଇଛି ।
ନୋଟିସ ନଂ. ୪୦୩୮ରେ!-->!-->!-->…
ଉତ୍କଳୀୟମ୍ ଫାଉଣ୍ଡେସନ ତରଫରୁ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ପାଳନ
ବୋଲଗଡ : ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଅନ୍ତର୍ଗତ ଭୀମପଡା ବଜାର ନିକଟସ୍ଥ ଟାଙ୍ଗୀସାହି ଛକ ଠାରେ ଉତ୍କଳୀୟମ୍ ଫାଉଣ୍ଡେସନ ତରଫରୁ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ପାଳନ କରାଯାଇଅଛି l ଫାଉଣ୍ଡେସନର ଖୋର୍ଦ୍ଧା ଜିଲ୍ଲା କମିଟି ଓ ସ୍ଥାନୀୟ ଅଂଚଳ ବାସୀ ମିଳିମିଶି ଛେନାପୋଡ଼!-->…
ପରିବର୍ତ୍ତନକୁ ଗ୍ରହଣ କରିବାକୁ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଦିନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ସଦସ୍ୟମାନଙ୍କୁ ସମ୍ବୋଧିତ କରି ତାଙ୍କର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି।
ସେ କହିଛନ୍ତି, ଗୋଟିଏ ସଂଗଠନ ପ୍ରାୟତଃ ଜଣେ ବ୍ୟକ୍ତିଙ୍କ ନେତୃତ୍ୱରେ ବଢ଼େ।!-->!-->!-->…
ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ ପାଳନ
ସମ୍ବିଧାନର ସୁରକ୍ଷା ପାଇଁ ଏକ ହୁଅ - ପୂଜ୍ୟ ପୂଜା ସମିତି
ବ୍ରହ୍ମପୁର : ବିଶ୍ୱରତ୍ନ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ଆଜି ପୂଜ୍ୟ ପୂଜା ସମିତି ପକ୍ଷରୁ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକ ଠାରେ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ସଭା ଅନୁଷ୍ଠିତ!-->!-->!-->…
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର ନିକଟରେ, ଏବଂ ସବ ଜେଲ!-->…
ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ,…
ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ!-->…
ସୁନ୍ଦରଗଡ ଜିତିଲା କଳାହାଣ୍ଡି କପ୍
: ପ୍ରାକ୍ତନ ଖେଳାଳୀ ଓ ସୁନ୍ଦରଗଡର କ୍ରିକେଟ ପ୍ରେମୀମାନଙ୍କୁ ଏହି କପ୍ ଉତ୍ସର୍ଗୀକୃତ - ପ୍ରଭାତ ଭୋଳ
ସୁନ୍ଦରଗଡ : କ୍ରୀଡାର ମାଟି ହେଉଛି ସୁନ୍ଦରଗଡ। ଅନେକ ଏହାକୁ ହକିର ଏନ୍ତୁଡିଶାଳ ବୋଲି କହନ୍ତି। ମାତ୍ର ଅନେକ ସମୟରେ ଅନେକ ଖେଳ ଦ୍ଵାରା ପ୍ରଶଂସିତ ହୋଇଛି ସୁନ୍ଦରଗଡ। ଅନ୍ୟାନ୍ୟ!-->!-->!-->…