୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏପର୍ଯ୍ୟନ୍ତ

ଟାଟା ଷ୍ଟିଲ୍ ଫାଉଣ୍ଡେସନ ଓ ଟାଟା ଷ୍ଟିଲ୍ ସ୍ପେସିଆଲ୍ ଇକୋନମିକ୍ ଜୋନ୍ ପକ୍ଷରୁ ଦୁଇଦିନିଆ କନ୍‌କ୍ଲେଭ୍ ‘ଅରୁଣିମା…

କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ଇସ୍ପାତ ଓ ଖଣି, ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କୁ ଜ୍ୟୋତି ଫେଲୋସିପ୍ ପ୍ରଦାନ ୭ମ ଶ୍ରେଣୀରୁ ସ୍ନାତକ ପ୍ରଥମ ବର୍ଷ ପର୍ଯ୍ୟନ୍ତ ମୋଟ ୭୪୫ ଛାତ୍ରଛାତ୍ରୀଙ୍କୁ ୭୩ ଲକ୍ଷ୍ୟ ଟଙ୍କାର

ଦୀପ ତଳ ଅନ୍ଧାର ଆସିକା ଏସ.ଡ଼ି.ପିଓ କାର୍ଯ୍ୟାଳୟ ନିକଟରେ ପାର୍କିଙ୍ଗ ଯୋଗୁଁ ଟ୍ରାଫିକ ଜାମ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ଉପ ଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟରେ ଚାରି ଚକିଆ ଯାନବାହାନ ପାର୍କିଙ୍ଗ ହେଉଥିବା ଯୋଗୁଁ ଟ୍ରାଫିକ ସମସ୍ୟା ଲାଗି ରହୁଛି। ଏହି କାର୍ଯ୍ୟାଳୟ ନିକଟରେ ଅଦାଲତ, ବ୍ୟାଙ୍କ,ସଵ ରେଜିଷ୍ଟେର ଅଫିସ,ଡ଼ାକଘର ଓ ସ୍କୁଲ ରହିଛି। ଆସିକା ସହର ର

ଭିଜିଲାନ୍ସ ଜାଲରେ ତହସିଲଦାର, ୭ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଭିଯୋଗରେ ଭୁବନେଶ୍ବର ଓ ବାଲେଶ୍ବରର ୭ଟି ସ୍ଥାନରେ ଚାଲିଛି ଚଢାଉ । ରେଡ୍ ରେ ୬ DSP, ୩ ଇନ୍ସପେକ୍ଟର, ୧୦ ASIସାମିଲ ଅଛନ୍ତି । ସ୍ପେଶାଲ

ଓମାନରେ ଫସିଛନ୍ତି ଓଡ଼ିଆ ଶ୍ରମିକ: ପୁଅକୁ ଫେରାଇ ଆଣିବା ନିମନ୍ତେ ମାର ନିବେଦନ

ଛତ୍ରପୁର : ସୁଦୂର ଓମାନରେ ୧୨ ଜଣ ଓଡ଼ିଆ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରି ଭାରତ ଫେରିବା ଲାଗି ଏମାନେ ଭାରତ ସରକାର ଓ ରାଜ୍ୟ ସରକାରଙ୍କୁ ଏକ ଭିଡିଓ ବାର୍ତ୍ତା ଜାରି କରି ନିବେଦନ କରିଛନ୍ତି। ଏହି ଭିଡିଓ ବାର୍ତ୍ତା ଏବେ ଭାଇରଲ ହେବାରେ ଲାଗିଛି। ଏଥିରେ ଜଣେ ଶ୍ରମିକ ଗଞ୍ଜାମ

ଇଭିଏମ୍ ତଥ୍ୟ ଡିଲିଟ୍ କରନାହିଁ : ନିର୍ବାଚନ କମିସନଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଇଭିଏମ୍ ଯାଞ୍ଚ ସଂକ୍ରାନ୍ତ ଏକ ପିଟିସନ୍ ଉପରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ କହିଛନ୍ତି। ଏହା ସହିତ ନିକଟରେ ହୋଇଥିବା ନିର୍ବାଚନ ସଂପର୍କିତ ତଥ୍ୟ ଇଭିଏମରୁ ନ ଲିଭାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ହିଞ୍ଜିଳିକାଟୁ ୧୧/୨ : ଘରୋଈ ବସ ମାଲିକ ସଂଘ ଏବଂ ଶଙ୍କର ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ହିଞ୍ଜିଳିକାଟୁ ଵସ ଟର୍ମିନାଲ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିରରେ ସ୍ଥାନୀୟ ଅଞ୍ଚଳର ୮୫ ଜଣ ଲୋକଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା।

ଗଡିଲା ଶ୍ରମିକ ସଚେତନତା ରଥ

ଛତ୍ରପୁର, : ଆଜି ଠୁ ଗଡିଲା ଶ୍ରମିକ ସଚେତନତା ରଥ,ଏହି ରଥ ଏକ ମାସ ଧରି ଛତ୍ରପୁର ଶ୍ରମ ବିଭାଗ ଅଧିନରେ ଥିବା ସମସ୍ତ ଅଂଚଳ ବୁଲି ଲୋକଙ୍କୁ ସଚେତନତା କରାଇବ । ଅଣ ସଂଗଠିତ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଓଡିଶା ସରକାରଙ୍କ ପ୍ରାଥମିକତା । ଆନ୍ତରାଜ୍ୟ ପ୍ରବାସୀ ଶ୍ରମିକ କଣ ସବୁ ସୁବିଧା ପାଇବେ

ସୁରକ୍ଷିତ ଇଣ୍ଟରନେଟ୍ ଦିବସ ସଚେତନତା କର୍ମଶାଳା

ମାଲକାନଗିରି : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ସୁରକ୍ଷିତ ଇଣ୍ଟରନେଟ୍ ଦିବସ ଉପରେ ଏକ ସଚେତନତା କର୍ମଶାଳା ଆୟୋଜିତ ହୋଇଯାଇଅଛି I ଏଥିରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ବିଭିନ୍ନ ସରକାରୀ କାର୍ଯ୍ୟାଳୟର କର୍ମଚାରୀ ଓ

ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

ବାରିପଦା: ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଦୁଇ ମୃତ । ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ମଞ୍ଚାବନ୍ଧା ଠାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବ୍ୟାଟେରୀ ଚାଳିତ ଅଟୋକୁ ସ୍କର୍ପିଓ ଧକ୍କା ଦେଇଛି । ଘଟଣାସ୍ଥଳରେ ଅଟୋ ଚାଳକ ସହିତ ଅନ୍ୟଜଣଙ୍କ ମୃତ୍ୟ ହୋଇଛି । ପୋଲିସ ପହଞ୍ଚି