ଆମ୍ବେଦକରଙ୍କ ପ୍ରେରଣାରୁ ସାମାଜିକ ନ୍ୟାୟ ପାଇଁ ଦେଶ ଉତ୍ସର୍ଗୀକୃତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭୀମ ରାଓ ଆମ୍ବେଦକରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି ଯେ ତାଙ୍କ ପ୍ରେରଣା ଯୋଗୁଁ ଦେଶ ଆଜି ସାମାଜିକ ନ୍ୟାୟର ସ୍ୱପ୍ନକୁ ସାକାର କରିବା ପାଇଁ ଉତ୍ସର୍ଗୀକୃତ ହୋଇଛି। ତାଙ୍କର ନୀତି ଏବଂ ଚିନ୍ତାଧାରା

ବିଶ୍ଵହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ

ରାଇକିଆ : କନ୍ଧମାଳ ଜିଲା ରାଇକିଆ ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ମହା ଆଡମ୍ବରରେ ପାଳନ କରାଯାଇଅଛି । ରାଇକିଆ ସଂଘ ସଂଯୋଜକ ଦୀପକ କୁମାର ମହାରଣାଙ୍କ ନେତୃତ୍ଵରେ ସକାଳୁ ବିଭିନ୍ନ ଦେବାଦେବୀ ସ୍ଥଳରେ ପୂଜାର୍ଚ୍ଚନା କରାଯାଇ ରାଇକିଆ

ଶେଷ ହେଲା ଗଞ୍ଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା

ଗଞ୍ଜାମ: ବେଲ-କାଠରେ ପ୍ରସ୍ତୁତ ହୋଇଥିଲା ମେରୁ-ଖୁଣ୍ଟି । ତଳେ ରହିଥିଲା ଅଗ୍ନି-କୁଣ୍ଡ । ପାଟଭୋକ୍ତାଙ୍କୁ ଓଲଟା ରଖି ତିନିଥର ଝୁଲାଇ ଦିଆଗଲା । ବେଲ-ଖୁଣ୍ଟିରେ ବନ୍ଧାଯାଇଥିବା ଆମ୍ବ ଏବଂ ଖଜୁରୀ କୋଳିକୁ ଭକ୍ତଙ୍କ ଭିତରେ ବାଣ୍ଟିଲେ ପାଟଭକ୍ତା । ଶେଷରେ ମା’ ରୁଦ୍ର-କାଳୀଙ୍କୁ

୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ: ଜୁଲାଇ ୧୦ ସୁଦ୍ଧା ପାଠପଢା ଆରମ୍ଭ

ଭୁବନେଶ୍ଵର: ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠପଢା। ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ

ସ୍ତ୍ରୀ ପାଇଁ ଷଡଯନ୍ତ୍ର ରଚିଥିଲା ସ୍ୱାମୀ, ହେଲେ ମଝିକୁ ଆସିଗଲା କୁନି ଝିଅ

ବାଙ୍କୀ : ସ୍ୱାମୀର ବର୍ବର କାଣ୍ଡ । ଭୁଲିଗଲା ମଣିଷତ୍ଵ ସାଜିଲା ସଇତାନ୍ । ସ୍ତ୍ରୀର ରକ୍ତରେ ହୋଲି ଖେଳିବ ବୋଲି ରଚିଥିଲା ଷଡଯନ୍ତ୍ର । ହେଲେ ମଝିରେ ଆସିଗଲା କୁନି ଝିଅ । ସମସ୍ତଙ୍କ ଆଗରେ ସ୍ତ୍ରୀକୁ ଜୀବନରୁ ମାରିବାକୁ ଉଦ୍ୟମ କଲାବେଳେ ଝିଅ ମୁଣ୍ଡରେ ବାଜିଲା ଚୋଟ । ମାଆ

ସଲମାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ପରିବହନ ବିଭାଗ ହ୍ୱାଟ୍ସଆପ୍‌କୁ ଆସିଲା ମେସେଜ୍

ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ

ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ ଛାଡୁ ନାହାନ୍ତି । ଏମିତିକି ଦଳର ସଭାପତି ମଧ୍ୟ

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା

ପୁଣି ଅଶାନ୍ତ ଗଞ୍ଜାମ ଜିଲ୍ଲା : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ, ୨ ଆହତ…

ହିଞ୍ଜିଳିକାଟୁ, ତା ୧୩।୪: ଦଣ୍ଡନାଚ ଦେଖିବାକୁ ଯାଇଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଛି। ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ ହିଞ୍ଜିଳି ଥାନା ଖରିଡା ଗ୍ରାମର ଲିଙ୍କୁ ନାହାକ ଓ ଅମନ ନାହାକ । ପୁଲିସ ସୂଚନା ପ୍ରକାରେ ଶୁକ୍ରବାର ରାତିରେ