Sign in
Sign in
Recover your password.
A password will be e-mailed to you.
ଜିଲ୍ଲା ସ୍ତରୀୟ ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କ ୧୩୩ ତମ ଜନ୍ମ ଜୟନ୍ତୀ ପାଳିତ
ମାଲକାନଗିରି : ଭାରତୀୟ ସମ୍ବିଧାନର ବିଶିଷ୍ଟ ରୂପକାର, ସମାଜ ବିଜ୍ଞାନୀ, ଶିକ୍ଷାବିତ୍, ଆଇନଜୀବୀ, ସମାଜ ସଂସ୍କାରକ, ସୁଲେଖକ ଓ ମାନବିକ ଅଧିକାରର ବଡ ପ୍ରବକ୍ତା ଡଃ ଭୀମ ରାଓ ରାମଜୀ ଆମ୍ବେଦକରଙ୍କ ଜିଲ୍ଲା ସ୍ତରୀୟ ୧୩୩ ତମ ଜନ୍ମ ଜୟନ୍ତୀରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି!-->…
ଶ୍ରୀକ୍ଷେତ୍ରରେ ପଣାସଂକ୍ରାନ୍ତି, ଆରମ୍ଭ ହେଲା କୁସ୍ତି ଅଭ୍ୟାସ
ପୁରୀ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ । ଓଡିଆଙ୍କ ପାଇଁ ନୂତନ ବର୍ଷର ଆରମ୍ଭ । ଆଜିଠାରୁ ଓଡ଼ିଆ ନୂଆ ବର୍ଷ ଆରମ୍ଭ ହଉଥିବା ବେଳେ ନୂଆ ଓଡ଼ିଆ କ୍ୟାଲେଣ୍ଡର ସହିତ ଶ୍ରୀମନ୍ଦିରରେ ପ୍ରଚଳନ ହୁଏ ନୂଆ ପାଞ୍ଜି । ବିଷୁବ ସଂକ୍ରାନ୍ତି ଅବସରରେ!-->…
ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ର ସଭା ଗୃହ ପରିସରରେ ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମହୋତ୍ସବରେ ସଭାପତି ଡ଼ ମଧୁସୂଦନ ମହାପାତ୍ର ସ୍ଵାଗତ ସମ୍ଭାଷଣ ଜଣାଇଥିଲେ। ଏଥିରେ ବନବାସୀ ସେବା ସମିତି ସମ୍ପାଦକ ଉତ୍ସବ!-->…
ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି । ଏହି ପ୍ରକଳ୍ପ କାମ!-->…
ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶୁଭାରମ୍ଭ
ରାଇକିଆ : କନ୍ଧମାଳ ଜିଲା ରାଇକିଆ ପଞ୍ଚାୟତରେ ଦୀର୍ଘ ଦିନର ପାନୀୟ ଜଳ ସମସ୍ୟା ଦୂର ହୋଇଛି। ପଞ୍ଚାୟତର କିଛି ୱାର୍ଡରେ ପାଣି ଯୋଗାଣ ନିୟମିତ ଭାବେ ଚାଲୁରହିଥିବା ବେଳେ ଗ୍ରୀଷ୍ମ ଆରମ୍ଭରୁ ହିଁ ଗର୍ଜନୀ ନଦୀରେ ଜଳସ୍ଥର କମିଯିବାରୁ ପାଣି ଯୋଗାଣ କରିବା କଷ୍ଟକର ହୋଇଯାଇଥିଲା । ଜଳ ସମସ୍ୟାର!-->…
୧୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ
ନୂଆଦିଲ୍ଲୀ: ଗୁଜୁରାଟ ଉପକୂଳବର୍ତ୍ତୀ ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ୧,୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର କହିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ!-->!-->!-->…
ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ!-->…
ଶିବ ମନ୍ଦିରରେ ଅଭାବନୀୟ ଘଟଣା, ମହୁମାଛି ଆକ୍ରମଣରେ ୨୦ରୁ ଅଧିକ ଆହତ
ମୋହନା : ଆଜି ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଅନେକ ଶୈବ ପୀଠ ତଥା ଅନେକ ମନ୍ଦିର ଉତ୍ସବ ମୁଖର ହୋଇଥିବା ଦେଖିବାକୁ ମିଳୁଛି । ଅନେକ ଭକ୍ତ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ବାହାରି ଠାକୁରଙ୍କ ଦର୍ଶନ କରି ଫେରିଥାନ୍ତି ହେଲେ ଆଜି ସକାଳୁ ସକାଳୁ କିଛି ଭକ୍ତ!-->…
ଗାଡି ସହ ଶାଗୁଆନ କାଠ ଜବତ ଅଭିଯୁକ୍ତ ଫେରାର
ରାଇକିଆ : କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧିନସ୍ଥ ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ୨୭ଖଣ୍ଡ ମୁଲ୍ୟବାନ ଶାଗୁଆନ କାଠ ଗଣ୍ଡି ଚାଲାଣ ପାଇଁ ଉଦ୍ୟମ ହେଉଥିବା ସମୟରେ କାଠକୁ ଜବତ କରିଛି ଜଙ୍ଗଲ ଓ ପରିବେଶ ବିଭାଗ । ମୁଖ୍ୟତଃ ଅଞ୍ଚଳଟି ଘଞ୍ଚ ଜଙ୍ଗଲ ଏବଂ ପାହାଡ ଘେରି ରହୁଥିବାରୁ କାଠ!-->…
ନବୀନଙ୍କୁ ଚିଠି ଲେଖିଲେ ରଣେନ୍ଦ୍ର: କହିଲେ, ‘ଦଳକୁ ହାଇଜାକ୍ କରିବାକୁ ଦିଆନଯାଉ’
ଭୁବନେଶ୍ବର: ବିଜେଡିର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ଗତ କିଛି ଦିନରେ ଯାହା ଚାଲିଛଇ ଏବଂ ଆଗକୁ ଦଳ କେଉଁ ଆଭିମୁଖ୍ୟ ନେଇ ଚାଲିବା ଉଚିତ୍ ସେନେଇ ନବୀନଙ୍କୁ କିଛି!-->…