Sign in
Sign in
Recover your password.
A password will be e-mailed to you.
ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ
ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ମାଣିକନଗର ଛକରେ ରବିବାର ଭୋର ସକାଳେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ରଜାତୋଟା ସାହିର ଅଭିମନ୍ୟୁ ପୃଷ୍ଟି (୭୦)। ଖବର ପାଇ!-->…
ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି
କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଇନିଂସର ସପ୍ତମ ଓଭରରେ ଏଭଳି ଘଟଣା!-->…
ଷୋହଳଖଣ୍ଡ ଗୋପାଳ ସମାଜ ତେରସ୍ଥାନ ତାଲୁକା ପରିଚାଳନା ପରିଷଦର ନିର୍ବାଚନ : ସଭାପତି ରାଧାଗୋବିନ୍ଦ ଓ ଉପସଭାପତି ହେଲେ…
ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ମା ବୀରସିଂହ ପୀଠ( ବିପୁଳିଙ୍ଗି )ନିକଟରେ ଥିବା ଷୋହଳଖଣ୍ଡ ଗୋପାଳ ସମାଜ ତେରସ୍ଥାନ ତାଲୁକା କୁଳ ଗୃହ ଠାରେ ପରିଚାଳନା ପରିଷଦ ର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି,ଜିଲ୍ଲା ଷ୍ଟିଏରିଙ୍ଗ କମିଟି ର ଆବାହକ ତଥା ତେରସ୍ଥାନ ତାଲୁକା ସଭାପତିରାଧା ଗୋବିନ୍ଦ!-->…
ଏଏମୟୁ ମଧ୍ୟାହ୍ନଭୋଜନ ତାଲିକାରେ ଗୋମାଂସ ବିରିୟାନୀକୁ ନେଇ ବିବାଦ
ଆଲିଗଡ଼ ମୁସଲିମ ବିଶ୍ଵବିଦ୍ୟାଳୟ(ଏଏମୟୁ)ର ମଧ୍ୟାହ୍ନଭୋଜନ ମେନ୍ୟୁ ବା ତାଲିକାରେ ଗୋମାଂସ ବିରିୟାନୀ ପରସାଯିବା ନେଇ ଏକ ନୋଟିସକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ଛାତ୍ରଛାତ୍ରୀମାନେ ସାମାଜିକ ଗଣମାଧ୍ୟମରେ ତୀବ୍ର ପ୍ରତିବାଦ କରିଛନ୍ତି। ରବିବାର ମଧ୍ୟାହ୍ନଭୋଜନ ମେନ୍ୟୁରେ!-->…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ଶାଶୁଘର ଲୋକ ଫେରାର
ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଗତକାଲି ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ଝିଅ ପରିବାର ଲୋକେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । ସେପଟେ ଶାଶୁ, ଶ୍ୱଶୁର, ନଣନ୍ଦ ଫେରାର ହୋଇଯାଇଛନ୍ତି!-->…
ଛତ୍ରପୁରରେ ନିଷ୍କ୍ରମଣ ଉତ୍ସବ
ଛତ୍ରପୁର, : ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠାନର ସଭାପତି ତଥା ଓଡିଶା ହାଇକୋର୍ଟର ଓକିଲ ପଦ୍ମ ଚରଣ ସାହୁଙ୍କ ଅଧ୍ୟକ୍ଷତା ରେ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡଦେଉଳୀ ଉଚ୍ଚମାଧ୍ୟମିକ!-->…
କ୍ଲଷ୍ଟରସ୍ତରୀୟ ନିପୂଣ ଓଡ଼ିଶା ମେଳା ଉଦଯାପିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡିଶା ମେଳା- ୨୦୨୫ ସିଆରସିସି ସରୋଜ କୁମାର ନାହାକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସରପଞ୍ଚ!-->…
ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନାମୟୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବନ!-->…
ସିର୍ତ୍ତିଗୁଡାରେ ବିଶ୍ୱଶାନ୍ତି ପଞ୍ଚ ମହାଯଜ୍ଞ ଆରମ୍ଭ : ଦଶହଜାରରୁ ଉର୍ଦ୍ଧ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ
ବାଲିଗୁଡା,: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସିର୍ତ୍ତିଗୁଡା ଠାରେ ରେ ୬୪ ତମ ବିଶ୍ୱ ଶାନ୍ତି ପଞ୍ଚ ମହାଯଜ୍ଞ ରବିବାର ଆରମ୍ଭ ହୋଇଛି l ସିର୍ତ୍ତୀଗୁଡା ଗ୍ରାମ୍ୟ କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଅଷ୍ଟ ପ୍ରହର ନାମ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନଯଜ୍ଞ!-->…
ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ
ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସଟର ଭାଙ୍ଗିବା ସହିତ ନିଆଁକୁ!-->…