Sign in
Sign in
Recover your password.
A password will be e-mailed to you.
ଶ୍ରୀମନ୍ଦିର ପତିତପାବନ ବାନା ନେଇ ଉଡିଗଲା ଚିଲ !
ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି ।
ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି!-->!-->!-->…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଦୁର୍ଷ୍କମ ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ
ହିଞ୍ଜିଳିକାଟୁ : ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିନେବା ସହ ବଳପୂର୍ବକ ଦୁର୍ଷ୍କମ କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯ୍ୟାତନା ଦେବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ କେସ ନଂ- ୨୮୮/୨୫ ରେ ଏକ ମାମଲା!-->…
୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା ‘ଦକ୍ଷିଣକାଳୀ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା' ଦକ୍ଷିଣ କାଳୀ!-->…
ୱାକ୍ଫ ବିଲ୍ ପାସ୍ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ; ୨୦ ବର୍ଷର ମଦ୍ରାସା ଉପରେ ଚାଲିଲା…
ଭୋପାଳ: ଦେଶରେ ୱାକ୍ଫ ଆଇନ କାର୍ଯ୍ୟକାରୀ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ କୌଣସି ବେଆଇନ ମଦ୍ରାସା ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିକଟରେ ବିଜେପି ରାଜ୍ୟ ସଭାପତି ବିଷ୍ଣୁ ଦତ୍ତ ଶର୍ମା ଅଭିଯୋଗ କରିଥିଲେ ଯେ, ସରକାରୀ ଜମିରେ ଏକ ବେଆଇନ ମଦ୍ରାସା ନିର୍ମାଣ!-->…
ଓଡ଼ିଆ ପକ୍ଷନେଇ ପାରମ୍ପରିକ ଖାଦ୍ୟ ଦିବସ
ମାଲକାନଗିରି : ଓଡ଼ିଆ ପକ୍ଷ ପାଳନର ୧୩ ତମ ଦିବସକୁ ପାରମ୍ପରିକ ଖାଦ୍ୟ ଦିବସ ଭାବେ ପାଳନ କରାଯାଇଛି। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରାଯାଇ ଏହି ଦିବସକୁ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ!-->…
ଅବକାରୀ ବିଭାଗକୁ ସଫଳତା ଗଞ୍ଜେଇ ସହ ଅଟୋ ଜବତ
ମାଲକାନଗିରି : ରବିବାର ଦିନ ଅବକାରୀ ଅଧିକ୍ଷକ ଶ୍ରୀ ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଅବକାରୀ ଥାନା ର କର୍ମଚାରୀ ମାନେ ପେଟ୍ରୋଲିଂ ଡ୍ୟୁଟି କରୁଥିବା ସମୟରେ ଗୋଟିଏ ଅଟୋ ରୁ ୧୦୦ କେଜି ଗଞ୍ଜେଇ ଜବତ କରିଛନ୍ତି ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କା l ଏହି ମାମଲା!-->…
ପ୍ରସିଦ୍ଧ ଚଡକ ଯାତ୍ରାର ଆଜି ଅନ୍ତିମ ପର୍ବ ତଥା ପାଟ ପର୍ବ, ଜନସମୁଦ୍ର ପାଲଟିଛି ପୀଠ
ବିଶ୍ବ ପ୍ରସିଦ୍ଧ ବାବା ଚନ୍ଦନେଶ୍ବର ଶୈବପୀଠରେ ଅନୁଷ୍ଠିତ ହେଉଥିବା ଚଡକ ଯାତ୍ରାର ଆଜି ହେଉଛି ପାଟ ପର୍ବ। ଗତକାଲି ଅନୁଷ୍ଠିତ ହୋଇଥିଲା ମହାନୀଳ ପର୍ବ। ନୀଳ ପର୍ବରେ ମନ୍ଦିର ପରିସରରେ ଥିବା ନୀଳ ପୋଖରୀରୁ ଥମ୍ବୀ କାଠ ଉଠାଇ ମନ୍ଦିର ଚତୁର୍ପାର୍ଶ୍ବରେ ପରିକ୍ରମା କରାଯାଇ ନିତୀକାନ୍ତି ସମାପନ!-->…
ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ: ୟୁନିଭରସିଟିକୁ ମିଳିବ ଅଧିକ ସ୍ୱାୟତ୍ତତା
ଭୁବନେଶ୍ବର: ରାଜ୍ୟରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪ । ଆଜି ରାଜ୍ୟପାଳଙ୍କ ସ୍ୱୀକୃତି ମିଳିବା ପରେ ଲାଗୁ ହୋଇଛି । ଚଳିତ ବଜେଟ୍ ଅଧିବେଶନରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ଆଜି ରାଜ୍ୟପାଳ ହରିବାବୁ!-->…
ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟରେ “ବେଟି ବଚାଓ ବେଟି ପଢ଼ାଓ” କାର୍ଯ୍ୟକ୍ରମ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଙ୍କୁ ନେଇ "ବେଟି ବଚାଓ ବେଟି ପଢ଼ାଓ" କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଥିଲା। ବିଦ୍ୟାଳୟର!-->…
ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ, ଶ୍ରୀମନ୍ଦିର ପ୍ରଶାସନର ସୂଚନା କେନ୍ଦ୍ରରେ କ୍ରୟ ପାଇଁ ଉପଲବ୍ଧ
ପୁରୀ : ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ!-->…