ମାଓବାଦୀଙ୍କୁ ନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି

ମାଲକାନଗିରି: ଧ୍ବଂସ ହେଉଛି ମାଓଗଡ଼। ଗତକାଲି ୩୧ ମାଓବାଦୀଙ୍କ ନିପାତ ପରେ ଆହୁରି ଜୋରଦାର କରାଯାଇଛି ଅପରେସନ। ତେବେ ଏନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏହି ସୀମାବର୍ତ୍ତୀ ଅଞ୍ଚଳରେ ମୁତୟନ ହୋଇଛନ୍ତି ଅଧିକ ଫୋର୍ସ। ସୀମାନ୍ତ ଅଞ୍ଚଳକୁ ସିଲ୍ କରି ଅପରେସନ୍

ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ : ନିଜ ସହ କଥା ହୁଅ, ପରୀକ୍ଷା ଜୀବନରେ ସବୁ କିଛି, ତାହା ଭାବିବା ଭୁଲ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ ନେଇପାରିବେ। ଉତ୍ତମ ସ୍ଵାସ୍ଥ୍ୟ ପାଇଁ ମଧ୍ୟ

ବାରବାଟୀରେ ପୂର୍ବ ସରକାର ଖାଲି ନଡ଼ିଆ ବାଡ଼େଇଥିଲେ: କ୍ରୀଡାମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପର ମୁଣ୍ଡରେ ଅଠା ବୋଳିବାରେ ଲାଗିଛନ୍ତି। ଅଭିଯୋଗର ବାକ୍‌ଯୁଦ୍ଧ ଜାରି ରହିଛି। ଏନେଇ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି, ବାରବାଟୀ ଏକ ଐତିହ୍ୟ ସମ୍ପନ୍ନ

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର) ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍

ତାରା ତାରିଣୀର ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ଼ କଲା ଟିପିଏସ୍ଓଡିଏଲ୍

• ଯାତ୍ରୀଙ୍କ ପାଇଁ ଗୁଣାତ୍ମକ ବିଜୁଳି ସେବା• ସୁରକ୍ଷିତ ଭରସାଯୋଗ୍ୟ ବିଜୁଳି ଯୋଗାଣ ଉପରେ ଗୁରୁତ୍ବ• ୭୮ ଟି ନୂଆ ବିଦ୍ୟୁତ ଖୁଣ୍ଟ ଏବଂ ୮,୧୯୦ ମିଟର ଇନସୁଲେଟେଡ୍ କଣ୍ଡକ୍ଟର ସ୍ଥାପନ• ପ୍ରକଳ୍ପ ମୂଲ୍ୟ ୭୭ ଲକ୍ଷ ଟଙ୍କାରୁ ଅଧିକ ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍

ବାରବାଟୀ ବିଭ୍ରାଟ: କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡ଼ି, ପୂର୍ବ ସରକାରଙ୍କୁ ଦାୟୀ କଲା ବିଜେପି

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ବିରୋଧୀ ଦଳ ବିଜେଡ଼ି ଏବଂ ଶାସକ ଦଳ ବିଜେପି ମୁହାଁମୁହିଁ ହୋଇଛନ୍ତି। ବିଜେଡ଼ି ପକ୍ଷରୁ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ବିଜେଡ଼ି କହିଛି ଯଦି ନୈତିକତା ଅଛି ତେ‌ବେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନିଜ ଉପରେ ପଦକ୍ଷେପ ନେଇ

ମହାକୁମ୍ଭରେ ବୁଡ ପକାଇଲେ, ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ମହାମହିମ ନୌବିହାର କରିଥିଲେ। ନୌବିହାର

କାହିଁକି ଗଲା ଲାଇଟ୍?, ଓସିଏକୁ ୧୦ ଦିନ ଭିତରେ ଉତ୍ତର ମାଗିଲେ ମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଲାଇଟ ବନ୍ଦ ହେବା ପ୍ରସଙ୍ଗକୁ ନେଇ ଏବେ ଓସିଏକୁ ଜାରି ହେଲା କାରଣ ଦର୍ଶାଅ ନୋଟିସ୍ । କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ କଜ୍ ନୋଟିସ୍ ଜାରି କରିଛି କ୍ରୀଡା ବିଭାଗ । ଏଭଳି ଅବ୍ୟବସ୍ଥାକୁ ନେଇ ୧୦ ଦିନ ଭିତରେ ଉତ୍ତର ରଖିବାକୁ ଓସିଏକୁ ନିର୍ଦ୍ଦେଶ ଦିଆଯାଇଛି

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌ 

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ ସିରିଜ୍‌ର ଶେଷ ମ୍ୟାଚ୍‌ ଖେଳିବେ । ଅନ୍ୟପଟେ

ଗ୍ରାମ୍ୟ ଜଳ ଓ ପରିମଳ ବିଭାଗର ଗୋଷ୍ଠୀ ପ୍ରଶିକ୍ଷଣ କର୍ମଶାଳା ଗ୍ରାମ୍ୟ

ହିଞ୍ଜିଳିକାଟୁ ୧୦/୨ : ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସଂସ୍ଥା ପକ୍ଷରୁ ସୋମବାର ହିଞ୍ଜିଳିକାଟୁ ବ୍ଲକ ସଭାଗୃହରେ ପଞ୍ଚାୟତ ସ୍ତରରେ କାର୍ଯ୍ୟ ରତ ଏମବିକେମାନଙ୍କୁ ପାନୀୟ ଜଳର ଗୁଣବତ୍ତା ପରୀକ୍ଷା ପାଇଁ ତାଲିମ ପ୍ରଦାନ କରାଯାଇଛି। ବିଭାଗର କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ଦାସ ଙ୍କ ସହ